ଯାଜପୁର

ନଦୀରେ ବୁଡି ଗଲେ ଯବାନ: ୫ କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ

ରତ୍ନଗିରି,୮।୬(ଡି.ଏନ.ଏ.)- ଯାଜପୁର ଜିଲା ବଡଚଣା ବ୍ଲକ ବାଲିକୁଦା ବଜାର ନିକଟସ୍ଥ କେଲୁଅ ନଦୀରେ ବୁଡି ଜଣେ ଯବାନଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବରୀ ବ୍ଲକ ଧାରପୁର…

6 years ago

୨ଟି ମତରେ ଶ୍ୟାମ୍‌ ଷ୍ଟିଲ୍‌ ସାମଗ୍ରୀ: ଆପତ୍ତି ଉଠାଇଥିଲା ପ୍ରକଳ୍ପର ଅଥରିଟି ଇଞ୍ଜିନିୟର୍ସ

ଯାଜପୁର ଅଫିସ,୮।୬: ଯାଜପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାରେ ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓଏମ୍‌ବିଏଡିସି) ପାଣ୍ଠିରେ କାର୍ଯ୍ୟକାରୀ ହେଉଥିବା ମେଗା ପାଇପ୍‌ ଜଳ ଯୋଗାଣ…

6 years ago

ଭିସା ଷ୍ଟିଲ୍‌କୁ ସୁରକ୍ଷା ଦେଉଛି ଏସ୍‌ପିସିବି

ଯାଜପୁର ଅଫିସ୍‌/ଯାଜପୁର ଟାଉନ (ଡି.ଏନ୍‌.ଏ), ୬।୬: କଳିଙ୍ଗନଗର ଭିସା ଷ୍ଟିଲ୍‌ କାରଖାନା ବର୍ଜ୍ୟଜଳରେ ସାଇନାଇଡ, ଫେନଲ, ହେକ୍ସାଭାଲେଣ୍ଟ କ୍ରୋମିୟମ ଆବଶ୍ୟକତାଠାରୁ ଅଧିକ ରହିଛି ବୋଲି ରାଜ୍ୟ ପ୍ରଦୂଷଣ…

6 years ago

ରାଶନ ସାମଗ୍ରୀ ପ୍ରଦାନରେ ଅନିୟମିତତା ଅଭିଯୋଗ

ରସୁଲପୁର, ୫।୬ (ଡି.ଏନ୍‌.ଏ.)-କରୋନା ପାଇଁ ରାଶନକାର୍ଡଧାରୀଙ୍କୁ ୯୦ ଦିନର ରାଶନ ଆଗୁଆ ପ୍ରଦାନ କରିବାକୁ କେନ୍ଦ୍ର ସରକାର ଗତ ମାର୍ଚ୍ଚରେ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକ୍ରମେ ରସୁଲପୁର…

6 years ago

ଯାଜପୁରରେ ହେବ ନାଟ୍ୟମଣ୍ଡପ: ସଂସ୍କୃତି ମନ୍ତ୍ରୀ ବ୍ୟାସସରୋବର ଉନ୍ନତୀକୁ ସବୁଜ ସଙ୍କେତ

ଯାଜପୁର ଅଫିସ, ୫।୬-ଯାଜପୁରରେ ଏକ ନାଟ୍ୟ ମଣ୍ଡପ କରାଯିବ ବୋଲି ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଗୁରୁବାର ସର୍କିଟ୍‌ ହାଉସ୍‌ଠାରେ ଅନୁଷ୍ଠିତ…

6 years ago

ବନ୍ଧୁକ ଦେଖାଇ ୬୦ହଜାର ଲୁଟ୍‌

ସୁକିନ୍ଦା, ୫।୬ (ଡି.ଏନ୍‌.ଏ.)-ଯାଜପୁର ଜିଲା ସୁକିନ୍ଦା କ୍ରୋମ୍‌ ଉପାତ୍ୟାକାକୁ ସଂଯୋଗ କରୁଥିବା ଟମକା-ମଙ୍ଗଳପୁର ରାସ୍ତାରେ ଶୁକ୍ରବାର ଦିନ ଦ୍ୱିପ୍ରହରରେ ଲୁଟେରାମାନେ ବନ୍ଧୁକ ଦେଖାଇ ଫାର୍ମା କମ୍ପାନୀର ଦୁଇ…

6 years ago

ବିଦା ହେଉଛନ୍ତି ଓଡ଼ିଆ ଶ୍ରମିକ, କର୍ମଚାରୀ

ଯାଜପୁର ଅଫିସ,୪।୬:କଳିଙ୍ଗନଗର ଶିଳ୍ପାଞ୍ଚଳରେ ରହିଥିବା ଏକମାତ୍ର ପେଲେଟ କାରଖାନା ବିଆର୍‌ପିଏଲ୍‌ (ବ୍ରାହ୍ମଣୀ ରିଭର୍ସ ପିଲେଟ୍ସ ଲିମିଟେଡ) ରେ ଅଣଓଡିଆଙ୍କ ପ୍ରାଧାନ୍ୟ ଅଧିକ ରହୁଛି। ମନମୁଖି ଭାବେ ସ୍ଥାନୀୟ…

6 years ago

ସ୍ମିତାରାଣୀ ମୃତ୍ୟୁ ମାମଲା: ରୂପେଶ ଭଦ୍ରଙ୍କୁ ହାଇକୋର୍ଟରୁ ଜାମିନ

କଟକ ଅଫିସ୍‌/ଧର୍ମଶାଳା, ୨।୬(ଡି.ଏନ୍‌.ଏ.): ଯାଜପୁର ହରିଦାଶପୁର ପଞ୍ଚାୟତର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇଥିବା ରୂପେଶ ଭଦ୍ରଙ୍କୁ ସୋମବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି।…

6 years ago

‘ଡିସ୍‌ଚାର୍ଜ ପୂର୍ବରୁ କରାଯାଇ ନ ଥିଲା ସ୍ବାବ୍‌ ପରୀକ୍ଷା’

ଯାଜପୁର ଅଫିସ୍‌/ରସୁଲପୁର, ୨।୬ (ଡି.ଏନ୍‌.ଏ.): କରୋନା ଚିକିତ୍ସାକୁ ନେଇ ଗୁରୁତର ଅଭିଯୋଗ ଆଣିଛନ୍ତି ଆରୋଗ୍ୟ ହୋଇ ଫେରିଥିବା ଜଣେ ସଂକ୍ରମିତ। ମେଡିକାଲରୁ ଡିସ୍‌ଚାର୍ଜ କରାଯିବା ପୂର୍ବରୁ ତାଙ୍କର…

6 years ago

ଅଙ୍ଗନଓ୍ବାଡି କର୍ମୀଙ୍କ ଆତ୍ମହତ୍ୟା ଘଟଣା: ସ୍ବାମୀ, ଶାଶୁ, ଶ୍ୱଶୁର ଗିରଫ

ରତ୍ନଗିରି, ୩୧। ୫ (ଡି.ଏନ.ଏ)-ବରୀ ବ୍ଲକ ଅଧୀନ ମହାକାଳପଡ଼ା ପଞ୍ଚାୟତ ନିଳାପଦା ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ପ୍ରିୟଦର୍ଶିନୀ ସିଂହ (୩୦)ଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ତାଙ୍କ ସ୍ବାମୀଙ୍କ…

6 years ago