ଜଗତ୍‌ସିଂହପୁର

ବଦଳିଲେ ଜଗତସିଂହପୁର ଜିଲାପାଳ

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ଜଗତସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ରବିବାର ବଦଳି ହୋଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ସରୋଜ କୁମାର ମିଶ୍ରଙ୍କୁ ଦାୟିତ୍ୱ ମିଳିଛି। ସଂଗ୍ରାମଙ୍କୁ ଜିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟର ଓଏସଡି ଭାବେ ନିଯୁକ୍ତି ମିଳିଛି। ପ୍ରକାଶ ଯେ, ସଂଗ୍ରାମ…

ଲକ୍ଷଣ ଥାଇ ସରପଞ୍ଚଙ୍କ ବାପାଙ୍କର ହୋଇପାରିଲାନି କରୋନା ପରୀକ୍ଷା

କୁଜଙ୍ଗ,୨୧ା୯(ଡି.ଏନ୍‌.ଏ.): କରୋନା ଟେଷ୍ଟିଂ ଠିକ୍‌ ଭାବେ ହେଉ ନ ଥିବା ନେଇ ଅଭିଯୋଗ ଆଣିଥିବା ସରପଞ୍ଚଙ୍କ ବାପାଙ୍କୁ ଡାକ୍ତରଖାନା ପକ୍ଷରୁ ଜାଣିଶୁଣି ହଇରାଣ କରାଯାଉଥିବା ଅଭିଯୋଗ ଆଣିଛନ୍ତି କୁଜଙ୍ଗ ବ୍ଲକ ଅଧୀନ ଗରେଇ ପଞ୍ଚାୟତ ସରପଞ୍ଚ ସଂଗ୍ରାମ ମନ୍ତ୍ରୀ। ଅଭିଯୋଗ ମୁତାବକ,…

ତିର୍ତ୍ତୋଲ ଉପନିର୍ବାଚନ: ପ୍ରାର୍ଥୀ ଚୟନକୁ ନେଇ ଟଣାଓଟରା

ଜଗତ୍‌ସିଂହପୁର ଅଫିସ୍‌, ୨୧।୯: ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ନେଇ ରାଜନୈତିକ ପରିବେଶ ଚଳଚଞ୍ଚଳ ହୋଇପଡିଛି। ବିଶେଷକରି ବିଜେଡି, ଭାଜପା ଓ କଂଗ୍ରେସରୁ କିଏ ପ୍ରାର୍ଥୀ ହେବେ ସେ ନେଇ ଚର୍ଚ୍ଚା ଜୋର ଧରିଛି। ଏଥର ପ୍ରାର୍ଥୀ ଦୌଡ଼ରେ ବହୁ ନୂଆ ମୁହଁ…

ବଦଳି ପରେ ବି ଜଗତ୍‌ସିଂହପୁର ଛାଡୁନାହାନ୍ତି ଡିପିସି

ଜଗତ୍‌ସିଂହପୁର ଅଫିସ,୧୮।୯: ସର୍ବଶିକ୍ଷା ଅଭିଯାନ ଜିଲା ପ୍ରକଳ୍ପ ସଂଯୋଜକ (ଡିପିସି) ସପନ ଜେନାଙ୍କ ପଦୋନ୍ନତି ହୋଇଛି। ସେ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ପଦବୀ ଅଳଙ୍କୃତ କରିଛନ୍ତି। ପଦୋନ୍ନତି ପରେ ୮ ତାରିଖରେ ତାଙ୍କୁ ନୟାଗଡ଼ ଡିଇଓ ଭାବେ ଯୋଗଦେବାକୁ ନିର୍ଦ୍ଦେଶ…

କଂଗ୍ରେସ ଛାଡ଼ିଲେ ରାଜକିଶୋର

ଜଗତ୍‌ସିଂହପୁର ଅଫିସ,୧୮।୯: ତିର୍ତ୍ତୋଲ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ବିଷ୍ଣୁଚରଣ ଦାସଙ୍କ ବିୟୋଗପରେ ଏହି ବିଧାନସଭା ନିର୍ବାଚନମଣ୍ଡଳୀରେ ନଭେମ୍ବର ଶେଷ ସୁଦ୍ଧା ଉପନିର୍ବାଚନ ହେବା ନେଇ ସ୍ପଷ୍ଟ ହୋଇଛି। ଭାରତୀୟ ନିର୍ବାଚନ କମିଶନ ଏ ସମ୍ପର୍କିତ ସୂଚନା ଦେଲାପରେ ବିଜେଡି,…

ରେଲଓ୍ବେ ସଫ୍ଟୱେର ହାଇଜାକ କରିଥିବା ଯୁବକ ଗିରଫ

ପାରାଦୀପ,୮।୯(ସ୍ବ.ପ୍ର.): ସାରାଦେଶରେ ରେଲଓ୍ବେ ସଫ୍ଟୱେର ହାଇଜାକ କରିଥିବା ଜଣେ ଯୁବକଙ୍କୁ ସୋମବାର ଆରପିଏଫ ଗିରଫ କରିଛି। ସମ୍ପୃକ୍ତ ଯୁବକ ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ରାଜକୁମାର ସାହୁ। ସେ ପଟ୍ଟାମୁଣ୍ଡାଇ ବଜାରରେ ରାଜ କମ୍ୟୁନିକେଶନ ନାମରେ ଏକ ଦୋକାନ କରିଛନ୍ତି।…

