ଯାଜପୁର

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ ଲୋକମାନେ…

11 months ago

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।…

11 months ago

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର ଗ୍ରାମରେ…

11 months ago

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା ଦର୍ଶାଇ…

11 months ago

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ ମିଳିଛି…

11 months ago

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ ଚେତାବନୀ…

11 months ago

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ ହେବ।…

11 months ago

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ ମିଳୁଛି।…

11 months ago

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ…

11 months ago

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ ବେଆଇନ…

11 months ago