ଚଣ୍ଡିଖୋଲ,୫।୩(ଡି.ଏନ୍.ଏ.):ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ପଶ୍ଚିମ ବଡ଼ଚଣା କୁହାଯାଉଥିବା ୫ଟି ପଞ୍ଚାୟତରେ ୧୫ରୁ ଊର୍ଦ୍ଧ୍ୱ ବେଆଇନ ମାଙ୍କଡ଼ା ଖାଦାନ ଚାଲିଛି। ଏ ସମ୍ପର୍କରେ ସ୍ଥନୀୟ ଲୋକେ…
କୋରେଇ,୫।୩(ଡି.ଏନ୍.ଏ): ଗ୍ରୀଷ୍ମ ପ୍ରବାହ ବଢ଼ିବା ସହ କୋରେଇ ବ୍ଲକ ଅଧୀନ ଏକାଧିକ ପଞ୍ଚାୟତରେ ଜଳ ସମସ୍ୟା ଚିନ୍ତା ବଢ଼ାଇଛି। ୨୦ ବର୍ଷ ପଛ ତଥା ପୂର୍ବଭଳି ଖୋଲା…
ଯାଜପୁର ଟାଉନ,୫।୩ (ଡି.ଏନ୍.ଏ.): ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ଯାଜପୁର ଜିଲାର ୨ ମହିଳା ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ରାଜ୍ୟର ପ୍ରଥମ…
ରସୁଲପୁର,୪ା୩(ଡି.ଏନ.ଏ.): ରସୁଲପୁର ତହସିଲ ଅଧୀନ ପହଁଗା ରାଜସ୍ବ ସର୍କଲର ଖରସ୍ରୋତା ନଦୀରୁ ବାଲି ଚୋରାଚାଲାଣ ହେଉଛି। ମାଫିଆମାନେ ଏକ ଭିନ୍ନ ଉପାୟରେ ଏହି କାର୍ଯ୍ୟ କରୁଛନ୍ତି। ସେମାନେ…
ଯାଜପୁର ଅଫିସ,୪ା୩: ବିକାଶରେ ଯାଜପୁର ଜିଲା ବେଶ ଅଗ୍ରଣୀ ବୋଲି ନେତା ଓ ମନ୍ତ୍ରୀ ଉଦ୍ବୋଧନ ଦେଉଛନ୍ତି ା ମାତ୍ର ଜିଲାର ୮୨ ପ୍ରତିଶତ ଗ୍ରାମକୁ ପାଇପ୍…
ଯାଜପୁର ଅଫିସ/ଧର୍ମଶାଳା(ଡି.ଏନ୍.ଏ.),୪ା୩: ଯାଜପୁର ଜିଲାର ବିଭିନ୍ନ ମନ୍ଦିରରୁ ଚୋରି ହୋଇଥିବା ୩୧ଟି ମୂର୍ତ୍ତି ଉଦ୍ଧାର ହୋଇଛି। ଏହି ଚୋରି କାରବାରରେ ସମ୍ପୃକ୍ତ ୪ ଜଣଙ୍କୁ ପୋଲିସ ଗିରଫ…
ଚଣ୍ଡିଖୋଲ/ଛତିଆ,୪ା୩(ଡି.ଏନ.ଏ.): ଯାଜପୁର ଜିଲା ବୈରୀ ଡାଳିଯୋଡ଼ା ବନ ବିଭାଗ ରେଞ୍ଜ ଅଧୀନ ଧନିଆ ପାହାଡ଼ରେ ଶୁକ୍ରବାର ହଠାତ ନିଅଁା ଲାଗି ଅନେକ ଗଛ ଜଳିଯାଇଛି। ଖବର ପାଇ…
ରସୁଲପୁର,୩ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ନଠୁଆବର ପଞ୍ଚାୟତ କୃଷ୍ଣପଡ଼ା ଗ୍ରାମର ମା’ କିଆଶୁଣୀ ପାଣି ପଞ୍ଚାୟତ ଏବଂ ଓଡ଼ିଶୋ ପଞ୍ଚାୟତ ମେଳକ ଗ୍ରାମର ମା’ମଙ୍ଗଳା ପାଣି ପଞ୍ଚାୟତ ନଁାରେ…
ଧର୍ମଶାଳା,୩ା୩(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ତରଞ୍ଜିଆ ପଞ୍ଚାୟତର ନୂଆ ପୋଖରୀ ନିର୍ମାଣ ଓ ଗଙ୍ଗାଧରପୁର ପଞ୍ଚାୟତ ଇମାମନଗର ଗ୍ରାମରେ ରାସ୍ତା ନିର୍ମାଣରେ ହୋଇଥିବା ଦୁର୍ନୀତିର…
ଯାଜପୁର ଅଫିସ/କୋରେଇ (ଡି.ଏନ.ଏ.),୩ା୩: ସରକାର ରାଜ୍ୟବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ…