ପ୍ରାଣୀ ଚିକିତ୍ସା ସେବା ବିପର୍ଯ୍ୟସ୍ତ
ଜଗତ୍ସିଂହପୁର ଅଫିସ୍, ୨୧।୧୨ – ଜଗତ୍ସିଂହପୁର ଜିଲାରେ ଏବେ ପ୍ରାଣୀ ଚିକିତ୍ସା ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ପଦବୀ ଖାଲି ସାଙ୍ଗକୁ ଅସ୍ତ୍ରୋପଚାର ସୁବିଧା ନ ଥିବା ଏବଂ ଭିତ୍ତିଭୂମିର ଅଭାବ କାରଣରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାଣୀ ରକ୍ତ,...
୪ ହଜାର ଟଙ୍କାର ବାଲିକୁ ୫୦ ହଜାର
ଜଗତ୍ସିଂହପୁର ଅଫିସ୍, ୨୦ା୧୨: ଜଗତ୍ସିଂହପୁର ଜିଲାରେ ବାଲି ସଇରାତ ହାତେଇବା ପାଇଁ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି। ସଦ୍ୟ କେତୋଟି ସଇରାତ ନିଲାମ ଫଳାଫଳରୁ ଏହା ସ୍ପଷ୍ଟ ହୋଇଛି। ବଡ଼ କଥା ହେଲା ଗତବର୍ଷ ଯେଉଁ ସଇରାତରୁ ବାଲି ଉଠାଇବା ପାଇଁ...
ଶାରଳା ମନ୍ଦିର ଖୋଲିବାକୁ ଜିଲାପାଳଙ୍କ ସବୁଜ ସଙ୍କେତ
ଜଗତ୍ସିଂହପୁର ଅଫିସ୍,୧୮ା୧୨: ଜଗତ୍ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ଶାରଳା। କୋଭିଡ୍-୧୯ ପୂର୍ବରୁ ମା’ଙ୍କ ଦର୍ଶନ ପାଇଁ ରାଜ୍ୟ ତଥା ଦେଶର ବିଭିନ୍ନ ପ୍ରାନ୍ତରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଆଗମନ ହେଉଥିଲା। କିନ୍ତୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି...
ଦୁର୍ଘଟଣାରେ ଜଳିଗଲା କାର, ବାଇକ: ଚାଲିଗଲା ବାଇକ ଚାଳକଙ୍କ ଜୀବନ
ରଘୁନାଥପୁର,୧୩ା୧୨(ଡି.ଏନ୍.ଏ.)-ଜଗତ୍ସିଂହପୁର ଜିଲା ରଘୁନାଥପୁର ଥାନା କଟକ ପାରାଦୀପ ରାସ୍ତାର ଗୋପାଳପୁରଠାରେ ରବିବାର ଏକ କାର ଓ ବାଇକ୍ ମୁହଁାମୁହିଁ ଧକ୍କା ହୋଇ ସମ୍ପୂର୍ଣ୍ଣ ଜଳି ଯାଇଛି। ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣାନନ୍ଦପୁର ପଞ୍ଚାୟତ ମନୁମହଲାର...
ସ୍ବାମୀଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ସ୍ତ୍ରୀ
ଜଗତ୍ସିଂହପୁର ଅଫିସ,୧୩ା୧୨: ସ୍ବାମୀ ଯୌନ ନିର୍ଯାତନା ଦେଉଛନ୍ତି ବୋଲି ଜଗତ୍ସିଂହପୁର ଥାନାରେ ଶନିବାର ଜଣେ ମହିଳା ଅଭିଯୋଗ କରିଛନ୍ତି। ଏହାକୁ ଭିତ୍ତିକରି ଥାନାରେ ମାମଲା (ନଂ.୪୭୦/୨୦) ରୁଜୁ ହୋଇଛିି। ପୋଲିସ ତଦନ୍ତ ଆରମ୍ଭ କରିଛି। ସମ୍ପୃକ୍ତ ମହିଳାଙ୍କ ଅଭିଯୋଗ ଅନୁଯାୟୀ,...
ଶିକ୍ଷକଙ୍କୁ ଅପହରଣ ମାମଲାରେ ୪ ଗିରଫ
ତିର୍ତ୍ତୋଲ,୮।୧୨(ଡି.ଏନ୍.ଏ.): ତିର୍ତ୍ତୋଲ ଥାନା ପୁରୁଣାବସନ୍ତ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ରବି ନାରାୟଣ ମିଶ୍ରଙ୍କୁ ଅପହରଣ କରାଯିବା ଘଟଣାରେ ସୋମବାର ପୋଲିସ ୪ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଥାନା ଅଧୀନ ପୀତାମ୍ବରପୁର ଗ୍ରାମର ତପନ ଦାସ,...
