ଜଗତ୍‌ସିଂହପୁର

ଇଞ୍ଜେକ୍‌ଶନ୍‌ ନେଇ ରୋଗୀଙ୍କ ମୃତ୍ୟୁ

ପାରାଦୀପ,୨୯।୧୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗ୍ରାମରେ ସୋମବାର ଏକ ଔଷଧ ଦୋକାନରୁ ଇଞ୍ଜେକଶନ୍‌ ନେବା ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରବୀନ୍ଦ୍ର ସାହୁ (୪୫)। ଏନେଇ ତାଙ୍କ ସ୍ତ୍ରୀ ମୀନା ଥାନାରେ…

ରାଜ୍ୟ ସରକାର ଚାଷୀଙ୍କ ସଂଖ୍ୟା କମାଇ ଚାଲିଛନ୍ତି: ଧର୍ମେନ୍ଦ୍ର

ଏରସମା,୨୬ା୧୨(ସ୍ବ.ପ୍ର.): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଜପା ବଜାରରେ ତାଙ୍କର ଏକ ଆବକ୍ଷ ପ୍ରତିମୂର୍ତ୍ତିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଭାରତରତ୍ନ ଅଟଳ ବିହାରୀ…

ଜିଲାସ୍ତରୀୟ ଜାତୀୟ ଖାଉଟି ଦିବସ: ଅଧିକାରର ସୁରକ୍ଷା, କର୍ତ୍ତବ୍ୟ ଉପରେ ଗୁରୁତ୍ୱ

ଜଗତ୍‌ସିଂହପୁର ଅଫିସ, ୨୬ା୧୨: ଭାରତରେ ୧୯୮୬ ଡିସେମ୍ବର ୨୪ରେ ଖାଉଟି ସୁରକ୍ଷା ଅଧିନିୟମ ଲାଗୁ ହୋଇଥିଲା। ସେହିଦିନଠାରୁ ଉପଭୋକ୍ତାମାନଙ୍କୁ ତାଙ୍କ ଅଧିକାର ପ୍ରଦାନ କରାଯାଇଥିଲା। ତେଣୁ ନାଗରିକମାନେ ସେମାନଙ୍କ ଅଧିକାରର ସୁରକ୍ଷା ସହ କର୍ତ୍ତବ୍ୟ ପ୍ରତି ଦାୟିତ୍ୱବାନ ହେବା ଆବଶ୍ୟକ। ଜଗତ୍‌ସିଂହପୁର…

ଯୁଦ୍ଧ ଜାହାଜରେ ବୁଲିଲେ ବିଧାୟକ,ଏମ୍‌ପି

ପାରାଦୀପ,୨୩ା୧୨(ସ୍ବ.ପ୍ର.) : ରାଜ୍ୟର ୧୦୧ ବିଧାୟକ ଓ ଜଣେ ଏମ୍‌ପି ମଙ୍ଗଳବାର ପାରାଦୀପ ଗସ୍ତରେ ଆସି ଭାରତୀୟ ନୌସେନାର ଦ୍ବିତୀୟ ବୃହତ୍‌ ଯୁଦ୍ଧ ଜାହାଜ ଆଇଏନ୍‌ଏସ୍‌ ଜଲାସ୍ବରେ ବୁଲିଛନ୍ତି। ଏହା ନୌସେନା ଇତିହାସରେ ପ୍ରଥମ ବୋଲି କାର୍ଯ୍ୟକ୍ରମ ଶେଷରେ ରିୟଲ ଆଡମିରାଲ୍‌…

୩ରୁ ଖୋଲିବ ଶାରଳା ମନ୍ଦିର, ଗୋରଖନାଥ ପୀଠ

ଜଗତ୍‌ସିଂହପୁର ଅଫିସ୍‌, ୨୨।୧୨: ଜାନୁୟାରୀ ୩ରୁ ଜଗତ୍‌ସିଂହପୁର ଜିଲାର ପ୍ରସିଦ୍ଧ ଶାରଳା ମନ୍ଦିର ଓ ଗୋରଖନାଥ ପୀଠ ଖୋଲିବ ବୋଲି ସୋମବାର ଜିଲାପାଳ ସରୋଜ କୁମାର ମିଶ୍ର ସୂଚନା ଦେଇଛନ୍ତି। ଏହି ୨ ପୀଠରେ କୋଭିଡ୍‌ ନିୟମାବଳୀ କଡ଼ାକଡ଼ି ଭାବେ ପାଳନ…

ପ୍ରାଣୀ ଚିକିତ୍ସା ସେବା ବିପର୍ଯ୍ୟସ୍ତ

ଜଗତ୍‌ସିଂହପୁର ଅଫିସ୍‌, ୨୧।୧୨ – ଜଗତ୍‌ସିଂହପୁର ଜିଲାରେ ଏବେ ପ୍ରାଣୀ ଚିକିତ୍ସା ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ପଦବୀ ଖାଲି ସାଙ୍ଗକୁ ଅସ୍ତ୍ରୋପଚାର ସୁବିଧା ନ ଥିବା ଏବଂ ଭିତ୍ତିଭୂମିର ଅଭାବ କାରଣରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାଣୀ ରକ୍ତ, ପରିସ୍ରା…

