ଯାଜପୁର

ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଅ: ହାଇକୋର୍ଟ

ଯାଜପୁର ଅଫିସ,୧୦।୮: ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ…

5 years ago

ପୁନଃ ଲିଜ୍‌ ସରିଲା, ସ୍ଥାନାନ୍ତର ହେଲାନି

ଯାଜପୁର ଅଫିସ,୮।୮: ଯାଜପୁର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଓ ୫୩ ନମ୍ବର ଜାତୀୟ ରାଜପଥର ଶ୍ରୀରାମପୁର ଟୋଲପ୍ଲାଜା ସ୍ଥାନାନ୍ତରଣ ସମସ୍ୟା ଅସମାହିତ ହୋଇରହିଛି।…

5 years ago

ନଗଡ଼ାକୁ ପକ୍କାରାସ୍ତା ପାଇଁ ରିପୋର୍ଟ ବାଧକ

ଯାଜପୁର ଅଫିସ୍‌,୮ା୮: ଯାଜପୁର ଜିଲା ସୁକିନ୍ଦା ବ୍ଲକର ନଗଡ଼ାରେ ପୁଷ୍ଟିହୀନତାଜନିତ ଶିଶୁମୃତ୍ୟୁ ଘଟଣା ୨୦୧୬ ଜୁଲାଇରେ ସାରା ଦେଶରେ ଚହଳ ପକାଇଥିଲା। ଏଥିଯୋଗୁ ରାଜ୍ୟ ଓ କେନ୍ଦ୍ର…

5 years ago

ଟ୍ରକ୍‌କୁ ପଛରୁ ଧକ୍କା ଦେଲା କାର୍‌: ୩ ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଧର୍ମଶାଳା,୭ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଛକଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨…

5 years ago

ଫାଇଦାରେ ଆଗୁଆ, ନିଯୁକ୍ତିରେ ପଛୁଆ

ଯାଜପୁର ଅଫିସ୍‌,୬ା୮: କଳିଙ୍ଗନଗରରେ ଶିଳ୍ପାୟନ ପଛରେ ମୂଳ ଲକ୍ଷ୍ୟ ରହିଥିଲା ସ୍ଥାନୀୟ ଅଞ୍ଚଳ ସମେତ ରାଜ୍ୟର ନିଯୁକ୍ତି ଏବଂ ଅର୍ଥନୈତିକ କ୍ଷେତ୍ରରେ ବିକାଶ। ଏହି ଅଞ୍ଚଳକୁ ଶିଳ୍ପ…

5 years ago

ଚାଷୀଙ୍କୁ ମିଳୁନି ଆର୍‌କେଭିୱାଇ ସହାୟତା

ଯାଜପୁର ଅଫିସ,୪। ୮: ଗତ ୨ ବର୍ଷ ମଧ୍ୟରେ ସାମୁଦ୍ରିକ ବାତ୍ୟା ହୁଡ୍‌ହୁଡ୍‌, ତିତ୍‌ଲି, ଫନୀ ଓ ଅମ୍ଫନ ଯୋଗୁ ଯାଜପୁର ଜିଲାର ଚାଷୀମାନେ ବିପୁଳ କ୍ଷତି…

5 years ago

‘ଜମି, ଗାଁ ନିଅ, ଆମକୁ ବିସ୍ଥାପିତ କର’

ଯାଜପୁର ଅଫିସ,୩ା୮: ଜିଲାରେ ସିମେଣ୍ଟ କାରଖାନା ପ୍ରତିଷ୍ଠା ପରେ ପ୍ରଦୂଷଣ ମାତ୍ରା ଅଧିକ ହୋଇଛି। ସୁକିନ୍ଦା ରେଲୱେ ସାଇଡିଂରେ ସିମେଣ୍ଟ କାରଖାନା ପାଇଁ ଉଦ୍ଦିଷ୍ଟ କଞ୍ଚମାଲ ଜିପସମ୍‌…

5 years ago

ଶହୀଦ ସ୍ମୃତିପୀଠକୁ ଅଣଦେଖା

ବରୀ,୩ା୮: ସ୍ବାଧୀନତା ସଂଗ୍ରାମରେ ଯାଜପୁର ଜିଲା ବରୀ ବ୍ଲକର ଅବଦାନ ସ୍ବର୍ଣ୍ଣିମ ଇତିହାସରେ ସ୍ବତନ୍ତ୍ର ସ୍ଥାନ ପାଇଛି। ୧୯୪୨ମସିହାରେ ମହାତ୍ମା ଗାନ୍ଧୀଙ୍କ ଭାରତ ଛାଡ଼ ଆନ୍ଦୋଳନ ଡାକରାରେ…

5 years ago

ଚୋରା ବ୍ୟବସାୟୀଙ୍କ କବ୍‌ଜାରେ ଜଙ୍ଗଲ ଜମି

ଯାଜପୁର ଅଫିସ, ୩୧।୭: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବିଛାଖଣ୍ଡି, ଅଞ୍ଜିରା ଓ କୁସୁନପୁର ଜଙ୍ଗଲ କିସମ ମୌଜାର ୪୫୬.୩୪ ଏକର ଜମି କଳାପଥର ବ୍ୟବସାୟୀଙ୍କ…

5 years ago

ଖଣି ଅଞ୍ଚଳରୁ କ୍ରୋମାଇଟ୍‌ ପରିବହନ ବନ୍ଦ ଚେତାବନୀ

କାଳିଆପାଣି, ୩୧।୭ (ଡି.ଏନ୍‌.ଏ.) ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳର ଟମକା-ମଙ୍ଗଳପୁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ପ୍ରତିଦିନ ଏକାଧିକ ଛୋଟ ବଡ଼ ଦୁର୍ଘଟଣା…

5 years ago