ଯାଜପୁର,୧୪।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ଆବାସ, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ସମେତ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା…
ଯାଜପୁର,୧୨ା୧୧(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା ଦଶରଥପୁରସ୍ଥିତ କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନରେ ଥିବା ସମିତିଗୁଡ଼ିକ ମାଧ୍ୟମରେ ଚାଷୀଙ୍କୁ ଋଣ ପ୍ରଦାନରେ ବ୍ୟାପକ ଅନିୟମିତତା ହେଉଛି। ସମୁଦାୟ ଋଣ…
ଚଣ୍ଡିଖୋଲ,୧୧ା୧୧(ପ୍ରଦୀପ୍ତ କୁମାର ପୃଷ୍ଟି): ଦୀର୍ଘ ୨ ବର୍ଷ ୧୦ ମାସର ପ୍ରତୀକ୍ଷା ପରେ ଶୁକ୍ରବାର ମା’କୋଟ୍ରାକ୍ଷୀଙ୍କ ମୂର୍ତ୍ତି ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ଦର୍ପଣଗଡ଼ ଗ୍ରାମକୁ…
ଯାଜପୁର,୧୧ା୧୧(ହର୍ଷବର୍ଦ୍ଧନ ବେହେରା): ସହରବାସୀଙ୍କ ଦାବି, ଆନ୍ଦୋଳନ ପରେ ଦୀର୍ଘ ବର୍ଷ ଧରି ଅବହେଳିତ ହୋଇ ପଡ଼ିରହିଥିବା ବ୍ୟାସ ସରୋବର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଚାଲିଛି। ଜଙ୍ଗଲ ଜମିରେ ଏହା…
ଯାଜପୁର,୧୦ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବସବାସ କରୁଥିବା ଆଦିବାସୀଙ୍କ ବସତି କଲୋନୀ ନିର୍ମାଣରେ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମଏଫ୍)ପାଣ୍ଠିର ଅନିୟମିତତା ଅଭିଯୋଗର ବୈଷୟିକ ତଦନ୍ତ…
ଯାଜପୁର,୯।୧୧: ଯାଜପୁର ସଦର ଥାନା ବରୁହାଁ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ ଓ ଟ୍ୟାଙ୍କର ଧକ୍କାରେ ୨ ମୃତ୍ୟୁ ବରଣ କରିଥିବା ବେଳେ…
ଯାଜପୁର,୭ା୧୧(ହର୍ଷବର୍ଦ୍ଧନ ବେହେରା): ଆଦିବାସୀମାନଙ୍କ ସର୍ବାଙ୍ଗୀନ ବିକାଶ ନିମନ୍ତେ ୨୦୦୮ରୁ ଜଙ୍ଗଲ ଅଧିକାର ସ୍ବୀକୃତି ଆଇନ-୨୦୦୬ କାର୍ଯ୍ୟକାରୀ ହେଉଛି। ଏହି ଆଇନରେ ଜଙ୍ଗଲ ଉପରେ ନିର୍ଭରଶୀଳ ଅନୁସୂଚିତ ଜନଜାତି…
ବରୀ,୬।୧୧(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ ଚିଙ୍ଗୁଡ଼ିଆ ନଦୀର ଶାଖା ଦୁଧେଇ ନଦୀରେ ଜଣେ ଯୁବତୀ ଭାସିଯାଉଥିବାବେଳେ ଉଦ୍ଧାର ହୋଇଛନ୍ତି। ସ୍ଥାନୀୟ ଲୋକଙ୍କଠୁ ଖବର ପାଇ ଅବସର ପ୍ରାପ୍ତ…
କାଏମା,୫ା୧୧(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ବ୍ଲକ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତର ଭିନ୍ନକ୍ଷମ ସୁରେଶ ମଳିକଙ୍କ ପରିବାର ଦୁଃଖଦୁର୍ଦ୍ଦଶାରେ ଦିନ କାଟୁଛନ୍ତି। ୪୦ ବର୍ଷୀୟ ସୁରେଶଙ୍କ ପରିବାର କହିଲେ ବାପା, ମା’,…
ରସୁଲପୁର,୫ା୧୧(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ ଅଦିନିଆ ବର୍ଷା ହୋଇଛି। ରବି ଋତୁରେ ଅଣଧାନ ଫସଲ ପାଇଁ ବର୍ଷା ଉପଯୋଗୀ ବୋଲି କୁହାଯାଉଛି।…