ଯାଜପୁର

ଜଙ୍ଗଲ ଜମିରେ ବେଆଇନ ପଥର ଖାଦାନ: ଚଢ଼ାଉବେଳେ ଅଧିକାରୀଙ୍କୁ ଆକ୍ରମଣ, ଜାଣିଶୁଣି ମାମଲା ଦାୟର କଲେନି ଅଧିକାରୀ

ଯାଜପୁର ଅଫିସ/ଜେନାପୁର(ଡି.ଏନ୍‌.ଏ.),୧୧।୮- ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧିନସ୍ଥ ବିଛାଖଣ୍ଡି ଜଙ୍ଗଲ ଜମିରେ ଥିବା ବେଆଇନ ପଥର ଖାଦାନ ଉପରେ ଚଢ଼ାଉ ସମୟରେ ଶନିବାର ଏକ ଅଭାବନୀୟ…

6 years ago

ନାଲିଫିତା ତଳେ ବିରଜାକ୍ଷେତ୍ରକୁ ରେଳ ପ୍ରକଳ୍ପ: ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଭେଟିଲା ବିରଜା କ୍ଷେତ୍ର ବିକାଶ ପରିଷଦ

ଯାଜପୁର ଅଫିସ,୧୧।୮- ଯାଜପୁର କେନ୍ଦୁଝରରୋଡ଼- ଧାମରା ରେଳ ପ୍ରକଳ୍ପ ସର୍ଭେ ରିପୋର୍ଟ ଦୁଇବର୍ଷ ହେବ କେନ୍ଦ୍ର ସରକାରଙ୍କ ନାଲି ଫିତାତଳେ ଚପି ରହିଛି। ଏନେଇ ଜନସାଧାରଣଙ୍କ ମଧ୍ୟରେ…

6 years ago

ତେଣ୍ଟା ନାଳରେ ମାଛମରାକୁ ନେଇ ତେଜୁଛି ବିବାଦ: ବେଆଇନ ଆଡ଼ିବନ୍ଧ ଯୋଗୁ ଚାଷଜମିକୁ ଯାଇପାରୁନି ପାଣି, ବଢ଼ୁଛି ଚାଷୀ ଅସନ୍ତୋଷ

ବିିଞ୍ଝାରପୁର,୧୧।୮(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବରପଦା ତେଣ୍ଟା ନାଳରେ ମାଛ ଧରିବାକୁ ସ୍ଲୁଇସ୍‌ ଗେଟ୍‌ ବନ୍ଦ କରିବା ସହିତ ଆଡିବନ୍ଧ କରାଯାଇଥିବାରୁ ସ୍ଥାନୀୟ ଅଞ୍ଚଳର ଚାଷୀମାନଙ୍କ ମଧ୍ୟରେ…

6 years ago

ବରୀ ବ୍ଲକର: ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ

ବରୀ,୧୦।୮(ସ୍ବ.ପ୍ର.): ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯାଜପୁର ଜିଲା ବରୀ ବ୍ଲକରେ ୨୧୮ ବିଦ୍ୟାଳୟରେ ୧ା୧ା୨୦୧୧ରୁ ରେଗୁଲାର ହୋଇଥିବା ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କର ସାର୍ଟିଫିକେଟ ଯାଞ୍ଚପ୍ରକ୍ରିୟା ଆରମ୍ଭ…

6 years ago

‘ଖୁସି’ ସଚେତନତା କାର୍ଯ୍ୟକ୍ରମ

ଧର୍ମଶାଳା,୧୦।୮(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ କିଶୋରୀ ସ୍ବଚ୍ଛତା କାର୍ଯ୍ୟକ୍ରମ ‘ଖୁସି’ ଶୁକ୍ରବାର ଧର୍ମଶାଳା ମହିଳା ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। କ୍ରୀଡ଼ା ଅଧ୍ୟାପିକା ସୁନୀତା ମହାନ୍ତି ଅଧ୍ୟକ୍ଷତା ଆୟୋଜିତ…

