ଯାଜପୁର

ହାଇଟେକ୍‌ ସର୍ଭେରୁ ବଞ୍ଚିତ ଦର୍ପଣ ତହସିଲ

ଚଣ୍ଡିଖୋଲ,୧୦ା୬(ଡି.ଏନ.ଏ.): ରାଜ୍ୟ ସରକାର ଜମିଜମା ସଂଶୋଧନ ପାଇଁ ବନ୍ଦୋବସ୍ତ, ଚକବନ୍ଦୀ ଆଦି ପ୍ରଚଳନ କରି ସଂଶୋଧନ ପ୍ରକ୍ରିୟା କରିଥିଲେ। ହେଲେ ଇଂରେଜ ସରକାର ଅମଳରେ ହୋଇଥିବା ଭୂ…

4 years ago

ବ୍ରିଜ୍‌ କୋର୍ସ ସଫଳତା ଆକଳନ ସମୟ ଘୁଞ୍ଚୁଛି

ରସୁଲପୁର,୯।୬(ଡି.ଏନ.ଏ.): ଆରମ୍ଭରୁ ରସୁଲପୁର ବ୍ଲକରେ ବ୍ରିଜ୍‌ କୋର୍ସ ସଫଳତା ଅତ୍ୟନ୍ତ ନୈରାଶ୍ୟଜନକ ହୋଇଛି ବୋଲି ଅଭିଯୋଗ ହେଉଛି। ଉକ୍ତ ବ୍ଲକ୍‌ରେ ୨୩୮ ବିଦ୍ୟାଳୟର ୨୦ ହଜାରରୁ ଊର୍ଦ୍ଧ୍ୱ…

4 years ago

ଚାଲିଛି ୨୦ରୁ ଊର୍ଦ୍ଧ୍ୱ ବେଆଇନ ଖାଦାନ

ଯାଜପୁର ଅଫିସ/କବାଟବନ୍ଧ (ଡି.ଏନ.ଏ.), ୮।୬: ଲଘୁ ଖଣିଜ ସମ୍ପଦରେ ଭରପୁର ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ରାଜ୍ୟ ସରକାରଙ୍କ ସ୍ବଚ୍ଛତା, ପ୍ରଯୁକ୍ତି ବିଦ୍ୟା, ସମୟାନୁବର୍ତ୍ତିତା, ସମ୍ମିଳିତ…

4 years ago

ଏନ୍‌ଜିଟି ରାୟ ବିରୋଧରେ ସୁପ୍ରିମକୋର୍ଟ ଯିବେ ରାଜ୍ୟ ସରକାର

ଯାଜପୁର ଅଫିସ,୮ା୬: ଯାଜପୁର ଜିଲା ସୁକିନ୍ଦା ବିହନ ଫାର୍ମରେ ଜଙ୍ଗଲ ଜମିକୁ ଅଣ ଜଙ୍ଗଲ ଜମିରେ ବ୍ୟବହାର ଅନୁମତି ନ ଥିବା ଦର୍ଶାଇ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)…

4 years ago

ଭତ୍ତାକୁ ଅପେକ୍ଷା କରି ଆଖି ବୁଝିଲେ ଭ୍ରମର

ବରୀ,୭।୬(ଡି.ଏନ.ଏ.):ସରକାର ଗରୀବ ଲୋକଙ୍କ ପାଇଁ ବିଭିନ୍ନ କଲ୍ୟାଣମୂଳକ ଯୋଜନା ପ୍ରଣୟନ କରିଛନ୍ତି ା ହେଲେ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ନୀତିଯୋଗୁ ବହୁ ଗରୀବ ନୀରହି ମଣିଷ ସେହି…

4 years ago

ସନ୍ଦେହରେ ପୋଲିସ ଭୂମିକା

ଯାଜପୁର ଅଫିସ,୬ା୬: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଅନ୍ଧାରି ପଞ୍ଚାୟତର ରଗଡ଼ିଠାରୁ କୋରେଇଗଡ଼ିଆ…

4 years ago

ଶିକ୍ଷକତା ଜାଲିଆତି ଅଣାୟତ୍ତ

ଯାଜପୁର ଅଫିସ,୬ା୬: ଜାତିଗତ ଏବଂ ଶିକ୍ଷାଗତ ପ୍ରମାଣପତ୍ରକୁ ଜାଲିଆତି କରି ସରକାରଙ୍କ ବିଭିନ୍ନ ସୁବିଧାସୁଯୋଗ ହାସଲ କରିବା ଏବେ ସାଧାରଣ ବିଷୟ ହୋଇଛି। ବିଶେଷକରି ଶିକ୍ଷା ବିଭାଗରେ…

4 years ago

ସରପଞ୍ଚ, ପୂର୍ବତନ ସମିତିସଭ୍ୟଙ୍କୁ ଅପହରଣ

ଚଣ୍ଡିଖୋଲ,୬ା୬(ଡି.ଏନ.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଞ୍ଚଳରେ କିଛିଦିନ ତଳେ ଜଣେ ସରକାରୀ କର୍ମଚାରୀଙ୍କୁ ଅପହରଣ କରାଯାଇଥିବାବେଳେ ଶନିବାର ରାତିରେ ଉକ୍ତ ଥାନା ଅଧୀନ ନଳିପୁର ସରପଞ୍ଚ…

4 years ago

ଗୋଚର ଜମି ଜବରଦଖଲ ଉଚ୍ଛେଦ ହୋଇପାରିଲାନି

ଝୁମ୍ପୁରୀ,୫।୬(ଡି.ଏନ୍‌.ଏ.): ସରକାରୀ ଗୋଚର ଜମିକୁ କୌଣସି ବ୍ୟକ୍ତି ଜବରଦଖଲ କରିପାରିବେ ନାହିଁ ବୋଲି ସରକାରଙ୍କ ସ୍ପଷ୍ଟ ନିୟମ ରହିଛି। ହେଲେ ଯାଜପୁର ଜିଲା ଦଶରଥପୁର ବ୍ଲକ କୟଁା…

4 years ago

ଯାଜପୁର ଜିଲାପାଳଙ୍କୁ ରିପୋର୍ଟ ତଲବ

ଯାଜପୁର ଅଫିସ,୪ା୬: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତର ନଗଡ଼ାରେ ୨୦୧୬ ଏପ୍ରିଲରେ ଅପପୁଷ୍ଟି କାରଣରୁ ୨୦ରୁ ଊର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା…

4 years ago