ରସୁଲପୁର,୯।୪(ଡିଏନଏ)- କରୋନା ପ୍ରଭାବରେ ସବୁକିଛି ଠପ୍ ହୋଇଯାଇଛି। ଛୋଟମୋଟ ବ୍ୟବସାୟରୁ ଆରମ୍ଭ କରି ବଡ଼ବଡ଼ ଶିଳ୍ପସଂସ୍ଥାରେ ତାଲା ଝୁଲୁଛି। ଏହାଦ୍ୱାରା ଅଧିକ ପ୍ରଭାବିତ ହୋଇଛନ୍ତି ଦିନ ମଜୁରିଆ…
କାଳିଆପାଣି,୮।୪(ଡିଏନଏ): ଯାଜପୁର ଜିଲା ସୁକିନ୍ଦା ବ୍ଳକ କଅଁସ ପଞ୍ଚାୟତର ଟିକରପଡ଼ା ଗ୍ରାମରେ ଏବେ ୫୩ ପରିବାର ବସବାସ କରୁଥିବାବେଳେ ବୁଧବାର ମାତ୍ର ୧୦ ପରିବାର ପାଖରେ ପହଞ୍ଚିଛି…
ବିଞ୍ଝାରପୁର, ୮।୪(ଡି.ଏନ.ଏ.): ବିଞ୍ଝାରପୁର ଥାନା କଲ୍ୟାଣପୁର ପଞ୍ଚାୟତ କାହ୍ନୁପୁର ଗ୍ରାମରେ ମଙ୍ଗଳବାର ଜମିବାଡିକୁ କେନ୍ଦ୍ରକରି ସଂଘର୍ଷ ଘଟିଥିଲା। ଏଥିରେ ଗୋଟିଏ ପରିବାରର ୩ଜଣ ଗୁରୁତର ହୋଇଥିବାବେଳେ ସେମାନଙ୍କୁ…
ରତ୍ନଗିରି,୮।୪(ଡି.ଏନ.ଏ): ସାମାଜିକ ଦୂରତ୍ୱ ରକ୍ଷା କରବା ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। ଏହାକୁ ପାଳନ କରା ନ ଗଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ନିର୍ଦ୍ଦେଶ…
ରତ୍ନଗିରି,୮।୪(ଡି.ଏନ.ଏ): ଯାଜପୁର ଜିଲା ବରୀ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ବରୀ ପୋଲିସ ସହଯୋଗର ହାତ ବଢାଇଛି। ବରୀ ଥାନାଧିକାରୀ ମାର୍କଣ୍ଡ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ହୋମଗାର୍ଡ…
ରସୁଲପୁର,୮।୪(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳର ଜଣେ ମୌଲବୀ କରୋନା ଆକ୍ରାନ୍ତଭାବେ ଚିହ୍ନଟ ହେବା ପରେ ପ୍ରଶାସନର ଚିନ୍ତା ବଢ଼ିଯାଇଛି। ଗତ ଶନିବାରଠାରୁ ସୋମବାର…
ରସୁଲପୁର,୮।୪(ଡିଏନଏ): ରସୁଲପୁର ବ୍ଲକ ବ୍ରହ୍ମବରଦାକୁ କଣ୍ଟେନମେଣ୍ଟ ଜୋନଭାବେ ଘୋଷଣା କରାଯାଇଛି। ଏହି ଅଞ୍ଚଳରେ ଏପ୍ରିଲ ୧୨ ପର୍ଯ୍ୟନ୍ତ ଶଟଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଏହି ଅବଧି ମଧ୍ୟରେ…
ଯାଜପୁର,୮।୪(ଡି.ଏନ୍.ଏ.): ଯାଜପୁର ଜିଲା ବ୍ରହ୍ମବରଦାରେ କଣ୍ଟେନମେଣ୍ଟ ଅବଧିକୁ ବୃଦ୍ଧି କରାଯାଇଛି। ଏପ୍ରିଲ ୧୨ ରାତି ୮ଟା ଯାଏ କଣ୍ଟେନ୍ମେଣ୍ଟ ଅବଧିକୁ ଜିଲା ପ୍ରଶାସନ ବଢ଼ାଇଛି। ବ୍ରହ୍ମବରଦା ଅଞ୍ଚଳରେ…
ଯାଜପୁର ଅଫିସ/ଯାଜପୁର ଟାଉନ,୬ା୪(ଡି.ଏନ.ଏ.) ଯାଜପୁର ଜିଲାର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ରସୁଲପୁର ବ୍ଲକର ବ୍ରହ୍ମବରଦା ଗ୍ରାମ ଏବଂ ଏହାର ୩ କି.ମି. ପରିଧି ଅଞ୍ଚଳକୁ ପ୍ରଶାସନ…
ରସୁଲପୁର,୬।୪(ଡିଏନଏ): କରୋନା କଟକଣା ପାଇଁ ଚାରିଆଡ ଶୂନଶାନ ରହିଛି। ଏହାସତ୍ତ୍ୱେ ଜଣେ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ି ଚାଳନା ଓ ରାସ୍ତା ନିୟମ ଉଲ୍ଲଂଘନ ଯୋଗୁ ରସୁଲପୁର…