ଯାଜପୁର

ଯାଜପୁର ସହର ମୁଖ୍ୟରାସ୍ତା ଯାତାୟାତ ଅନୁପଯୋଗୀ

ଯାଜପୁର ଟାଉନ,୨୦ା୧୦(ଡି.ଏନ.ଏ.): ଯାଜପୁର ସହରର ଅନେକ ରାସ୍ତାକୁ ପୌରସଂସ୍ଥାଠାରୁ ପୂର୍ତ୍ତ ବିଭାଗ ହାତକୁ ନେଇଛି। କିନ୍ତୁ ବିଭାଗ ପକ୍ଷରୁ ରକ୍ଷଣାବେକ୍ଷଣ ପ୍ରତି ଯଥେଷ୍ଟ ଧ୍ୟାନ ଦିଆଯାଉ ନ…

4 years ago

ମିଳିଲା ନାହିଁ ଜଳ ନମୁନା ପରୀକ୍ଷା ରିପୋର୍ଟ

ଯାଜପୁର ଅଫିସ,୧୯ା୧୦: ରାଜ୍ୟର ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ଥିବା ୧୦ ହେକ୍ଟରରୁ ଊର୍ଦ୍ଧ୍ୱ ଜଳାଶୟକୁ ପ୍ରଦୂଷଣମୁକ୍ତ କରିବାକୁ ସରକାର ପଦକ୍ଷେପ ନେଇଛନ୍ତି। ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ଏନେଇ…

4 years ago

ଚଣ୍ଡିଆ ପାହାଡ଼ରେ ବେଆଇନ ଖନନ

ଚଣ୍ଡିଖୋଲ,୧୮ା୧୦(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ବୌଦ୍ଧ ପୀଠ ଉଦୟଗିରି, ଲଳିତଗିରି ଓ ରନତ୍ଗିରି ହୀରକ ତ୍ରିଭୂଜ ରୁପେ ପରିଚିତ। ବିଶ୍ୱ ମାନଚିତ୍ରରେ ହୀରକ ତ୍ରିଭୂଜ ସ୍ଥାନ ପାଇବା ପରେ…

4 years ago

ପ୍ରଥମେ ଖାରଜ, ପରେ ମଞ୍ଜୁର

ଯାଜପୁର ରୋଡ୍‌, ୧୮ା୧୦ (ଡି.ଏନ.ଏ.):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ କୋପଣ୍ଡ ମୌଜାର ଏକ ଚାଷଜମିକୁ ଘରବାଡ଼ି ଜମିରେ ପରିବର୍ତ୍ତନ କରିବାକୁ ବ୍ୟାପକ ଅନିୟମିତତା ଏବଂ ଲାଞ୍ଚ…

4 years ago

ଏସ୍‌ଏଚ୍‌ଜି ମହିଳାଙ୍କ ତାଲିମ ଅର୍ଥ ଆତ୍ମସାତ୍‌

ରସୁଲପୁର,୧୭ା୧୦(ଡି.ଏନ.ଏ.): ମହିଳାଙ୍କୁ ବିଭିନ୍ନ କ୍ଷେତ୍ରରେ ସଶକ୍ତ ଓ ସ୍ବାବଲମ୍ବୀ କରିବା ପାଇଁ ରାଜ୍ୟ ସରକାରଙ୍କ ମିଶନଶକ୍ତି ବିଭାଗ ଉଦ୍ଦିଷ୍ଟ। ଏହି ବିଭାଗ ଜରିଆରେ ଗ୍ରାମାଞ୍ଚଳ ମହିଳାଙ୍କୁ ବିଭିନ୍ନ…

4 years ago

ଗାଡ଼ି ଗଡ଼ିବାରୁ ଡେଇଁ ପଡ଼ିଲେ: ଭାଜପା ନେତ୍ରୀ ସୁରମା ପାଢ଼ୀଙ୍କ ୨ ଭାଉଜ ମୃତ

ଚଣ୍ଡିଖୋଲ/ଛତିଆ,୧୭ା୧୦(ଡି.ଏନ୍‌.ଏ.): ମା’ ବିରଜାଙ୍କ ଦର୍ଶନ ପାଇଁ ଯାଜପୁର ବିରଜା କ୍ଷେତ୍ରକୁ ବାହାରିଥିଲେ ଭୁବନେଶ୍ୱର ଶହୀଦନଗର ଅଞ୍ଚଳର ଏକ ପରିବାର। ହେଲେ ମା’ଙ୍କ ଦର୍ଶନ ପୂର୍ବରୁ ଘଟିଲା ମର୍ମନ୍ତୁଦ…

4 years ago

ବିକଳ୍ପ ଖୋଜିବେ ଖଣି, ଶିଳ୍ପ ସଂସ୍ଥା

ଯାଜପୁର ଅଫିସ,୧୭ା୧୦: ରାଜ୍ୟର ଖଣି ଓ ଶିଳ୍ପାଞ୍ଚଳର ଲୋକେ ପାଣି ପାଇଁ ହାହାକାର। ଭୂତଳ ଜଳ ହ୍ରାସ ପାଇଚାଲିଛି। ଏହାର ସଂରକ୍ଷଣ ଏବଂ ଭରଣା ପାଇଁ ସରକାରଙ୍କ…

4 years ago

ଯାଜପୁରରେ ଖୋଲିବ ଭୂବନ୍ଦୋବସ୍ତ କମିଶନ ଅଫିସ୍‌

ଯାଜପୁର ଟାଉନ,୧୪ା୧୦ (ଡି.ଏନ.ଏ.): ବହୁ ପ୍ରତୀକ୍ଷାର ଅନ୍ତେପରେ ଭୂ-ବନ୍ଦୋବସ୍ତ କମିଶନ୍‌ ଅଫିସ୍‌ ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଖୋଲିବ। ଏହି ଅଫିସ୍‌ ୪/୫ ବର୍ଷ ପୂର୍ବରୁ ଯାଜପୁରରେ ଖୋଲିବା…

4 years ago

ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଅସହାୟ ବୃଦ୍ଧା

ଯାଜପୁର ଅଫିସ,୧୪ା୧୦: ଗରିବ ଲୋକଙ୍କୁ ଆବାସ ଘର ଠାରୁ ଆରମ୍ଭ କରି ଭତ୍ତା, ଟଙ୍କିକିଆ ଚାଉଳ ସରକାର ଯୋଗାଇ ଦେଉଛନ୍ତି। ହେଲେ ସରକାରଙ୍କ ଏହି ସୁବିଧା କାହାକୁ…

4 years ago

ଶ୍ରେଷ୍ଠ ୨% ବୈଜ୍ଞାନିକଙ୍କ ତାଲିକାରେ ଅର୍ଜୁନ

ରସୁଲପୁର,୧୪ା୧୦(ଡି.ଏନ.ଏ.): ଆମେରିକାସ୍ଥିତ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ୨୦୨୨ ଶିକ୍ଷାବର୍ଷ ପାଇଁ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ ଯାଜପୁର ଜିଲା ରସୁଲପୁର…

4 years ago