ଜେନାପୁର, ୯ା୫(ଡି.ଏନ.ଏ.): ସରକାରଙ୍କ ପକ୍ଷରୁ ଭିନ୍ନକ୍ଷମମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ପ୍ରଦାନ କରିବାର ବ୍ୟବସ୍ଥା ଅଛି। ହେଲେ ବିଭାଗୀୟ ଅଧିକାରୀମାନେ ଏଥିରେ ଅବହେଳା…
ବରୀ,୮ା୫(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ଅଞ୍ଚଳର ଖବରଦାତା ସୁରେଶ ଚନ୍ଦ୍ର କରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସୂଚନାଥାଉକି, ଶ୍ରୀ କର ବାଇଁଶିରିଆ ପଞ୍ଚାୟତକୁ ସରକାରଙ୍କ ତରଫରୁ ଉନ୍ନୟନମୂଳକ…
ଯାଜପୁର ଟାଉନ,୮ା୫(ଡି.ଏନ.ଏ.): ଯାଜପୁର ବ୍ଲକ୍ ଅନ୍ତର୍ଗତ ଖରସ୍ରୋତା ନଦୀର ରାଜଘାଟଠାରୁ ତନ୍ତିଘାଇ ମଧ୍ୟରେ ଏକ କୁମ୍ଭୀର ଭୟରେ ନଦୀକୂଳିଆ ଗ୍ରାମବାସୀଙ୍କ ମନରେ ଆତଙ୍କ ସୃଷ୍ଟି ହୋଇଛି। ଗତ…
ବିଞ୍ଝରପୁର,୮ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ କାର୍ଯ୍ୟାଳୟରେ ବସୁନ୍ଧରା ଯୋଜନାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏହି ଦୁର୍ନୀତିର ତଦନ୍ତକରି ଅଯୋଗ୍ୟ ହିତାଧିକାରୀଙ୍କ ଜମି ପଟ୍ଟା ବାତିଲ କରିବାସହ ସେମାନଙ୍କଠାରୁ…
ରସୁଲପୁର,୮ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ୨୮ ପଞ୍ଚାୟତରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଯୋଜନା ବାଟବଣା ହୋଇପଡ଼ିଛି। ଏଠାରେ ବୟସାଧିକ ଭତ୍ତା ହିତାଧିକାରୀ ସେମାନଙ୍କ…
ଯାଜପୁର ଅଫିସ,୮ା୫: ସମଗ୍ର ଶିକ୍ଷା, ଯାଜପୁର ଜିଲା ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଜାଲ୍ ପ୍ରମାଣପତ୍ର ଆଧାରରେ ଚାକିରି କରିଥିବା ୫ଜଣ ନକଲି ଶିକ୍ଷକଙ୍କ ତାଲିକା ପ୍ରକାଶ ହୋଇଛି।…
ଚଣ୍ଡିଖୋଲ,୬।୫(ଡି.ଏନ.ଏ.): ମାତ୍ର ୧୦ କି.ମି.୫୦୦ ମିଟର ରାସ୍ତା ନିର୍ମାଣ କାର୍ଯ୍ୟରେ ଖର୍ଚ୍ଚ ହୋଇଛି ୨୨ କୋଟି ଟଙ୍କା। ହେଲେ କାର୍ଯ୍ୟ ଶେଷ ହେବାର ମାସକ ପରେ ରାସ୍ତାରେ ଫାଟ…
ରସୁଲପୁର,୬।୫(ଡି.ଏନ୍.ଏ): ରସୁଲପୁର ବ୍ଲକର କୋରେଇ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାହାଦଲାପୁର ଛକଠାରେ ଗଳିପୋଲ (ପିୟୁପି) ନିର୍ମାଣକୁ ନେଇ ରାଜନୀତି ଉଷ୍ମ ହୋଇଛି। ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀଙ୍କ ଉଦ୍ୟମ…
ଯାଜପୁର ଅଫିସ,୬।୫: ଦୁର୍ଘଟଣାଜନିତ ମୃତ୍ୟୁହାର ହ୍ରାସ କରିବା ଲକ୍ଷ୍ୟ ନେଇ ସୁପ୍ରିମକୋର୍ଟ କମିଟି ପକ୍ଷରୁ ଏକାଧିକ ପଦକ୍ଷେପ ଗ୍ରହଣ କରଯାଉଛି। ଏପ୍ରିଲ ପ୍ରଥମ ସପ୍ତାହକୁ ଶୂନ୍ୟ ଦୁର୍ଘଟଣା…
ଯାଜପୁରରୋଡ୍,୫ା୫(ଡି.ଏନ.ଏ.): ଯାଜପୁର ଜିଲାର ଯାଜପୁରରୋଡ୍ କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ। ଏହାକୁ ଆଖିଆଗରେ ରଖି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(ଏସ୍ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ୨୦୦୫ରେ ଯାଜପୁରରୋଡ୍ଠାରେ ଅବସ୍ଥାପିତ…