ଯାଜପୁର

ଆକ୍ରୋଶମୂଳକ ଗିରଫଦାରି ବିରୋଧରେ ଥାନା ସମ୍ମୁଖରେ ଭାଜପାର ପ୍ରତିବାଦ

ବିଞ୍ଝାରପୁର,୪।୧୨(ଡି.ଏନ୍‌.ଏ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତରେ ଗତ ସାଧାରଣ ନିର୍ବାଚନ ପରଠାରୁ ରାଜନୈତିକ ଛକାପଞ୍ଝା ଲାଗି ରହିଆସୁଥିଲା। ସୋମବାର ସାରେ ଏହା ଉଗ୍ରରୂପ ଧାରଣ…

6 years ago

ମେସ୍କୋ ଗ୍ରୁପ୍‌ ଅଧ୍ୟକ୍ଷାଙ୍କୁ ନଜରବନ୍ଦୀ ଘଟଣା: କର୍ମଚାରୀ ସଂଘ ସହ ଚାଲିଛି ଆଲୋଚନା

କଳିଙ୍ଗନଗର,୪।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଗ୍ରୁପ୍‌ ମାଲିକାନାରେ ଥିବା ମୈଥାନ କାରଖାନା କର୍ମଚାରୀ ୧୧ ମାସର ବକେୟା ଦରମା ପାଇ ନ ଥିବାରୁ ଗତ…

6 years ago

ଟେନିସ୍‌ ପ୍ରଚାର ପାଇଁ ମିନି ମାରାଥନ

ଯାଜପୁର ଟାଉନ,୪ା୧୨(ଡି.ଏନ୍‌.ଏ.)- ଟେନିସ୍‌ ଖେଳକୁ ପ୍ରୋତ୍ସାହିତ କରିବା ନିମନ୍ତେ କଳିଙ୍ଗ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଟ୍‌(କେଜିଆଇ) ପ୍ରଚେଷ୍ଟା ଜାରି ରଖିଛି। ଏଥିପାଇଁ ଯାଜପୁର ଜିଲାରେ ମିନି ମାରାଥନ କରି…

6 years ago

ରୁଦ୍ରପୁର ଗ୍ରାମରେ ରାଜନୈତିକ ଗୋଷ୍ଠୀ ସଂଘର୍ଷ, ଦୁଇ ଗୁରୁତର ପୂର୍ବତନ ସରପଞ୍ଚଙ୍କ ସମେତ ୩ ଗିରଫ

ବିଞ୍ଝାରପୁର,୪ା୧୨(ଡି.ଏନ୍‌.ଏ)- ଗତ ସାଧାରଣ ନିର୍ବାଚନ ପରଠାରୁ ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତର ରୁଦ୍ରପୁର ଗ୍ରାମରେ ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ଲାଗି ରହିଥିବା ଛକାପଞ୍ଝା ସୋମବାର…

6 years ago

ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ବିଧାୟକ

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୪ା୧୨(ଡି.ଏନ୍‌.ଏ)- ବଡ଼ଚଣା ବ୍ଲକ ଅର୍ନ୍ତଗତ ବାଲିଚନ୍ଦ୍ରପୁର ପଞ୍ଚାୟତର ୫ଗୋଟି ପ୍ରକଳ୍ପକୁ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥି ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି। ଏହି ପଞ୍ଚାୟତ ଅର୍ନ୍ତଗତ ୭ଲକ୍ଷ…

6 years ago

କିନ୍ନର ସଂଘ ଶାନ୍ତି ସେନା ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଯାଜପୁର ରୋଡ୍‌,୪ା୧୨(ନି.ପ୍ର.)- ଯାଜପୁର ରୋଡ୍‌ କିନ୍ନର ସଂଘ ଶାନ୍ତି ସେନା ପକ୍ଷରୁ ମଙ୍ଗଳବାର ଡ ପ୍ରିୟଙ୍କା ରେଡ୍ଡିଙ୍କ ଉଦ୍ଦେଶ୍ୟରେ ଏକ କ୍ୟାଣ୍ଡେଲ ସୋଭାଯାତ୍ରା କରାଯାଇଛି। କିନ୍ନର ସଂଘର…

6 years ago

ଗାଡି ଡିକି ଭାଙ୍ଗି ଲୁଟି ନେଲେ ସୁନା ଅଳଙ୍କାର

ବିଞ୍ଝାରପୁର,୪ା୧୨(ଡି,ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇନ୍ଦା ଛକରେ ସୁନା ଅଳଙ୍କାର ଦୋକାନ କରିଥିବା ଶ୍ୟାମସୁନ୍ଦର ସାହୁଙ୍କ ଗାଡି ଡିକ ଭାଙ୍ଗି ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା…

6 years ago

ହିଲ୍‌ଭ୍ୟୁ ହୋଟେଲରେ ମେସ୍କୋ ନିର୍ଦ୍ଦେଶିକା ନଜରବନ୍ଦୀ

କଳିଙ୍ଗନଗର,୪ା୧୨(ଡି.ଏନ୍‌.ଏ)- କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଗ୍ରୁପ୍‌ର ମାଲିକାନାରେ ଥିବା ମୈଥାନ କାରଖାନା କର୍ମଚାରୀ ୧୧ ମାସ ହେବ ଦରମା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ଦୀର୍ଘଦିନର…

6 years ago

ରସୁଲପୁର ତହସିଲ ପକ୍ଷରୁ ଚଢାଉ: ୫ ବାଲି ବୋଝେଇ ଟ୍ରାକ୍ଟର ଜବତ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ ମଙ୍ଗଳବାର ଜାବରା ପଞ୍ଚାୟତସ୍ଥିତ ବ୍ରାହ୍ମଣୀ ନଦୀଘାଟ ଉପରେ ଚଢ଼ାଉ କରି ବେଆଇନ ବାଲି ପରିବହନରେ ନିୟୋଜିତ ୫ ଟ୍ରାକ୍ଟରକୁ ଜବତ…

6 years ago

୨ଲୁଟେରାଙ୍କୁ ଗୋଡ଼ାଇ ଧରିଲା ପୋଲିସ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ବନ୍ଧଡିହ ପଞ୍ଚାୟତରେ ଦୁଇଜଣ ମହିଳାଙ୍କୁ ଟଙ୍କା ଲୁଟି ନେଇ ଫେରା ହୋଇଯାଉଥିବା ୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଗୋଡ଼େଇ ଗୋଡ଼େଇ କୁଆଖିଆ ଥାନା…

6 years ago