ଯାଜପୁର ଅଫିସ,୨୦ା୭ ଯାଜପୁର ଜିଲାରେ ଅତି ପ୍ରଦୂଷିତ ସିମେଣ୍ଟ କମ୍ପାନୀର ଲମ୍ବାଧାଡି ଲାଗିଛି। ଇମାମୀ(ବର୍ତ୍ତମାନ ନୁଭିଷ୍ଟା ପ୍ରା.ଲି.), ଜେଏସ୍ଡବ୍ଲ୍ୟୁ, ରାମ୍କୋ, ଯାଜପୁର ସିମେଣ୍ଟ ପରେ ତେଲଙ୍ଗାନା ରାଜ୍ୟର…
ଯାଜପୁର ଅଫିସ,୧୯ା୭:ରାଜ୍ୟର ସହରାଞ୍ଚଳରେ ୪,୫୧,୪୯୩ ପକ୍କାଘର କିମ୍ବା ନିଜସ୍ବ ଗୃହ ନ ଥିବା ପରିବାରଙ୍କୁ ଚିହ୍ନଟ କରାଯାଇଛି। ଏହି ପରିବାରମାନଙ୍କ ମଧ୍ୟରୁ ବେସିକ ସର୍ଭିସ ଟୁ ଅର୍ବାନ…
ବରୀ,୧୯ା୭(ଡି.ଏନ.ଏ.):ସରକାରୀ ବଜାର ଗୃହକୁ ବେଆଇନ ଭାବେ ଦଖଲ କରିଥିବା ବ୍ୟକ୍ତିଙ୍କୁ ବରୀ ବ୍ଲକ ପ୍ରଶାସନ ନୋଟିସ କରି ୭ଦିନ ଭିତରେ ଗୃହ ଖାଲି କରିବାକୁ ନିର୍ଦ୍ଦେଶ ଦେଇଛି।…
ଝୁମ୍ପୁରୀ,୧୯ା୭(ଡି.ଏନ୍.ଏ.):ଦଶରଥପୁର ବ୍ଲକ୍ ଖଣ୍ଡରା ପଞ୍ଚାୟତସ୍ଥ ଧମଧଡ଼ା ପ୍ରାଥମିକ ବିଦ୍ୟାଳୟକୁ ସଂଯୋଗ କରୁଥିବା ରାସ୍ତାଟି ଏବେ ମରଣଯନ୍ତା ସାଜିଥିବା ଦେଖିବାକୁ ମିଳିଛି। ସରକାର ଗମନାଗମନର ସୁବିଧା ପାଇଁ ବିପୁଳ…
ଯାଜପୁର ଅଫିସ, ୧୮।୭: ସ୍କୁଲ ଛୁଆଙ୍କୁ କାମ କରାଇବାର ଭିଡିଓ ଭାଇରାଲ ହେବା ପରେ ପ୍ରଧାନ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଯାଜପୁର ଜିଲା ବାହାଦୁରନଗର…
ଯାଜପୁର ଅଫିସ,୧୮ା୭: ରାଜ୍ୟରେ ପାଠାଗାର ନିର୍ଦ୍ଦେଶାଳୟ ନ ଥିବାରୁ ସର୍ବସାଧାରଣ ପାଠାଗାରର ପ୍ରଚାର ପ୍ରସାରରେ ଅନ୍ତରାୟ ହୋଇଛି। ଯାଜପୁର ଜିଲା ବିଞ୍ଝାରପୁରଠାରେ ଏକ ପଠନ କେନ୍ଦ୍ର ଗଠନ…
ଯାଜପୁର ଅଫିସ,୧୮ା୭: ଯାଜପୁର ଜିଲା ସୁକିନ୍ଦା ବ୍ଲକ ନଗଡ଼ାରେ ଶିଶୁ ମୃତ୍ୟୁ ଘଟଣା ପରେ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ତଥାପି ନଗଡ଼ାରେ ବାଲ୍ୟ…
ଯାଜପୁର ଅଫିସ,୧୭ା୭: ଯାଜପୁର ଜିଲା ଯାଜପୁରରୋଡ୍ ଥାନା ଅନ୍ତର୍ଗତ ଦଳା ଶିବମନ୍ଦିର ନିକଟସ୍ଥ ଏକ ଭଡ଼ାଘରୁ ରବିବାର ପୂର୍ବାହ୍ନରେ ଦମ୍ପତିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ କରାଯାଇଛି।…
ଯାଜପୁର ଅଫିସ,୧୬ା୭: ଯାଜପୁର ଜିଲା ସୁକିନ୍ଦା ତହସିଲ ଅଧୀନ କାଳିଆପାଣି ମହାଗିରି କ୍ରୋମାଇଟ ମାଇନ୍ସର ଉତ୍ପାଦନ କ୍ଷମତା ବାର୍ଷିକ ୩ ଲକ୍ଷ ଟନରୁ ୬ ଲକ୍ଷ ଟନକୁ…
ଯାଜପୁର ଟାଉନ,୧୬ା୭(ଡି.ଏନ.ଏ.): ଭୁବନେଶ୍ୱର ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ୨ ସପ୍ତାହ ପୂରିବାକୁ ବସିଲାଣି। ମାତ୍ର ଏନେଇ ପୋଲିସ, ପ୍ରଶାସନ, କଲେଜ କର୍ତ୍ତୃପକ୍ଷ…