ଯାଜପୁର ଅଫିସ,୧୫ା୧୨: ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ନିଶାମୁକ୍ତ ଭାରତ ଅଭିଯାନ(ଏନ୍ଏମ୍ବିଏ) କାର୍ଯ୍ୟକାରୀ ହେଉଛି। ଯୁବା ଓ ଶୈଶବ, ମହିଳା ଶିକ୍ଷାନୁଷ୍ଠାନ ଆଦିି ସ୍ଥାନରେ…
ରସୁଲପୁର,୧୨ା୧୨(ଡି.ଏନ.ଏ.): ରାଜ୍ୟରେ ଅଙ୍ଗନୱାଡି କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ନଭେମ୍ବର ୨୧ରୁ ଆନ୍ଦୋଳନ ଆରମ୍ଭ ହୋଇ ୨୧ଦିନରେ ପହଞ୍ଚତ୍ଲାଣି। ଫଳରେ ଅଧିକାଂଶ ଅଙ୍ଗନୱାଡି କେନ୍ଦ୍ରରେ ତାଲା…
ରସୁଲପୁର,୧୨ା୧୨(ଡି.ଏନ.ଏ.): ଆୟୁଷମାନ ଭାରତ ଯୋଜନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଟଣାଓଟରା ଲାଗି ରହିଛି। ରାଜ୍ୟ ସରକାର ଆୟୁଷମାନ ଭାରତର ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାକୁ…
ପାଣିକୋଇଲି,୧୧ା୧୨(ଡି.ଏନ.ଏ.): ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତର ବରପଦା ମୌଜାରୁ ରାତିଅଧିଆ ଶତାଧିକ ଗଛ କଟାଯିବା ନେଇ ଥାନାରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ ହୋଇଛି। ବ୍ୟାସନଗର…
ସିଂହପୁର,୧୧ା୧୨(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ୍ ଅନ୍ତର୍ଗତ ଜରି ପଞ୍ଚାୟତ ଜରି ଗ୍ରାମ ତୋଟା ସାହିର ଅଲେଖ ମଳିକଙ୍କ ପାଇଁ ସରକାରୀ ଯୋଜନା ସାତ ସପନ ପାଲଟିଛି। ମୌଳିକ ସୁବିଧାରୁ…
କଳିଙ୍ଗନଗର,୧୧ା୧୨(ଡି.ଏନ.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳସ୍ଥିତ ଦାନଗଦି ବ୍ଲକ୍ର ରାଣୀପଡ଼ା ଏବଂ ଓଲ୍ଲଳ ପଞ୍ଚାୟତ ମଧ୍ୟ ଦେଇ ପ୍ରବାହିତ ହେଉଛି ଚିରସ୍ରୋତା ଗଣ୍ଡାନାଳ। ବର୍ଷ ତମାମ ଏହି ନାଳରେ ପାଣିରେ…
ପାଣିକୋଇଲି,୯ା୧୨(ଡି.ଏନ.ଏ.):ନଦୀରୁ ବାଲି ଉଠାଇବା ପାଇଁ ରାତାରାତି ମେଶିନ ସାହାଯ୍ୟରେ ଶତାଧିକ ଗଛ କାଟି, ପିଣ୍ଡି ଭାଙ୍ଗି ରାସ୍ତା ନିର୍ମାଣ କରାଯାଇଛି। ଏନେଇ ଯାଜପୁର ଜିଲା ପାଣିକୋଇଲି ଥାନାରେ…
ସିଂହପୁର,୮।୧୨(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଜରୀ ପଞ୍ଚାୟତ ଜରୀ ଗ୍ରାମ ତୋଟା ସାହିର ଅଲେଖ ମଳିକଙ୍କ ପାଇଁ ସରକାରୀ ଯୋଜନା ସାତସପନ ପାଲଟିଛି। ସମସ୍ତ…
କାଳିଆପାଣି,୮ା୧୨(ଡି.ଏନ.ଏ.): କାଳିଆପାଣି ଖଣି ଅଞ୍ଚଳରେ ଟ୍ରାଫିକ୍ ସମସ୍ୟା ଅସମ୍ଭାଳ ହୋଇ ପଡ଼ିଛି। ଏଠାରେ ଚାଲିଚାଲି, ବାଇକ୍ରେ ଓ କିମ୍ବା କାର୍ରେ ଗୋଟିଏ କିଲୋମିଟର ରାସ୍ତା ଅତିକ୍ରମ କରିବାକୁ…
ଯାଜପୁର ଅଫିସ,୮ା୧୨: ରାଜ୍ୟର ବିଭିନ୍ନ ସ୍ଥାନରେ ନକଲି ବିଏଡ୍/ସିଟି ଡିଗ୍ରିଧାରୀ ଏବଂ ନକଲି ଆଦିବାସୀ ପ୍ରମାଣପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ନିଯୁକ୍ତି ପାଇବା ଏବେ ସାଧାରଣ…