ପାଣି ପାଇଁ ପଡ଼ିଲାଣି ଭାଳେଣି
ପାରାଦୀପ,୫।୧୨(ସ୍ବ.ପ୍ର.): ପାରାଦୀପ ବନ୍ଦର ଅଞ୍ଚଳବାସୀଙ୍କ ଏବେଠାରୁ ପାଣି ପାଇଁ ଭାଳେଣି ପଡିଲାଣି। କାରଣ ବନ୍ଦର ପ୍ରଶାସନ ସମସ୍ତ ଅଧିବାସୀଙ୍କୁ ପାଣି କମ୍ ବ୍ୟବହାର କରିବାକୁ ଡାକବାଜି ଯନ୍ତ୍ର ଯୋଗେ ସୂଚନା ଦେଇଛନ୍ତି। ତାଳଦଣ୍ଡା କେନାଲର ନବୀକରଣ ପାଇଁ ପାରାଦୀପ ଅଞ୍ଚଳକୁ...
ଭିଜିଲାନ୍ସ ଜାଲରେ କୋଟିପତି ମହିଳା କିରାଣି
ଜଗତ୍ସିଂହପୁର ଅଫିସ, ୨ା୧୨-ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଗତ୍ସିଂହପୁର ଜିଲା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ (ଜିପିଓ) ସେକ୍ସନ୍ ଅଫିସର ସଞ୍ଜୁକ୍ତା ଦାସ। ଭିଜିଲାନ୍ସ ଟିମ୍ ବୁଧବାର ତାଙ୍କ ଜଗତ୍ସିଂହପୁର ସାତପୁରାସ୍ଥିତ ପୈତୃକ ବାସଭବନ ସମେତ ସ୍ଥାନୀୟ ପାଣିଶାଳିଆସ୍ଥିତ ଘର, କଟକ ମହାନଦୀ ବିହାରସ୍ଥିତ...
ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି: ୪ଟି ସ୍ଥାନରେ ଚାଲିଛି ରେଡ୍
ଭୁବନେଶ୍ୱର,୨।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଲେ ଜଗତସିଂହପୁର ଜିଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣି ସଂଯୁକ୍ତା ଦାଶ। ସଂଯୁକ୍ତାଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ରେଡ୍ କରିଛି। ଜଗତ୍ସିଂପୁର କାର୍ଯ୍ୟାଳୟ, ସାତପୁରାରେ ଥିବା...
ଭାରିଯାନ ବଢ଼ାଉଛି ପ୍ରଦୂଷଣ
ପାରାଦୀପ,୨୮ା୧୧(ସ୍ବ.ପ୍ର.): ପାରାଦୀପର ବିସ୍ତୀର୍ଣ୍ଣ ସମୁଦ୍ର ବେଳାଭୂମି ସବୁବେଳେ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ଏଠାରେ ଥିବା ବେଳାଭୂମି ରାସ୍ତାରେ ସବୁବେଳେ ଲୋକ ଓ ପର୍ଯ୍ୟଟକଙ୍କ ଗହଳି ପରଲିକ୍ଷିତ ହୋଇଥାଏ। ଏହାସତ୍ତ୍ୱେ ରାସ୍ତାରେ ଭାରିଯାନ ରଖାଯାଉଛି। ଫଳରେ ଅଧିକ ସମୟ ଯାନଗୁଡିକ ଷ୍ଟାଟ...
ବି.ଟେକ୍ ଡିଗ୍ରୀଧାରୀଙ୍କ ନିଶା କାରବାର
ଜଗତ୍ସିଂହପୁର ଅଫିସ,୨୧। ୧୧: ଜଗତ୍ସିଂହପୁର ଜିଲାରେ ବ୍ରାଉନସୁଗାର କାରବାର ଚଳାଇଥିବା ଜଣେ ଉଚ୍ଚଶିକ୍ଷିତ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ପ୍ରଭାତ ରଞ୍ଜନ ମହାପାତ୍ର (୨୯), ଯିଏକି ଜଣେ ବି.ଟେକ୍ ଡିଗ୍ରୀଧାରୀ। ଜଗତ୍ସିଂହପୁର ଅବକାରୀ ଥାନା ଓ ସ୍ଥାନୀୟ ପୋଲିସ...
ଉଜୁଡ଼ିଲା ଧାନଚାଷ, ହାତ ଟେକିଦେଲା ବିଭାଗ
ଜଗତ୍ସିଂହପୁର ଅଫିସ, ୧୯ା୧୧:ଜଗତ୍ସିଂହପୁର ଜିଲାରେ ନିମ୍ନମାନର ବିହନକୁ ନେଇ ଚାଷୀ ବିଭିନ୍ନ ସମୟରେ କ୍ଷତିଗ୍ରସ୍ତ ହେଉଥିବା ଅଭିଯୋଗ ହୋଇଆସିଛି। ଏବେ ସାରଳା ଓ ଆର୍ଜିଏଲ୍-୨୫୩୭ ସରକାରୀ ଧାନ ବିହନ ଶତାଧିକ ଚାଷୀଙ୍କୁ ନିରାଶ କରିଛି। ନିମ୍ନମାନର ବିହନ ଯୋଗୁ ଧାନ...
Archives


