ଯାଜପୁର

ଚୋରି ଉଦ୍ୟମ ପଣ୍ଡ: ଚୋରକୁ ଗୋଡ଼ାଇ ଧରିଲେ ଲୋକେ

ରସୁଲପୁର,୨୨।୧୧(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଲକ୍ଷ୍ମୀନଗର ପଞ୍ଚାୟତ ବାଲିଆପଶି ଗ୍ରାମରେ ଗୁରୁବାର ରାତି ସାଢେ ୯ଟାରେ ଚୋରି ଉଦ୍ୟମ ପଣ୍ଡ ହୋଇଛି। ଗାଁ ଲୋକେ ଚୋରକୁ…

7 years ago

ଆବାସ ଯୋଜନାରେ ସହାୟତା ପ୍ରଦାନରେ ବିଳମ୍ବ: ବିଡିଓଙ୍କୁ ଦାବିପତ୍ର ଦେଲେ ହିତାଧିକାରୀ

କୋରେଇ,୨୨ା୧୧(ସ୍ବ.ପ୍ର.): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଜହ୍ନା ପଞ୍ଚାୟତର ବହୁ ହିତାଧିକାରୀ ୧ ବର୍ଷ ହେବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ଆବାସ ଯୋଜନାରେ…

7 years ago

ରାହାଡପୁର ପାହାଡ଼ରେ ଚଢ଼ାଉ: ଖାଦାନ ରାସ୍ତା କାଟି ଅଲଗା କଲା ତହସିଲ ପ୍ରଶାସନ, ହାଇୱା ସହ ୨ ଟ୍ରକ୍‌ ଜବତ

ଧର୍ମଶାଳା/ଚଢେଇଧରା.୨୨ା୧୧(ଡି.ଏନ୍‌.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ରାହାଡପୁର କଳାପଥର ପାହାଡରୁ ବେଆଇନ ପଥର ଉତ୍ତୋଳନ ରୋକିବା ନେଇ ଗୁରୁବାର ତହସିଲ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ପାହାଡରେ ବେଆଇନ…

7 years ago

କ୍ରୋମାଇଟ ଲୋଡିଂରେ ଚାନ୍ଦା ଆଦାୟକୁ ବିରୋଧ: ଖଣି କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ

କାଳିଆପାଣି,୨୨ା୧୧(ଡି.ଏନ୍‌.ଏ.): ସୁକିନ୍ଦା କ୍ରୋମାଇଟ ଖଣି ପରିବହନରେ ଶ୍ରମିକମାନେ ଟ୍ରକ୍‌ ଲୋଡିଂ କ୍ଷେତ୍ରରେ ବେଆଇନ ଚାନ୍ଦା (ମାମୁଲି) ଆଦାୟ କରୁଥିବା ଅଭିଯୋଗ ହୋଇଛି। ଏ ନେଇ ଗୁରୁବାର ଟ୍ରକ୍‌ମାଲିକ…

7 years ago

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ: ଶାଶୁ, ଶ୍ୱଶୁର, ଦିଅରଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ

କୋରେଇ,୨୧।୧୧ (ସ୍ବ.ପ୍ର.): ପାଣିକୋଇଲି ଥାନା ଅନ୍ତର୍ଗତ ପଥରପଦା ପଞ୍ଚାୟତର ତାଜପୁର(ଗୋବିନ୍ଦପୁର) ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦିଅରଙ୍କ ଆକ୍ରମଣରେ ଭାଉଜ ଚେତାଶୂନ୍ୟ ହେବା…

7 years ago

ରାଜ୍ୟସ୍ତରୀୟ ସଞ୍ଜିତ୍‌ ମେମୋରିଆଲ କ୍ରିକେଟ୍‌: ହାଇକୋର୍ଟ ବାର ଆସୋସିଏଶନ ବିଜୟୀ

ଚଣ୍ଡିଖୋଲ,୨୧।୧୧(ଡି.ଏନ.ଏ): ରାଜ୍ୟସ୍ତରୀୟ ସଞ୍ଜିତ୍‌ ମେମୋରିଆଲ କ୍ରିକେଟ୍‌ ବଡ଼ଚଣା ବ୍ଲକ ଗୁଲଜାରନଗର ପାଟଣା ଖେଳ ପଡ଼ିଆଠାରେ ବୁଧବାର ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳା ଯାଇଥିଲା। ଏଥିରେ ପ୍ରଥମେ କଟକସ୍ଥିତ…

7 years ago

ଆରଟିଓଙ୍କ ଚଢାଉ: ୨ବସ୍‌, ୨ଟ୍ରକ ଜବତ

ଚଣ୍ଡିଖୋଲ,୨୧।୧୧(ଡି.ଏନ.ଏ): ଚଣ୍ଡିଖୋଲ ଆଞ୍ଚଳିକ ପରିବହନ ଅଧିକାରୀ ଲାଲମୋହନ ସେଠୀଙ୍କ ନେତୃତ୍ୱରେ ମଙ୍ଗଳବାର ରାତ୍ରିରେ ଜାତୀୟ ରାଜପଥ ଉପରେ ତନଖି କରାଯାଉଥିଲା। ଏହି ସମୟରେ ଓଡିଶାରୁ କଲିକତା ଅଭିମୁଖେ…

7 years ago

ଡକାୟତି ଉଦ୍ୟମ ବେଳେ ୬ ଗିରଫ

ଚଣ୍ଡିଖୋଲ,୨୧।୧୧ (ଡି.ଏନ.ଏ): ଯାଜପୁର ଜିଲା ଚଣ୍ଡିଖୋଲ ଛକ ନିକଟରେ ଥିବା ଏକ ଆପାର୍ଟମେଣ୍ଟଠାରେ ମଙ୍ଗଳବାର ରାତିରେ ୬ଜଣ ଯୁବକ ଡକାୟତି ଯୋଜନା କରୁଥିଲେ। ଏହି ସମୟରେ ପୋଲିସ…

7 years ago

ନାବାଳିକାଙ୍କ ବିବାହ ବନ୍ଦ କଲା ପୋଲିସ

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର, ୨୧।୧୧ (ଡି.ଏନ.ଏ/ସ୍ବ.ପ୍ର): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଲଙ୍ଗୁଳି ମଠ ପରିସରରେ ବୁଧବାର ନାବାଳିକାଙ୍କ ବିବାହ ଆୟୋଜନ ଚାଲିଥିଲା। ଖବରପାଇ ବାଲିଚନ୍ଦ୍ରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି…

7 years ago

୨୨ରେ ଜିଲାପାଳ ଅଫିସ ଘେରିବ କଂଗ୍ରେସ

ଯାଜପୁର ଟାଉନ,୨୧।୧୧(ଡି.ଏନ.ଏ.): ଜିଲା କଂଗ୍ରେସ ପକ୍ଷରୁ ଆସନ୍ତା ୨୨ତାରିଖ ଜିଲାପାଳଙ୍କ ଅଫିସ ଘେରାଉ କରାଯାଇ ଗଣଧାରଣା ଦିଆଯିବ ବୋଲି ଜିଲା କଂଗ୍ରେସ ସଭାପତି ମନୋଜ କୁମାର ରାଉତ…

7 years ago