ଯାଜପୁର

ଦୁର୍ଘଟଣା ବଢ଼ାଉଛି ଜାତୀୟ ରାଜପଥରେ ଗାଡ଼ି ପାର୍କିଂ

ଚଣ୍ଡିଖୋଲ,୧୩।୧୦(ଡି.ଏନ.ଏ)- ୧୬ନଂ. ଜାତୀୟ ରାଜପଥର ଛତିଆ ନିକଟରେ ବେଆଇନଭାବେ ରାଜପଥ ଉପରେ ଗାଡ଼ିଗୁଡ଼ିକ ଠିଆହୋଇ ରହିବା ଯୋଗୁ ଯାତାୟାତରେ ବ୍ୟାଘାତ ସୃଷ୍ଟି ହେବା ସହ ଦୁର୍ଘଟଣା ବୃଦ୍ଧି…

7 years ago

ଧରିତ୍ରୀ ପ୍ରଭାବ: ଅଙ୍ଗନୱାଡି କର୍ମୀଙ୍କ ଉପରେ ବର୍ଷିଲେ ଡବ୍ଲ୍ୟୁସିଡିଓ 

ବିଞ୍ଝାରପୁର,୧୩ା୧୦(ଡି.ଏନ.ଏ)- ବିଞ୍ଝାରପୁର ବ୍ଲକ ମହିଳା ଓ ସମନ୍ବିତ ଶିଶୁ ବିକାଶ ବିଭାଗର କାର୍ଯ୍ୟକଳାପକୁ ନେଇ ‘ଧରିତ୍ରୀ’ରେ ଗତ ୧୯ତାରିଖରେ ଖବର ପ୍ରକାଶିତ ହୋଇଥିଲା। ସେଥିରେ ବିଞ୍ଝାରପୁର ବ୍ଲକରେ…

7 years ago

ଅଭିଯୁକ୍ତଙ୍କୁ ଗିରଫ କରିବାର ନାଁ ଧରୁନି ପୋଲିସ: ପୀଡିତାଙ୍କ ପରିବାରକୁ ହତ୍ୟା ଧମକ

ବିଞ୍ଝାରପୁର,୧୨।୧୦(ଡି.ଏନ.ଏ): ରାଜ୍ୟ ସରକାର ମୋ ସରକାର ଯୋଜନାର ସଫଳତା ପାଇଁ ଦିନ ରାତି ଏକ କରିଦେଇଛନ୍ତି। ହେଲେ ବିଞ୍ଝାରପୁର ଥାନା ଅଞ୍ଚଳରେ ଜଣେ ବଳାତ୍କାର ଓ ପ୍ରତାରଣାରେ…

7 years ago

ଆମ ଗାଁ ଆମ ବିକାଶ ଯୋଜନା ପ୍ରକଳ୍ପ ନିମ୍ନମାନର: ୬ମାସ ପୂରିନି, ଭାଙ୍ଗିଲା ଗାଧୁଆ ତୁଠ

ରସୁଲପୁର,୧୨।୧୦(ଡିଏନଏ): ରସୁଲପୁର ବ୍ଲକର ବଡକଇଁଚି ପଞ୍ଚାୟତରେ ଆମ ଗାଁ ଆମ ବିକାଶ ଯୋଜନାରେ ପୋଖରୀ ପାହାଚ ଓ ଗାଧୁଆ ତୁଠ ନିର୍ମାଣ ଅତ୍ୟନ୍ତ ନିମ୍ନମାନର ହୋଇଛି। ପରିଣାମ…