୪ ହଜାର ଟଙ୍କାର ବାଲିକୁ ୫୦ ହଜାର

ଜଗତ୍‌ସିଂହପୁର ଅଫିସ୍‌, ୨୦ା୧୨: ଜଗତ୍‌ସିଂହପୁର ଜିଲାରେ ବାଲି ସଇରାତ ହାତେଇବା ପାଇଁ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି। ସଦ୍ୟ କେତୋଟି ସଇରାତ ନିଲାମ ଫଳାଫଳରୁ ଏହା ସ୍ପଷ୍ଟ ହୋଇଛି। ବଡ଼ କଥା ହେଲା ଗତବର୍ଷ ଯେଉଁ ସଇରାତରୁ ବାଲି ଉଠାଇବା ପାଇଁ ଘନମିଟର…

ଶାରଳା ମନ୍ଦିର ଖୋଲିବାକୁ ଜିଲାପାଳଙ୍କ ସବୁଜ ସଙ୍କେତ

ଜଗତ୍‌ସିଂହପୁର ଅଫିସ୍‌,୧୮ା୧୨: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ଶାରଳା। କୋଭିଡ୍‌-୧୯ ପୂର୍ବରୁ ମା’ଙ୍କ ଦର୍ଶନ ପାଇଁ ରାଜ୍ୟ ତଥା ଦେଶର ବିଭିନ୍ନ ପ୍ରାନ୍ତରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଆଗମନ ହେଉଥିଲା। କିନ୍ତୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର…

ଦୁର୍ଘଟଣାରେ ଜଳିଗଲା କାର, ବାଇକ: ଚାଲିଗଲା ବାଇକ ଚାଳକଙ୍କ ଜୀବନ

ରଘୁନାଥପୁର,୧୩ା୧୨(ଡି.ଏନ୍‌.ଏ.)-ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା କଟକ ପାରାଦୀପ ରାସ୍ତାର ଗୋପାଳପୁରଠାରେ ରବିବାର ଏକ କାର ଓ ବାଇକ୍‌ ମୁହଁାମୁହିଁ ଧକ୍କା ହୋଇ ସମ୍ପୂର୍ଣ୍ଣ ଜଳି ଯାଇଛି। ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣାନନ୍ଦପୁର ପଞ୍ଚାୟତ ମନୁମହଲାର ଶେଖ…

ସ୍ବାମୀଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ,୧୩ା୧୨: ସ୍ବାମୀ ଯୌନ ନିର୍ଯାତନା ଦେଉଛନ୍ତି ବୋଲି ଜଗତ୍‌ସିଂହପୁର ଥାନାରେ ଶନିବାର ଜଣେ ମହିଳା ଅଭିଯୋଗ କରିଛନ୍ତି। ଏହାକୁ ଭିତ୍ତିକରି ଥାନାରେ ମାମଲା (ନଂ.୪୭୦/୨୦) ରୁଜୁ ହୋଇଛିି। ପୋଲିସ ତଦନ୍ତ ଆରମ୍ଭ କରିଛି। ସମ୍ପୃକ୍ତ ମହିଳାଙ୍କ ଅଭିଯୋଗ ଅନୁଯାୟୀ, ଜଗତ୍‌ସିଂହପୁର…

ଶିକ୍ଷକଙ୍କୁ ଅପହରଣ ମାମଲାରେ ୪ ଗିରଫ

ତିର୍ତ୍ତୋଲ,୮।୧୨(ଡି.ଏନ୍‌.ଏ.): ତିର୍ତ୍ତୋଲ ଥାନା ପୁରୁଣାବସନ୍ତ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ରବି ନାରାୟଣ ମିଶ୍ରଙ୍କୁ ଅପହରଣ କରାଯିବା ଘଟଣାରେ ସୋମବାର ପୋଲିସ ୪ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଥାନା ଅଧୀନ ପୀତାମ୍ବରପୁର ଗ୍ରାମର ତପନ ଦାସ, ବ୍ରାହ୍ମଣବାଡ଼ିର…

ପାଣି ପାଇଁ ପଡ଼ିଲାଣି ଭାଳେଣି

ପାରାଦୀପ,୫।୧୨(ସ୍ବ.ପ୍ର.): ପାରାଦୀପ ବନ୍ଦର ଅଞ୍ଚଳବାସୀଙ୍କ ଏବେଠାରୁ ପାଣି ପାଇଁ ଭାଳେଣି ପଡିଲାଣି। କାରଣ ବନ୍ଦର ପ୍ରଶାସନ ସମସ୍ତ ଅଧିବାସୀଙ୍କୁ ପାଣି କମ୍‌ ବ୍ୟବହାର କରିବାକୁ ଡାକବାଜି ଯନ୍ତ୍ର ଯୋଗେ ସୂଚନା ଦେଇଛନ୍ତି। ତାଳଦଣ୍ଡା କେନାଲର ନବୀକରଣ ପାଇଁ ପାରାଦୀପ ଅଞ୍ଚଳକୁ ପାଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri