ଯାଜପୁର ଟାଉନ,୧୧ା୨(ଡି.ଏନ.ଏ.): ଯାଜପୁର ଜିଲା ମୁଖ୍ୟଚିକିତ୍ସାଳୟରେ ଅସ୍ତ୍ରୋପଚରାବେଳେ ନାଡ଼ି କଟିଯିବାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଛି। ଏଥିସହିତ ଅସ୍ତ୍ରୋପଚାର ଲାଗି ଡାକ୍ତର ୫ ହଜାର ଟଙ୍କା ନେଇଥିଲେ…
ରସୁଲପୁର,୧୨।୨(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କୁ ବିଭିନ୍ନ ଯୋଜନାରେ ସହାୟତା କରୁଥିବା କହୁଛନ୍ତି। ହେଲେ ବାସ୍ତବ କ୍ଷେତ୍ରରେ ଅନେକ ସ୍ଥାନରେ ଏହି ଯୋଜନା ପହଞ୍ଚି…
ଯାଜପୁର ଅଫିସ,୧୧ା୨: ସୌରଚାଳିତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଦାୟିତ୍ୱରୁ ଓରେଡା(ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ଏଜେନ୍ସି) ହଟିବ। ଏହି ପ୍ରକଳ୍ପରେ ଅନିୟମିତତା ଓ ପରିଚାଳନାଗତ ତ୍ରୁଟି…
ବାଲିଚନ୍ଦ୍ରପୁର,୯।୨(ସ୍ବ.ପ୍ର.): ପ୍ରସିଦ୍ଧ ଓଳାଶୁଣୀ ଗୁମ୍ପାମେଳା ରବିବାରଠାରୁ ଆରମ୍ଭ ହୋଇଛି। ଚଳିତ ବର୍ଷ କୋଭିଡ଼ କଟକଣା ଯୋଗୁ ଭକ୍ତମାନଙ୍କୁ ମେଳାକୁ ଆସିବାକୁ ବାରଣ କରାଯାଇଥିଲା। କେବଳ ମହାପୁରୁଷଙ୍କ ପୂଜାବିଧି…
ଯାଜପୁର ଅଫିିସ,୯।୨: ରାଜ୍ୟ ବାହାରର ଶିଳ୍ପ ସଂସ୍ଥାଗୁଡିକୁ ଦୈତାରିରୁ ଖଣିଜ ସମ୍ପଦ କିଣିବାକୁ ଦ୍ୱାର ଖୋଲିଯିବା ପରେ ଏଠାରେ ଲୁହାପଥର ଦର ଆକାଶଛୁଆଁ ହୋଇଛି। ରାଜ୍ୟ ବାହାରର…
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୮।୨(ଡି.ଏନ.ଏ.): ପ୍ରସିଦ୍ଧ ଓଳାସୁଣୀ ଗୁମ୍ଫା ମେଳା ରବିବାର ଆରମ୍ଭ ହୋଇଛି। ପବିତ୍ର ମାଘ କୃଷ୍ଣ ଏକାଦଶୀ ତିଥିରେ ଆରମ୍ଭ ହେଇଥିବା ଏହି ମେଳା ଚଳିତ ବର୍ଷ କରୋନା…
ବରୀ,୮।୨(ଡି.ଏନ.ଏ.): ଆସନ୍ତା ୧୧ରେ ବରୀ ବ୍ଲକ୍ ଅଧୀନ ଅମଠପୁର ପଞ୍ଚାୟତ ଉପନିର୍ବାଚନ । ସରକାରୀ ସ୍ତରରେ ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ୧୫ ଓ୍ବାର୍ଡକୁ ନେଇ…
ଯାଜପୁର ଅଫିସ,୭ା୨: ଦେଶର ୪ର୍ଥ ସର୍ବବୃହତ୍ ଚଣ୍ଡିଖୋଲ ତୈଳଭଣ୍ଡାର ପ୍ରତିଷ୍ଠା କରିବାକୁ ୨୦୧୮ ଜୁନ ୨୭ରେ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଥିଲା। ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ…
ଯାଜପୁର ଅଫିସ/ ରସୁଲପୁର,୭ା୨(ଡି.ଏନ୍.ଏ.): ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାପୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଦିନକୁ ଦିନ ରୋଚକ ତଥ୍ୟ ମିଳୁଛି। ଝରାଫୁଲଙ୍କ ମୃତ୍ୟୁ କୌଣସି ବିଷକ୍ରିୟା…
ଚଣ୍ଡିଖୋଲ,୬।୨(ଡି.ଏନ.ଏ.): ଓଡ଼ିଶାର ବୌଦ୍ଧ କୀର୍ତ୍ତିରାଜିରେ ପରିପୂର୍ଣ୍ଣ ଲଳିତଗିରି, ରତ୍ନଗିରି ଓ ଉଦୟଗିରିକୁ ନେଇ ହୀରକ ତ୍ରିଭୁଜ ଗଠିତ। ଏଠାକୁ ଦେଶ ବିଦେଶରୁ ବହୁ ପର୍ଯ୍ୟଟକ, ଗବେଷକ ଓ ଅନ୍ତର୍ଜାତୀୟ…