ସ୍ବାୟତ୍ତ ଶାସନ ଦିବସରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ: ଜିଲାପାଳଙ୍କ ନାଁରେ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୭।୯: ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ ଜଗତ୍‌ସିଂହପୁର ପୌର ପରିଷଦ ନିର୍ବାହୀ ଅଧିକାରୀ ବିମଳ ଲେଙ୍କାଙ୍କ ନାଁରେରେ ଏନ୍‌ଏଚ୍‌ଆର୍‌ସି (ଜାତୀୟ ମାନବ ଅଧିକାର କମିଶନ)ରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱର କଳିଙ୍ଗନଗର ବାସିନ୍ଦା…

ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ

ତିର୍ତ୍ତୋଲ,୫ା୯(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ଶୁକ୍ରବାର ରାତିରେ କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ସମଗ୍ର ତିର୍ତ୍ତୋଲ ଅଞ୍ଚଳ…

ବିପଦ ସଙ୍କେତ ଉପରେ ୫ ସ୍ଥାନ

ଜଗତ୍‌ସିଂହପୁର ଅଫିସ,୩୧।୮: ଜଗତ୍‌ସିଂହପୁର ଜିଲାର ମହାନଦୀ, ଦେବୀ, ପାଇକା, ବିଲୁଆଖାଇ ନଦୀର ଜଳପତ୍ତନ ବୃଦ୍ଧି ପାଇଥିଲେ ସୁଦ୍ଧା କୌଣସି ସ୍ଥାନରେ ଘାଇ ସୃଷ୍ଟି ହୋଇନାହିଁ। ଯେଉଁ କାରଣରୁ ସେଭଳି ବିପଦ ନ ଥିବା କୁହାଯାଇଛି। କିନ୍ତୁ ବନ୍ୟା ଯୋଗୁ ଜିଲାର ବିଶେଷକରି…

ଜଗତ୍‌ସିଂହପୁରରେ ଦୁର୍ଗାପୂଜା ବନ୍ଦ

ଜଗତ୍‌ସିଂହପୁର ଅଫିସ, ୨୪ା୮-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲାରେ ସାର୍ବଜନୀନ ଦୁର୍ଗାପୂଜା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ଏନେଇ ମା’ଦୁର୍ଗା ଓ ହରପାର୍ବତୀ ମେଢ ନିର୍ମାଣ ଉପରେ ଅଙ୍କୁଶ ଲଗାଯାଇଛି । କେବଳ ଔପଚାରିକତା ପୂରଣ ପାଇଁ ମାଟି…

ମାଛ ଧରିବାକୁ ବ୍ୟବହାର ହେଉଛି ସ୍ଲୁଇସ୍‌ ଗେଟ୍

ନାଉଗାଁ,୨୪ା୮(ସ୍ବ.ପ୍ର.): ନାଉଗାଁ ବ୍ଲକ କୋରୁଅ ପଞ୍ଚାୟତ ଗାରୋଇସ୍ଥିତ ଦେବୀ ନଦୀ ଓ ଗୋବରୀ ନଦୀର ସଂଯୋଗସ୍ଥଳ ଗାରୋଇଠାରେ ଥିବା ସ୍ଲୁଇସ୍‌ ଗେଟ୍‌କୁ ଖୋଲି କେତେଜଣ ମାଛ ଧରୁଛନ୍ତି। ସ୍ଳୁଇସ ଗେଟର ରକ୍ଷାଣବେକ୍ଷଣ ଦାୟିତ୍ୱ ଜଳସମ୍ପଦ ବିଭାଗ ହାତରେ ରହିଛି। କିନ୍ତୁ ବିଭାଗୀୟ…

ଉଜୁଡ଼ିଗଲା ପରିବା, ଧାନ ଫସଲ

ରାହାମା,୨୪ା୮(ଡି.ଏନ.ଏ.): ପାଇକା ନଦୀରେ ଆସିଥିବା ବନ୍ୟାଜଳ ଓ ଲଘୁଚାପ ଜନିତ ବର୍ଷା ଯୋଗୁ କୁଜଙ୍ଗ ବ୍ଲକ୍‌ର ଧୋଇଆ ଅଞ୍ଚଳରେ ଧାନ ଓ ପରିବା ଫସଲ ଉଜୁଡ଼ିଯାଇଛି। ଅଞ୍ଚଳର ପ୍ରାୟ ୨୦୦ ହେକ୍ଟର ଜିମିରେ ହୋଇଥିବା ଧାନ, ବାଇଗଣ, କଖାରୁ, ଭେଣ୍ଡି, ପୋଟଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri