ଯାଜପୁର

ଅନ୍ଧାରରେ ଜାରକା ଅସ୍ଥାୟୀ ବସ୍‌ଷ୍ଟାଣ୍ଡ

ଧର୍ମଶାଳା,୨୬।୪ (ଡି.ଏନ.ଏ.): ୧୬ନଂ. ଜାତୀୟ ରାଜପଥର ଜାରକା ନୂତନ ଅସ୍ଥାୟୀ ବସ୍‌ଷ୍ଟାଣ୍ଡ ପରିସର ଅନ୍ଧାରରେ ରହିଛି। ଜାରକାଠାରେ ଜାତୀୟ ରାଜପଥ ପ୍ରଶସ୍ତୀକରଣ କାର୍ଯ୍ୟ ଶେଷ ହେବା ପରେ…

3 years ago

ନକଲି ଶିକ୍ଷକଙ୍କ ମାଷ୍ଟରମାଇଣ୍ଡ ନକଲି ବିଇଓ

ଯାଜପୁର ଅଫିସ/କୋରେଇ, (ଡି.ଏନ.ଏ.),୨୬।୪: ରାଜ୍ୟରେ ବିଭିନ୍ନ ଜିଲାରେ ନକଲି ପ୍ରମାଣପତ୍ରଧାରୀଙ୍କ ଉପରେ ତନାଘନା ତଦନ୍ତ ଚାଲିଛି। ହେଲେ ଯାଜପୁର ଜିଲାରେ ନକଲି ଆଦିବାସୀ ସାଜି ଶିକ୍ଷକତା କରୁଥିବା…

3 years ago

ଗଚ୍ଛିତ ଚାଉଳକୁ ନେଇ ଅଡୁଆରେ ରିଟେଲର

ଚଣ୍ଡିଖୋଲ,୨୬।୪ (ଡି.ଏନ୍‌.ଏ.): କେନ୍ଦ୍ର ସରକାର ଗତ ଜାନୁୟାରୀରୁ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମାଗଣା ଚାଉଳ ପ୍ରଦାନ କରିବା ପରେ ଚାଉଳ ଯୋଗାଣ ନିୟମ କଡ଼ାକଡ଼ି କରିଛନ୍ତି। ଏଥିନେଇ…

3 years ago

ବିରୋଧ ପାଇଁ ସଜବାଜ

ଯାଜପୁର ଅଫିସ,୨୫।୪: କଳିଙ୍ଗନଗର ଶିଳ୍ପାଞ୍ଚଳର କେତେକ କାରଖାନାରୁ ବାୟୁ ଓ ଜଳ ପ୍ରଦୂଷଣ ଯୋଗୁ ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ସ୍ବାସ୍ଥ୍ୟଗତ ସଙ୍କଟ…

3 years ago

ଡମଶାଳ କୂଳରେ ଜଙ୍ଗଲ କାଟି ଘର ନିର୍ମାଣ

କାଳିଆପାଣି,୨୫।୪: (ଡି.ଏନ.ଏ.) ବନ ବିଭାଗର ନିଷ୍କ୍ରିୟତା ପାଇଁ ସୁକିନ୍ଦା ବନାଞ୍ଚଳ ଏବେ ଧ୍ୱଂସ ହେବାରେ ଲାଗିଛି । ଖଣି ପାଇଁ ଘଞ୍ଚ ଜଙ୍ଗଲରେ ପୂର୍ଣ୍ଣ ମହାଗିରି ପର୍ବତମାଳା…

3 years ago

ବେଧଡ଼କ ଚାଲିଛି ବେଆଇନ ଚିମିନୀ ଇଟାଭାଟି

କୋରେଇ,୨୫।୪: (ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ପଥରପଦା ମୌଜାରେ ଜଣେ ବ୍ୟକ୍ତି ଦୀର୍ଘବର୍ଷ ହେବ ନିଜର ବେଆଇନ ଚିମିନ ଇଟାଭାଟି ଚଳାଇଛନ୍ତି। ଏନେଇ ସ୍ଥାନୀୟ…

3 years ago

ତହସିଲଦାରଙ୍କ ବନ୍ଦ ନିର୍ଦ୍ଦେଶ ସତ୍ତ୍ୱେ ଗୃହ ନିର୍ମାଣ ଚାଲିଛି

ସିଂହପୁର,୨୫।୪: (ଡି.ଏନ.ଏ.) ବିଂଝାରପୁର ଥାନା, ବରୀ ବ୍ଲକ ଅଧୀନ ମଧୁସୁଦନପୁର ପଞ୍ଚାୟତ ସୁନ୍ଦରପୁର ଗ୍ରାମରେ ଅନାବାଦୀ ଜମିରେ ଜଣେ ବ୍ୟକ୍ତି ଗୃହ ନିର୍ମାଣ କରୁଥିଲେ। ଗ୍ରାମବାସୀ ଏହାକୁ…

3 years ago

ପ୍ରେମ, ପ୍ରତାରଣାରୁ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ

ଚଣ୍ଡିଖୋଲ/ଛତିଆ, ୨୪ା୪(ଡି.ଏନ.ଏ.):: ପ୍ରେମ, ପ୍ରତାରଣାରୁ ଯାଜପୁର ଜିଲା ବୈରୀ ଥାନା ଅଧୀନ କାଇମାଟିଆ ପଞ୍ଚାୟତ ବିରିଜଙ୍ଗା ଗ୍ରାମର ଜଣେ ଯୁବକଙ୍କ ଆତ୍ମହତ୍ୟାକୁ ନେଇ ରବିବାର ଥାନା ଘେରାଉ…

3 years ago

ଷ୍ଟେଶନ ବଜାର ମୁଖ୍ୟ ରାସ୍ତା ଅନ୍ଧାର

ଯାଜପୁରରୋଡ,୨୪ା୪(ଡି.ଏନ.ଏ.): ବିଭିନ୍ନ ସମସ୍ୟାରେ ଜର୍ଜରିତ ହୋଇ ବିବାଦର ପରଧିରେ ରହିଛି ବ୍ୟାସନଗର ପୌରପରିଷଦ। ପୌରାଧ୍ୟକ୍ଷାଙ୍କ ନିର୍ବାହୀ ଅଧିକାରୀଙ୍କୁ ଫାଇଲ ପିଙ୍ଗା ଘଟଣା ହେଉ କି ସଫେଇ କର୍ମଚାରୀଙ୍କୁ…

3 years ago

ମାଟିରେ ମିଶିଲା ୨୨ ବର୍ଷର ପୁରୁଣା ସ୍କୁଲ

ଯାଜପୁର ଅଫିସ,୨୪ା୪: ଯାଜପୁର ପୌରାଞ୍ଚଳ ଅନ୍ତର୍ଗତ ଭାଗବତପୁରସ୍ଥିତ ପ୍ରାୟ ୨୨ ବର୍ଷ ପୁରୁଣା ପ୍ରାଥମିକ ବିଦ୍ୟାଳୟ ଗୃହ ମାଟିରେ ମିଶି ଯାଇଛି। ଏହାକୁ ନେଇ ଭାଗବତପୁର ଗ୍ରାମବାସୀଙ୍କ…

3 years ago