ଯାଜପୁର

ପ୍ରବାସୀ ହେବାକୁ ବାଧ୍ୟ ହେଉଛନ୍ତି ଶ୍ରମିକ

ଯାଜପୁର ଅଫିସ,୧୦।୮: ସାଧାରଣ ଓ ଗରିବ ଲୋକଙ୍କୁ କାମ ଯୋଗାଇ ଆର୍ଥତ୍କ ସ୍ତରରେ ଉନ୍ନତି ଆଣିବା ପାଇଁ ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) କାର୍ଯ୍ୟକାରୀ…

6 years ago

ଖତ ଖାଉଛି ଉଦ୍ଧାରକାରୀ ବୋଟ୍‌

ବରୀ,୧୦ା୮(ଡି.ଏନ.ଏ): ବନ୍ୟା ସମୟରେ ଲୋକମାନଙ୍କୁ ଉଦ୍ଧାର କରିବାକୁ ବ୍ୟବହୃତ ସରକାରୀ ବୋଟ୍‌ଗୁଡ଼ିକ ରାସ୍ତାକଡ଼ରେ ଦୀର୍ଘ ଦିନ ଧରି ଅଯତ୍ନ ଭାବେ ପଡ଼ିରହିଛି। ବରୀ ବ୍ଲକ ଅଞ୍ଚଳ ଦେଇ…

6 years ago

ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଅ: ହାଇକୋର୍ଟ

ଯାଜପୁର ଅଫିସ,୧୦।୮: ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ…

6 years ago

ପୁନଃ ଲିଜ୍‌ ସରିଲା, ସ୍ଥାନାନ୍ତର ହେଲାନି

ଯାଜପୁର ଅଫିସ,୮।୮: ଯାଜପୁର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଓ ୫୩ ନମ୍ବର ଜାତୀୟ ରାଜପଥର ଶ୍ରୀରାମପୁର ଟୋଲପ୍ଲାଜା ସ୍ଥାନାନ୍ତରଣ ସମସ୍ୟା ଅସମାହିତ ହୋଇରହିଛି।…

6 years ago

ନଗଡ଼ାକୁ ପକ୍କାରାସ୍ତା ପାଇଁ ରିପୋର୍ଟ ବାଧକ

ଯାଜପୁର ଅଫିସ୍‌,୮ା୮: ଯାଜପୁର ଜିଲା ସୁକିନ୍ଦା ବ୍ଲକର ନଗଡ଼ାରେ ପୁଷ୍ଟିହୀନତାଜନିତ ଶିଶୁମୃତ୍ୟୁ ଘଟଣା ୨୦୧୬ ଜୁଲାଇରେ ସାରା ଦେଶରେ ଚହଳ ପକାଇଥିଲା। ଏଥିଯୋଗୁ ରାଜ୍ୟ ଓ କେନ୍ଦ୍ର…

6 years ago

ଟ୍ରକ୍‌କୁ ପଛରୁ ଧକ୍କା ଦେଲା କାର୍‌: ୩ ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଧର୍ମଶାଳା,୭ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଛକଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨…

6 years ago

ଫାଇଦାରେ ଆଗୁଆ, ନିଯୁକ୍ତିରେ ପଛୁଆ

ଯାଜପୁର ଅଫିସ୍‌,୬ା୮: କଳିଙ୍ଗନଗରରେ ଶିଳ୍ପାୟନ ପଛରେ ମୂଳ ଲକ୍ଷ୍ୟ ରହିଥିଲା ସ୍ଥାନୀୟ ଅଞ୍ଚଳ ସମେତ ରାଜ୍ୟର ନିଯୁକ୍ତି ଏବଂ ଅର୍ଥନୈତିକ କ୍ଷେତ୍ରରେ ବିକାଶ। ଏହି ଅଞ୍ଚଳକୁ ଶିଳ୍ପ…

6 years ago

ଚାଷୀଙ୍କୁ ମିଳୁନି ଆର୍‌କେଭିୱାଇ ସହାୟତା

ଯାଜପୁର ଅଫିସ,୪। ୮: ଗତ ୨ ବର୍ଷ ମଧ୍ୟରେ ସାମୁଦ୍ରିକ ବାତ୍ୟା ହୁଡ୍‌ହୁଡ୍‌, ତିତ୍‌ଲି, ଫନୀ ଓ ଅମ୍ଫନ ଯୋଗୁ ଯାଜପୁର ଜିଲାର ଚାଷୀମାନେ ବିପୁଳ କ୍ଷତି…

6 years ago

‘ଜମି, ଗାଁ ନିଅ, ଆମକୁ ବିସ୍ଥାପିତ କର’

ଯାଜପୁର ଅଫିସ,୩ା୮: ଜିଲାରେ ସିମେଣ୍ଟ କାରଖାନା ପ୍ରତିଷ୍ଠା ପରେ ପ୍ରଦୂଷଣ ମାତ୍ରା ଅଧିକ ହୋଇଛି। ସୁକିନ୍ଦା ରେଲୱେ ସାଇଡିଂରେ ସିମେଣ୍ଟ କାରଖାନା ପାଇଁ ଉଦ୍ଦିଷ୍ଟ କଞ୍ଚମାଲ ଜିପସମ୍‌…

6 years ago

ଶହୀଦ ସ୍ମୃତିପୀଠକୁ ଅଣଦେଖା

ବରୀ,୩ା୮: ସ୍ବାଧୀନତା ସଂଗ୍ରାମରେ ଯାଜପୁର ଜିଲା ବରୀ ବ୍ଲକର ଅବଦାନ ସ୍ବର୍ଣ୍ଣିମ ଇତିହାସରେ ସ୍ବତନ୍ତ୍ର ସ୍ଥାନ ପାଇଛି। ୧୯୪୨ମସିହାରେ ମହାତ୍ମା ଗାନ୍ଧୀଙ୍କ ଭାରତ ଛାଡ଼ ଆନ୍ଦୋଳନ ଡାକରାରେ…

6 years ago