ଧର୍ମଶାଳା,୪ା୭: ଜଣେ ଯୁବତୀଙ୍କୁ ପ୍ରତରଣା କରିବା ଅଭିଯୋଗରେ ଯାଜପୁର ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ଧର୍ମଶାଳା ଥାନାରେ ଏକ ମାମଲା(ନଂ.୩୫୦/୨୧)…
ଯାଜପୁର ଅଫିସ,୪ା୭: ଜଳ ପ୍ରଦୂଷଣକୁ ନେଇ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ୍ ଲିମିଟେଡ୍(ବିଆର୍ପିଏଲ୍) କାରଖାନାରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ଦ୍ୱାରା ହୋଇଥିବା ତଦନ୍ତ ରିପୋର୍ଟ ଜୁଲାଇ…
ଯାଜପୁର ଅଫିସ,୨।୭: ଚାଷୀଙ୍କୁ ସେବା ଯୋଗାଇ ଦେବାକୁ ପ୍ରାଥମିକ କୃଷି ସେବା ସମବାୟ ସମିତି(ପ୍ୟାକ୍ସ) ପ୍ରତିଷ୍ଠା କରାଯାଇଛି। ଅଥଚ ଯାଜପୁର ଜିଲାର ପ୍ୟାକ୍ସଗୁଡ଼ିକରେ ସେବା ନାମରେ ଶତାଧିକ…
ଯାଜପୁର ଅଫିସ,୨୯।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣିରୁ ଡମଶାଳା ନାଳକୁ ବର୍ଜ୍ୟଜଳ ନିର୍ଗତ ହେଉଥିବା ଅଭିଯୋଗର ତଦନ୍ତ ରିପୋର୍ଟ ଗତ ୨୧ ତାରିଖରେ…
ଯାଜପୁର ଅଫିସ,୨୮ା୬: ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ପାଇଁ ଉଦ୍ୟମ କରାଯିବ। ଏନେଇ ୨୨ା୯ା୨୦୧୬ରେ ଓଡ଼ିଶା ସରକାରୀ ଭାଷା ସଂଶୋଧିତ ଅଧିନିୟମ…
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍ପିଏଲ୍) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି)…
ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ ପାଇଁ…
ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫ୍ଏସ୍ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍ ରାଶନକାର୍ଡ ଜରିଆରେ ପ୍ରାୟ…
ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍ପିଏଲ୍) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି)…
ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା ସ୍ବୟଂ…