7 years ago

ନରସିଂହ ଚୌଧୁରୀ ସ୍ବୟଂଶାସିତ କଲେଜ: ଖାଲି ପଡ଼ିଛି ୫୦% ଅଧ୍ୟାପକ ପଦବୀ

ଯାଜପୁର ଅଫିସ,୧୨ା୧୦:  ଯାଜପୁର ଜିଲାରେ ଉଚ୍ଚଶିକ୍ଷାର ବିକାଶ ପାଇଁ ସ୍ଥାନୀୟ ରାଜନୈତିକ ନେତୃବର୍ଗ ଅନେକ ସମୟରେ ବଡ଼ ବଡ଼ ସ୍ବପ୍ନ ଦେଖାଇ ଚାଲିଛନ୍ତି । ନିକଟରେ ନରସିଂହ…

7 years ago

ଜଙ୍ଗଲ ଜମିରେ ଲଜିଷ୍ଟିକ ପାର୍କ: ତଦନ୍ତ ରିପୋର୍ଟ ମାଗିଲା ଏନ୍‌ଜିଟି

ଯାଜପୁର ଅଫିସ,୧୨ା୧୦: କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଦାନଗଦୀ ତହସିଲ ଯଖପୁରା ମୌଜାର ଏକ ଶାଳ କିସମ ଜମିରେ ସାଇଜର ଲିମିଟେଡ ନାମକ ସଂସ୍ଥା ଗତ ଏକ ବର୍ଷ…

7 years ago

ରସୁଲପୁର ଗସ୍ତରେ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ : ଅପହଞ୍ଚ ପଞ୍ଚାୟତରେ ପଡ଼ୁନି ଦୃଷ୍ଟି

ରସୁଲପୁର,୧୧।୧୦(ଡି.ଏନ୍‌.ଏ.)- ରସୁଲପୁର ବ୍ଲକକୁ ଗୁରୁବାର ଅପରାହ୍ନରେ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ସତ୍ୟନାରାୟଣ ଦାଶ ଗସ୍ତରେ ଆସି ଫେରି ଯାଇଛନ୍ତି। ସେ ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ…

7 years ago

ବିବାହ ପ୍ରତିଶ୍ରୃତି ଦେଇ ଅପହରଣ ମାମଲା : ଅପହୃତା ନାବାଳିକା ତେଲେଙ୍ଗାନାରୁ ଉଦ୍ଧାର

ରସୁଲପୁର,୧୧ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବନ୍ଧଡିହ ପଞ୍ଚାୟତ ସାହାପଡ଼ା ଗ୍ରାମର ଯୁକ୍ତ ୨ରେ ପଢ଼ୁଥିବା ଜନୈକା ଛାତ୍ରୀ(୧୭)ଙ୍କୁ ଗତ ମାସ ୨୩ତାରିଖରେ ଅପହରଣ ହୋଇଥିଲା।…

7 years ago

ନିଲାମ ଘାଟରୁ ବେଆଇନ ବାଲି ଚାଲାଣ

ରସୁଲପୁର,୧୧।୧୦(ଡି.ଏନ୍‌.ଏ.): ରସୁଲପୁର ତହସିଲ ଅଧିନରେ ଥିବା ବ୍ରାହ୍ମଣୀ ନଦୀର ଅଧିକାଂଶ ନିଲାମ ବାଲି ଘାଟରେ ପାଣି ପଶିି ଯାଇଛି। ତେଣୁ ବାଲି ଉତ୍ତୋଳନ ଓ ପରିବହନ ସାମୟିକ…

7 years ago

ନିର୍ବାଚନରେ ବ୍ୟାନର ଛିଣ୍ଡା ପ୍ରସଙ୍ଗ : ହୋମଗାର୍ଡଙ୍କୁ ବିଜେଡି ନେତାଙ୍କ ଧମକ

ଯାଜପୁର ଅଫିସ,୧୧ା୧୦: ଯାଜପୁର ଜିଲା ବରୀ-ରାମଚନ୍ଦ୍ରପୁର ଥାନାରେ ଗତ ସାଧାରଣ ନିର୍ବାଚନରେ ବ୍ୟାନର ଛିଣ୍ଡାଇବା ଘଟଣାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳର କେତେକ ବିଜେଡି ନେତା ଜଣେ…

7 years ago