ଯାଜପୁର

ପୂରଣ ହୋଇପାରୁନି ଓଡ଼ିଶା କୋଟା

ଯାଜପୁର ଅଫିସ,୧୨ା୩: ପ୍ରତିରକ୍ଷା ସେବାରେ ଆଗ୍ରହୀ ଛାତ୍ରୀଛାତ୍ରଙ୍କ ପାଇଁ ରାଷ୍ଟ୍ରୀୟ ଇଣ୍ଡିଆନ ମିଲିଟାରୀ କଲେଜ, ଡେରାଡୁନ୍‌ରେ ଜାନୁୟାରୀ ୨୦୨୩ ଶିକ୍ଷାବର୍ଷ ନିମନ୍ତେ ଯୋଗ୍ୟତା ପରୀକ୍ଷା ଆସନ୍ତା ଜୁନ୍‌…

2 years ago

ସଚେତନତା ଉପରେ ଗୁରୁତ୍ୱାରୋପ

ଯାଜପୁର ଅଫିସ,୧୨ା୩: ଜିଲା ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓସୱାନ ସମ୍ମିଳନୀ କକ୍ଷଠାରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ରୌଦ୍ରତାପ, ଅଂଶୁଘାତ, ଜଳ ଓ ବିଜୁଳି କଷ୍ଟ ନିବାରଣ…

2 years ago

ଟଙ୍କା ନ ଦେଲେ ଫାଇଲ ଘୁଞ୍ଚୁ ନାହିଁ

ଯାଜପୁର ଅଫିସ,୧୨ା୩: ଯାଜପୁର ଜିଲା ଯୋଗାଣ ବିଭାଗରେ ଲାଞ୍ଚ ନ ଦେଲେ ଟେବୁଲରୁ ଫାଇଲ ଘୁଞ୍ଚେ ନାହିଁ। ପ୍ରତ୍ୟେକ କାର୍ଯ୍ୟରେ ଏହି ବିଭାଗର ଜୁନିୟର ଆସିଷ୍ଟାଣ୍ଟ ରୁଦ୍ରପ୍ରସନ୍ନ…

2 years ago

ଏନ୍‌ଜିଟିରେ ଅନୁଗୋଳ-ସୁକିନ୍ଦା ରେଳ ପ୍ରକଳ୍ପ ମାମଲା: ୨୦ କୋଟି ଟଙ୍କା ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୧୧ା୩: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ସୁକିନ୍ଦା-ଅନୁଗୋଳ ରେଳପଥ ନିର୍ମାଣରେ ବିପୁଳ ପରିମାଣର ଲଘୁ ଖଣିଜ ଦ୍ରବ୍ୟ ମୋରମ ଓ ମାଟି ବେଆଇନ ଭାବେ ଉତ୍ତୋଳନ…

2 years ago

ସହରୀ ଭୋଟ: ବିକାଶ, ଦୁର୍ନୀତି ବଡ଼ ପ୍ରସଙ୍ଗ

ଯାଜପୁର ଅଫିସ,୧୦ା୩: ଯାଜପୁର ଜିଲାର ଦୁଇ ସହରବାସୀ ୩ ବର୍ଷ ୩ ମାସ ପର୍ଯ୍ୟନ୍ତ ପୌର ନିର୍ବାଚନକୁ ଅପେକ୍ଷାରେ ରହିଥିଲେ। ୨୦୧୯ ସାଧାରଣ ନିର୍ବାଚନ ଓ ୨୦୨୨…

2 years ago

ବାଲି ଖାଦାନରେ ଲାଗିବ ସିସିଟିଭି କ୍ୟାମେରା

ଯାଜପୁର ଅଫିସ,୧୦ା୩: ସିମେଣ୍ଟ,କଂକ୍ରିଟ୍‌ ନିର୍ମାଣ କାର୍ଯ୍ୟରେ ବାଲିର ବ୍ୟବହାର ଗୁରୁତ୍ୱପୂର୍ଣ୍ଣ । ଏଣୁ ରାଜ୍ୟରେ ଚାଲିଥିବା ଏପରି ନିର୍ମାଣ କାର୍ଯ୍ୟ ଯୋଗୁ ବାଲିର ଚାହିଦା ଆକାଶଛୁଆଁ ହୋଇଛି…

2 years ago

ଗ୍ୟାସ୍‌ ଟ୍ରାଜେଡି ମୁକାବିଲା ଯୋଜନାକୁ ଅଣଦେଖା

ଯାଜପୁର ଅଫିସ,୯ା୩: ୧୯୮୪ର ଭୋପାଳ ଗ୍ୟାସ୍‌ ଟ୍ରାଜେଡି କଥା ମନେପଡ଼ିଲେ ଏବେ ବି ଦେହ ଶିହରି ଉଠେ। ଏଥିରେ ପ୍ରାୟ ୩,୭୮୭ଜଣଙ୍କ ମୃତ୍ୟୁ ଘଟିଥିଲା। ଆହତଙ୍କ ସଂଖ୍ୟା…

2 years ago

ପୌର ନିର୍ବାଚନ: ୧୬୨ ପ୍ରାର୍ଥିପତ୍ର ଦାଖଲ

ଯାଜପୁର ଅଫିସ,୮ା୩:ସୋମବାର ପ୍ରାର୍ଥିପତ୍ର ଦାଖଲର ଅନ୍ତିମ ଦିବସରେ ଯାଜପୁର ଓ ବ୍ୟାସନଗର ମ୍ୟୁନିସିପାଲିଟିରେ ଅଧ୍ୟକ୍ଷା/ଅଧ୍ୟକ୍ଷ ଓ କାଉନସିଲର ପଦବୀ ପାଇଁ ୧୧୮ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।…

2 years ago

ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ ସ୍ଥାନାନ୍ତର ଦାବି

ଯାଜପୁର ସଦର,୭ା୩(ଡି.ଏନ.ଏ.): ଯାଜପୁର ସହରର ମହାବୀର ଛକ ମଝିରେ ଏକ ବିଦ୍ୟୁତ୍‌ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର ନିମ୍ନ ପାର୍ଶ୍ୱରୁ କଳଙ୍କି ଲାଗି ପ୍ରାୟ ୭୫ଭାଗ…

2 years ago

ଶୋଭାଯାତ୍ରାରେ ଫସିଲା ଆମ୍ବୁଲାନ୍ସ

ଯାଜପୁର ଅଫିସ,୭ା୩: ଗୋଟିଏ ପଟେ ଚାଲିଥିଲା ବିଜେଡିର ପ୍ରାର୍ଥିପତ୍ର ଦାଖଲ ଶୋଭାଯାତ୍ରା। ଅନ୍ୟପଟେ ସୃଷ୍ଟି ହୋଇଥିଲା ବଡ଼ଧରଣର ଟ୍ରାଫିକ୍‌ ଜାମ୍‌। ଫଳରେ ଗୁରୁତର ରୋଗୀଙ୍କୁ ନେଇ ଯାଉଥିବା…

2 years ago