ଯାଜପୁର

ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ ସବ ଇନ୍ସପେକ୍ଟର, ମାଡ଼ି ବସିଲା ଭିଜିଲାନ୍ସ

ଯାଜପୁର,୩।୭: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ସବ ଇନ୍ସପେକ୍ଟର। ଜଣେ ବ୍ୟକ୍ତିଙ୍କୁ ବ୍ୟବଚ୍ଛେଦ ରିପୋର୍ଟ ଦେବା ଲାଗି ବିଂଝାରପୁର ଥାନା ସବ ଇନ୍ସପେକ୍ଟର କେଶବ ଦାଶ…

1 year ago

୫-ଟି ସ୍କୁଲ ଛାତରୁ ପ୍ଲାଷ୍ଟର ଖଣ୍ଡ ଖସି ୫ ଛାତ୍ରୀ ଆହତ

ଚଣ୍ଡିଖୋଲ,୩।୭(ପ୍ରଦୀପ୍ତ କୁମାର ପୃଷ୍ଟି):ବଡ଼ଚଣା ବ୍ଲକ ଅନ୍ତର୍ଗତ କୁନ୍ଦଳ ପଞ୍ଚାୟତର ମା’ ମଲିହାଶୁଣୀ ୫-ଟି ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ଛାତରୁ ପ୍ଲାଷ୍ଟର ଖଣ୍ଡ ଖସିପଡ଼ିଛି। ପ୍ରାର୍ଥନା ସାରି ଛାତ୍ରୀଛାତ୍ର…

1 year ago

ଜାବରା ସେତୁରେ ଲହଡ଼ି ମାରୁଛି ବର୍ଷାଜଳ

ଜେନାପୁର,୩।୭(ଅଶୋକ ଦାସ):ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରି ସେହି ଅଞ୍ଚଳର ବିକାଶ ପ୍ରକ୍ରିୟାରେ ସନ୍ତୁଳନ ରକ୍ଷା ଲାଗି ବିଭିନ୍ନ ନଦୀ ନାଳ ଉପରେ…

1 year ago

ସିଲ୍‌ ହେଲା ବଲେ ବଲେ ଢାବା

ଧର୍ମଶାଳା,୨ା୭:ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସିଲ୍‌ ହୋଇଛି। ଏହାସହ ହୋଟେଲ୍‌ରେ ଥିବା ସମସ୍ତଙ୍କ ଆସବାବପତ୍ର ଖୋଲି ନିଆଯାଇଛି। ପୂର୍ବରୁ…

1 year ago

ମହିଳାଙ୍କଠାରୁ ଠକିନେଲେ କୋଟିଏ ଟଙ୍କା

ଯାଜପୁର ଟାଉନ,୨ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ଜଣେ ଯୁବକ ପ୍ରଲୋଭନ ଦେଖାଇ ଶତାଧିକ ମହିଳାଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ କରିନେଇଥିବା ଅଭିଯୋଗ ହୋଇଥିଲା ା ସମ୍ପୃକ୍ତ…

1 year ago

ମୃତ ବ୍ୟକ୍ତିଙ୍କ ନାମରେ ଆସୁଛି ଭତ୍ତା ଟଙ୍କା

କାଏମା,୨ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ପାଟପୁର ପଞ୍ଚାୟତରେ ଭତ୍ତା ଟଙ୍କା ବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏଠାରେ ବର୍ଷ ବର୍ଷ ଧରି ମୃତବ୍ୟକ୍ତିଙ୍କ ନାମରେ…

1 year ago

ଖଣି ଅଞ୍ଚଳରୁ ହଟୁଛି ଘଡ଼େଇ ପରିବାରର ପତିଆରା

କାଳିଆପାଣି,୨ା୭(ଅସିତ୍‌ ମହନ୍ତ):ଶ୍ରମିକ ସଂଘ (ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦାନ ମଜଦୁର ସଂଘ ବା ଏସ୍‌ଆର୍‌ସିକେଏମ୍‌ଏସ୍‌) ପକ୍ଷରୁ କାଳିଆପାଣି ଖଣି ଅଞ୍ଚଳରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିବାବେଳେ…

1 year ago

ବଲେ ବଲେ ଢାବାକୁ ନେଇ ଆସିଲା ଚାଞ୍ଚଲ୍ୟକର ତଥ୍ୟ: ସିଲ୍‌ ହେବ ଢାବା

ଧର୍ମଶାଳା,୨ା୭ (ବଟକୃଷ୍ଣ ପରିଡା):ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ସିଲ୍‌ ହେବ ବୋଲି ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ସୋମବାର ସୂଚନା ଦେଇଛନ୍ତି। ନେଉଳପୁରସ୍ଥିତ…

1 year ago

ବଲେ ବଲେ ପରେ କୁସୁମାର ୨ ବଙ୍ଗଳା: ସରକାର ବଦଳିବା ପରେ ଚର୍ଚ୍ଚାରେ ସରକାରୀ ସମ୍ପତ୍ତି

ଯାଜପୁର/ଯାଜପୁର ସଦର,୧ା୭(ହର୍ଷବର୍ଦ୍ଧନ ବେହେରା/ସମର ବିଜୟ ଶରଣ): ସରକାରୀ ଜମି ଓ ଅର୍ଥରେ ନିର୍ମାଣ ହୋଇଥିବା ବିଭିନ୍ନ କୋଠାଘର ବ୍ୟକ୍ତିଗତ ସମ୍ପତ୍ତି ଭାବେ ବ୍ୟବହାର ହେଉଥିବାର ଅଭିଯୋଗ ଗୋଟିଏ…

1 year ago

ହାଲୁଆ ପ୍ୟାକେଟରେ ପୋକ ସାଲୁବାଲୁ; ବିପଦରେ ଶିଶୁଙ୍କ ଜୀବନ, କାହାର ନିଘା ନାହିଁ

ଯାଜପୁର,୧ା୭(ହର୍ଷବର୍ଦ୍ଧନ ବେହେରା): ଶିଶୁମାନଙ୍କ ମାନସିକ ଓ ଶାରୀରିକ ବିକାଶ ଲାଗି ସରକାର ସମନ୍ବିତ ଶିଶୁ ବିକାଶ ଯୋଜନାରେ ହାଲୁଆ ପ୍ୟାକେଟ ବଣ୍ଟନ କରିବାର ବ୍ୟବସ୍ଥା କରିଛନ୍ତି। ୬…

1 year ago