ଯାଜପୁର

ସ୍ତ୍ରୀଙ୍କୁ ଫେରାଇ ଆଣିବାକୁ ଔଷଧ କାମ ଦେଲାନି

ଯାଜପୁର ଅଫିସ,୩ା୯: ସ୍ତ୍ରୀଙ୍କୁ ଘରକୁ ଫେରାଇ ଆଣିବା ନିମନ୍ତେ ଜଣେ ଜ୍ୟୋତିଷ ଦେଇଥିବା ଔଷଧ କାମ ଦେଲାନାହଁି। ଏଥିରେ ଉତ୍‌କ୍ଷିପ୍ତ ହୋଇ ଜଣେ ଯୁବକ ଶୁକ୍ରବାର ପୂର୍ବାହ୍ନ…

4 years ago

ଆବର୍ଜନାରେ ପୋତି ହେଉଛି ମୂଳ ଖରସ୍ରୋତା

ରସୁଲପୁର,୨ା୯(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଞ୍ଚଳର ଉତ୍ତର ସୀମାରେ ପ୍ରବାହିତ ମୂଳ ଖରସ୍ରୋତା ନଦୀ ଏବେ ଆବର୍ଜନାରେ ପୋତି ହେଉଛି। ଏହି ନଦୀର ତଳମୁଣ୍ଡ ଖଣ୍ଡିତରଠାରେ ନିର୍ମିତ ସ୍ଲୁଇସ୍‌ଗେଟ୍‌…

4 years ago

ଲଜ୍‌ ସିଲ, ୬ ଜେଲ୍‌ ଗଲେ

ପାଣିକୋଇଲି,୨ା୯(ଡି.ଏନ.ଏ.): ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏକ ଲଜ୍‌ରେ ଦେହ ବ୍ୟବସାୟ ଚାଲୁଥିବା ଖବର ପାଇ ପୋଲିସ ବୁଧବାର ସକାଳେ…

4 years ago

ସାତୋପନ୍ଥ ପର୍ବତ ଶିଖରରେ ଯାଜପୁରର ସତ୍ୟବ୍ରତ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.), ୧।୯: ଯାଜପୁରର ପର୍ବତାରୋହୀ ସତ୍ୟବ୍ରତ ଦାସ ମଙ୍ଗଳବାର ଉତ୍ତରାଖଣ୍ଡର ସାତୋପନ୍ଥ ପର୍ବତ ଶିଖରରେ ପହଞ୍ଚି ଏକ ବିରଳ ସଫଳତା ହାସଲ କରିଛନ୍ତି। ଇଣ୍ଡିଆନ୍‌…

4 years ago

ପୂର୍ବତଟ ରେଳପଥ: ଆୟ ବଢୁଛି, ହେଲେ ନୂତନ ପ୍ରକଳ୍ପକୁ ଉପେକ୍ଷା

ଯାଜପୁର ଅଫିସ,୧।୯: ପୂର୍ବତଟ ରେଳପଥରେ ଗତ ୫ ବର୍ଷରେ ବ୍ୟୟ ତୁଳନାରେ ଆୟ ୩ ଗୁଣରୁ ଊର୍ଦ୍ଧ୍ୱ ହୋଇଛି। ହେଲେ ୧ ଦଶନ୍ଧି ଧରି ଦାବି ହୋଇ…

4 years ago

ଖରସ୍ରୋତାକୁ ଚିରସ୍ରୋତା କରିବାକୁ ପ୍ରୟାସ

ରସୁଲପୁର,୩୧ା୮(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକର ଉତ୍ତର ସୀମାରେ ପ୍ରବାହିତ ମୂଳ ଖରସ୍ରୋତା ନଦୀକୁ ବଞ୍ଚାଇ ଚିରସ୍ରୋତା କରିବା ପାଇଁ ପୁନରୁଦ୍ଧାର ସମିତି ପକ୍ଷରୁ ପ୍ରୟାସ କରାଯାଉଛି।…

4 years ago

ପିହୁ ନିଖୋଜ ଘଟଣା: ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା

ବିଞ୍ଝାରପୁର,୩୧ା୮(ଡି.ଏନ.ଏ.): ବହୁଚର୍ଚ୍ଚିତ ପିହୁ ନିଖୋଜ ଘଟଣାରେ ବିଞ୍ଝାରପୁର ପୋଲିସ ପକ୍ଷରୁ ମଙ୍ଗଳବାର ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରାଯାଇଛି। କୌଣସି ବ୍ୟକ୍ତି ଯଦି ବିଞ୍ଝାରପୁର…

4 years ago

ବୈତରଣୀ ନଦୀଶଯ୍ୟାରୁ ବାଲି ଲୁଟ୍‌

ଯାଜପୁର ରୋଡ,୩୦ା୮(ଡି.ଏନ.ଏ.):ନଦୀଶଯ୍ୟାରୁ ବାଲି ଖନନ ପାଇଁ କୌଣସି ମେଶିନ ବ୍ୟବହାର ଅନୁମତି ଦିଆଯିବ ନାହିଁ। ଏହାସହ ବାଲିଖାଦାନଗୁଡ଼ିକରେ ସିସିଟିଭି ଏବଂ ପରିବହନ ଗାଡ଼ିରେ ଜିପିଏସ୍‌ ସ୍ଥାପନ କରିବାକୁ…

4 years ago

ସାଟେଲାଇଟ ମାପଚୁପ ଆରମ୍ଭ

ଯାଜପୁର ଅଫିସ,୩୦ା୮:ଅନୁମୋଦନଠାରୁ ବହୁ ଗୁଣ ମୂଲ୍ୟବାନ ଗ୍ରାନାଇଟ ପଥର ଉତ୍ତୋଳନ ଉପରେ ସାଟେଲାଇଟ୍‌ ମାପଚୁପ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହୋଇଛି। କଟକସ୍ଥିତ ମାଇ ୱାର୍ଲଡ୍‌ କନସଲଟାନ୍ସିକୁ ଏହି…

4 years ago

ପ୍ରଶାସନର ଦୃଷ୍ଟି ଆଢୁଆଳରେ ଶତାୟୁ ମହିଳା

ପ୍ରୀତିପୁର,୨୯ା୮(ଡି.ଏନ.ଏ.): ସରକାର ଦରିଦ୍ର, ଭିନ୍ନକ୍ଷମ, ନିଆଶ୍ର୍ରୀ ଓ ଅସହାୟଙ୍କୁ ବିଭିନ୍ନ ଯୋଜନା ମାଧ୍ୟମରେ ଥଇଥାନ କରୁଛନ୍ତି। ସେମାନଙ୍କ ନିକଟରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବାର ବ୍ୟବସ୍ଥା କରାଯାଇଛି।…

4 years ago