ଯାଜପୁର

ଗାଧୋଇବାକୁ ଯାଇ ଘରକୁ ଫେରିଲେନି ବ୍ୟକ୍ତି, ଆଜି ନଦୀରୁ…

ଧର୍ମଶାଳା,୪ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ଲକ୍ଷ୍ମୀସାହି ଗ୍ରାମ ନିକଟ କେଲୁଅ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ବୁଡ଼ି ଜଣେ…

12 months ago

ଛାତ୍ରଙ୍କୁ ଧକ୍କାଦେଲା ହାଇଓ୍ବା: ଗୋଟିଏ ନୁହେଁ  ଚାଚିଚାରିଟି ହାଇଓ୍ବା ଜାଳିଲେ ଗ୍ରାମବାସୀ, ଦୃଶ୍ୟ ଉତ୍ତୋଳନ କରୁଥିବା  ଗଣମାଧ୍ୟମ ପ୍ରତିନିଧିଙ୍କୁ….. 

ଧର୍ମଶାଳା,୨।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜେନାପୁର ଥାନା କୁରିକଣା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି।  ହାଇୱା ଧକ୍କାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏ ନେଇ…

12 months ago

ବାଇକ୍‌ଆରୋହୀଙ୍କ ଉପରେ ଚଢ଼ିଗଲା ଜେସିବି, ଚାଲିଗଲା ଜୀବନ

ଧର୍ମଶାଳା,୨୭ା୧୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କରଜଙ୍ଗା ନିକଟରେ ଗୁରୁବାର ଜେସିବି ଧକ୍କାରେ ଜଣେ ବାଇକ୍‌ଆରୋହୀଙ୍କ ଜୀବନ ଚାଲିଯାଇଛି। ମିଳିଥିବା ସୂଚନାନୁସାରେ, ଏକ ଜେସିବି…

12 months ago

ଅଞ୍ଚଳବାସୀଙ୍କ ନିଦ ହଜାଇଛନ୍ତି ଚୋର: ପୁଣି ଦେଓଡା ଅଞ୍ଚଳରୁ ସିରିଜ ଚୋରି… 

ଧର୍ମଶାଳା,୨୬।୧୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଡା ଗାଁର ତିନି ସ୍ଥାନରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏହି ଗାଁର ଗୁରୁ ଚରଣ…

12 months ago

ଭୟଙ୍କର ଦୁର୍ଘଟଣା: ଚାରି ଜଣଙ୍କ ଉପରେ ମାଡିଗଲା ବସ୍‌

ଯାଜପୁର,୨୩।୧୧: ଭୟଙ୍କର ଦୁର୍ଘଟଣା। ଜଣଙ୍କୁ ନୁହେଁ ଏକାବେଳକେ ଚାରି ଚାରି ଜତଣଙ୍କୁ ଧକ୍କା ଦେଲା ହରଗୋୖରୀ ନାମକ ଘରୋଇ   ବସ୍‌। ଏଥିରେ  ୪ ଜଣ ଗୁରୁତର ହୋଇଛନ୍ତି।…

12 months ago

ହ୍ୟୁମାନଙ୍କ ମୃତ୍ୟୁ ପାଇଁ ଦାୟୀ କିଏ: ତାଙ୍କୁ ଖୋଜିବାକୁ ଡିଜିପିଙ୍କ ପାଖରେ…

ଯାଜପୁରରୋଡ଼/ଧର୍ମଶାଳା(ପବିତ୍ର ରଞ୍ଜନ ମହାନ୍ତି/ଶିବ ପ୍ରସାଦ ମହାନ୍ତି)୨୨।୧୧:ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ଦାବିରେ ଜିଲା ସିଭିଲ ସୋସାଇଟି ଏବଂ ଗଣସଙ୍ଗଠନ ଗୁଡିକ ପକ୍ଷରୁ ବିକ୍ଷୋଭ…

12 months ago

‘ଶିଶୁର ବିକାଶରେ ସଭ୍ୟତାର ବିକାଶ ସମ୍ଭବ’

ଭୁବନେଶ୍ୱର,୨୨ା୧୧: ୧ ୟୁନିଟ୍‌-୩ ନିକଟସ୍ଥ ସ୍କାଉଟ ଭବନ ପରିସରରେ ଶିଶୁ ସାହିତ୍ୟ ପତ୍ରିକା ମହକ ଭରା ‘ ବଉଳଫୁଲ’ ସାହିତ୍ୟ ସଂସଦର ୧୯ ତମ ବାର୍ଷିକ ଉତ୍ସବ…

12 months ago

ମା’ ହେଲେ ନାବାଳିକା, ଗୁରୁତର ଅବସ୍ଥାରେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଧର୍ମଶାଳା,୨୨ା୧୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ୧୫ ବର୍ଷୀୟା ନାବାଳିକା ଶନିବାର ଏକ ସନ୍ତାନ ଜନ୍ମ ଦେଇଛନ୍ତି। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

12 months ago

ବ୍ଲକ ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ସୁଚିସ୍ମିତା, ବିଜୟ ହାସଲ ପରେ ଭାଜପା ଶିବିରରେ…

ଧର୍ମଶାଳା, ୨୦।୧୧ (ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପାଇଁ ଆଜି ଉପନିର୍ବାଚନ ଭୋଟିଂ ସରିଯାଇଛି। ଅପ୍ରତିଦ୍ୱନ୍ଦୀ ଭାବେ ନିର୍ବାଚିତ ହୋଇ ବିଜୟ ହାସଲ…

12 months ago

ପରୀକ୍ଷା ଦେବା ପାଇଁ ଭୁବନେଶ୍ୱର ଯାଉଥିଲେ ଯୁବକ, ବାଇକରୁ ପଡିଯିବା ପରେ ପଛପଟୁ ଆସୁଥିବା ଟ୍ରକ୍‌…

ଧର୍ମଶାଳା, ୧୮।୧୦ (ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ନମ୍ବର ଜାତୀୟ ରାଜପଥର ପାଖ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ…

1 year ago