ଯାଜପୁର

ପୁଣି ଖଣିିରୁ ଚୋରି ବଢୁଛି

ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ୍‌ ମହାନ୍ତ),୨୫ା୩: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ପୁଣି କ୍ରୋମାଇଟ ମାଫିଆମାନଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ରବିବାର ଓଡ଼ିଶା ଖଣି ନିଗମର ଦକ୍ଷିଣ କାଳିଆପାଣି…

1 month ago

୬ ଲୋକ ସଭା, ୪୨ ବିଧାନସଭା ଆସନ ପାଇଁ ବିଜେଡିର ରଣନୀତି

ଭୁବନେଶ୍ୱର, ୨୫।୩(ସୁନିତ୍‌ ମିଶ୍ର): ବିଜେଡି ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀ ଲୋକମାନଙ୍କୁ ଡାକି ଆଲୋଚନା କରିଚାଲିଛି।…

1 month ago

ଶିଳ୍ପ ବଦଳରେ ମୋରମ ଲୁଟ୍‌ ଅଭିଯୋଗ

ଯାଜପୁର,୨୪ା୩(ହର୍ଷବର୍ଦ୍ଧନ ବେହେରା):ରାଜ୍ୟ ସରକାର ଶିଳ୍ପ ସହ ନିଯୁକ୍ତିକୁ ଗୁରୁତ୍ୱ ଦେଇ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ସ୍ବତନ୍ତ୍ର ଶିଳ୍ପ ଜୋନ୍‌ ଭାବେ ପରିଗଣିତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏଥିପାଇଁ ଡାଉନଷ୍ଟ୍ରିମ୍‌…

1 month ago

ଟ୍ରକ୍‌କୁ ପଟିଲା ବାଇକ୍‌: ଚାଲିଗଲା ୩ ଯୁବକଙ୍କ ଜୀବନ

ଯାଜପୁର,୨୩।୩: ଯାଜପୁର ଜିଲା କଳିଙ୍ଗନଗର ଥାନା ଅଧୀନ ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଚଳନ୍ତା ଟ୍ରକ ପଛରେ…

1 month ago

ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀ: ସୁଯୋଗର ଫାଇଦା ନେବାରେ ବିରୋଧୀ ବିଫଳ

ଯାଜପୁର,୨୨।୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀ ଗତ ଦୁଇ ଦଶନ୍ଧି ଧରି ପରୀକ୍ଷାନିରୀକ୍ଷାର ପ୍ରୟୋଗଶାଳା ହୋଇଆସୁଛି। ଏଥର ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ରାଜନୈତିକ ପାଣିପାଗରେ…

1 month ago

ଓଏମ୍‌ବିଏଡିସି ପାଣ୍ଠିରୁ ଖର୍ଚ୍ଚ ହେବ ୬୫.୩୨ କୋଟି

ଯାଜପୁର,୨୨ା୩(ହର୍ଷବର୍ଦ୍ଧନ ବେହେରା):କେନ୍ଦ୍ର ସରକାରଙ୍କ ସ୍ବତନ୍ତ୍ର ଯୋଜନା ଚ୍ୟାଲେଞ୍ଜିଂ ମୋଡ୍‌ରେ ଯାଜପୁର ଜିଲାରେ ସରକାରୀ ମେଡିକାଲ କଲେଜ ଓ ଅଧ୍ୟାପନା ଡାକ୍ତରଖାନା ଗୃହ ନିର୍ମାଣ ପ୍ରାୟ ଅନ୍ତିମ ପର୍ଯ୍ୟାୟରେ…

1 month ago

ଏକାଧିକ ଆଶାୟୀ, ଛକାପଞ୍ଝାରେ ସୁନନ୍ଦା-ବିଶ୍ୱରଞ୍ଜନ

ବରୀ,୨୦ା୩ (ମହେନ୍ଦ୍ର ସ୍ବାଇଁ): ଆସନ୍ତା ଜୁନ ୧ରେ ବରୀ ନିର୍ବାଚନମଣ୍ଡଳୀର ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଭାଜପା ଓ ବିଜେଡି ମଧ୍ୟରେ ମେଣ୍ଟ ଚିତ୍ର…

1 month ago

ବିପଦସଙ୍କୁଳ ଅଚଳ ମୋବାଇଲ ଟାୱାର

ଯାଜପୁରରୋଡ୍‌,୧୯ା୩(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁର ଜିଲାର ବିଭିନ୍ନ ଅଞ୍ଚଳରେ ଛତୁ ଫୁଟିଲା ପରି ମୋବାଇଲ ଟାୱାର ନିର୍ମାଣ ହୋଇଛି। ମୋବାଇଲ ଟାୱାର କମ୍ପାନୀଗୁଡ଼ିକ ସେମାନଙ୍କ ସୁବିଧା ଅନୁଯାୟୀ ଲୋକଙ୍କଠାରୁ…

2 months ago

୮ କୋଟି ଟଙ୍କାର ରାସ୍ତା ୮ ଦିନରେ ଫାଟିଲା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲା ଆର୍‌ ଏଣ୍ଡ ବି ଡିଭିଜନ ତଥା ପୂର୍ତ୍ତ ବିଭାଗ ଅଧୀନରେ ୮ କୋଟି ଟଙ୍କାର ରାମବାଗ-ଛତ୍ରପଡା ରାସ୍ତା କାର୍ଯ୍ୟ ୮ ଦିନ…

2 months ago

ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି ଅଧିଗ୍ରହଣ…

2 months ago