6 years ago

ପୂର୍ବ ଶତ୍ରୁତାକୁ ନେଇ ଗଣ୍ଡଗୋଳ, ଜଣେ ଅଟକ

ଚଣ୍ଡିଖୋଲ, ୧୦।୮(ଡି.ଏନ୍‌.ଏ.): ବଡ଼ଚଣା ଥାନା ଅଧୀନସ୍ଥ ବନ୍ଦାଳ ପଞ୍ଚାୟତର ଡିହକରନ୍ଦା ଗ୍ରାମରେ ଶୁକ୍ରବାର ଗୋଟିଏ ପରିବାର ତିନି ଜଣଙ୍କୁ ସେହିଗ୍ରାମର ଜଣେ ଯୁବକ ମରାଣାନ୍ତକ ଆକ୍ରମଣ କରିଥିବା…

6 years ago

ଫନିପାଲ ବିଦ୍ୟାଳୟର ନାମ ପରିବର୍ତ୍ତନକୁ ବିରୋଧ

ଯାଜପୁର ରୋଡ,୧୦।୮(ନି.ପ୍ର.): କ୍ରାନ୍ତି ଦିବସ ଅବସରରେ ଶୁକ୍ରବାର ସ୍ମୃତି ସଂସଦ କମିଟିର ଆବାହକ ମଦନ ମୋହନ ଜେନାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଡ. ଫନିପାଲ ବିଦ୍ୟାଳୟ ପରିସରରେ ଏକ…

6 years ago

ଡେଙ୍ଗୁ ସଚେତନତା ଅଭିଯାନ ଶୁଭାରମ୍ଭ

କଳିଙ୍ଗନଗର,୧୦।୮(ଡି.ଏନ୍‌.ଏ.): କଳୀଙ୍ଗନଗର ସ୍ଥିତ ଟାଟା ଷ୍ଟିଲ କାରଖାନା ପକ୍ଷରୁ ଶୁକବ୍ରାର ସ୍ଥାନୀୟ ଲୋକମାନଙ୍କୁ ଡେଙ୍ଗୁ ରୋଗ ନିବାରଣ ପାଇଁ ପ୍ରତିକାରାତ୍ମକ ଓ ଆରୋଗ୍ୟକର ପଦକ୍ଷେପ ବିଷୟରେ ସଚେତନ…

6 years ago

ଛତିଆ ଅଞ୍ଚଳରେ ପୁଣି ଲୁଟେରା ସକ୍ରିୟ : ବନ୍ଧୁକ ଦେଖାଇ ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲୁଟ୍‌

ଛତିଆ,୯।୮(ଡିଏନ୍‌ଏ)- ଦୀର୍ଘଦିନର ନୀରବତା ପରେ ଛତିଆ ଅଞ୍ଚଳରେ ପୁଣି ସକ୍ରିୟ ହୋଇ ଉଠିଛନ୍ତି ଲୁଟେରା। ଗୁରୁବାର ଅପରାହ୍ନରେ ଲୁଟେରାମାନେ ବନ୍ଧୁକ ଦେଖାଇ ୩ଜଣ ବ୍ୟାଙ୍କ କର୍ମଚାରୀଙ୍କଠାରୁ ୮୧…

6 years ago

ବିନା ଛାତ୍ରୀଛାତ୍ରରେ ଚାଲିଛି ବିଦ୍ୟାଳୟ : ରାମକୃଷ୍ଣ ସଂସ୍କୃତ ଟୋଲ

ଯାଜପୁରଟାଉନ,୯।୮(ଡିଏନଏ): ଯାଜପୁର ସଦର ମହକୁମାଠାରୁ ମାତ୍ର ୫କି.ମି. ଦୂରତାରେ ଏଭଳି ଏକ ବିଦ୍ୟାଳୟ ଅଛି ଯେଉଁଠି ଶ୍ରେଣୀଗୃହ ଅଛି, ଶିକ୍ଷକ ଅଛନ୍ତି, ମାତ୍ର ଛାତ୍ରୀଛାତ୍ର ନାହାନ୍ତି। ଉକ୍ତ…

6 years ago