ଯାଜପୁର

ଆସନ୍ତାକାଲି ଏହି ଜିଲାରେ ସବୁ ସ୍କୁଲ୍‌ ଛୁଟି, ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ…

ଯାଜପୁର,୨ା୨: ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ। ଆଜି ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚି ରାତ୍ରିଯାପନ କରିବେ । ରାଷ୍ଟ୍ରପତି ଆସୁଥିବାରୁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆସନ୍ତା ତିନି ତାରିଖରେ ରାଷ୍ଟ୍ରପତି ଯାଜପୁର…

ଦୁର୍ଘଟଣା ମୁହାଁ କେଲୁଅ ନଦୀବନ୍ଧ: ନିର୍ବାଚନ ପରେ ସଠିକ୍‌ ଢଙ୍ଗରେ ହେଉନି ପୂର୍ତ୍ତ ବିଭାଗ କାମ

ଧର୍ମଶାଳା,୨।୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କାଏମା ବ୍ରିଜ ଠାରୁ ମିର୍ଜାପୁର ନଦୀବନ୍ଧ ରାସ୍ତାର ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଏ ନେଇ ପ୍ରତ୍ୟେକ ଦିନ ଦୁର୍ଘଟଣା ଦେଖିବାକୁ ମିଳୁଛି। ବାଇକ ଓ ସାଇକେଲ ଆରୋହୀଙ୍କ ସମେତ ଚାରିଚକିଆ…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମାଲ୍‌ ବୋଝେଇ ହାଇୱା ଛକ ନିକଟରେ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଛି। ଘଟଣାସ୍ଥଳରେ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ମୁତାବକ ସେହି ଗ୍ରାମର ଜଣେ ବ୍ୟକ୍ତି ଦୁର୍ଯ୍ୟୋଧନଙ୍କୁ ସରକାରୀ ସାହାଯ୍ୟ ଦେବା ଆଶାରେ…

ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅବିଭାବକ: ଶିକ୍ଷକ ନଥିବାରୁ…

ଧର୍ମଶାଳା,୨୯।୧(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ରସୁଲପୁର ବ୍ଲକ କଲଣ ପଞ୍ଚାୟତ ନୂଆହାଟ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଅବିଭାବକ ଓ ଛାତ୍ରୀଛାତ୍ର ଧାରଣାରେ ବସିଛନ୍ତି। ସୂଚନା ମୁତାବକ ବିଦ୍ୟାଳୟରେ ୫ଟି ଶ୍ରେଣୀରେ…

ନାବାଳିକାଙ୍କୁ ଅସଦାଚରଣ କରି ଥାନାରେ ଯୁବକ ଅଟକ

ଧର୍ମଶାଳା,୨୯ା୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚହଟା ଗ୍ରାମର ଜଣେ ଯୁବକ ୭ବର୍ଷର ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଧର୍ମଶାଳା ପୋଲିସ ଯୁବକଙ୍କୁ ଥାନାରେ ଅଟକ ରଖିଥିବା ଜଣାପଡ଼ିଛି। ତେବେ ଘଟଣାର ସ୍ପଷ୍ଟତା ଜଣାପଡ଼ି ନ ଥିବା…

ଓଡ଼ିଶା ବନ୍ଦ ପ୍ରଭାବ: ରାସ୍ତାରେ ଛିଡା ହୋଇଛି ଶହ ଶହ ଗାଡ଼ି

ଧର୍ମଶାଳା,୨୮।୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ଠାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ରାଜ ରାସ୍ତା ବନ୍ଦ କରାଯାଇଛି। ଧାନ ମଣ୍ଡିରେ ଅବ୍ୟବସ୍ଥା, ପ୍ରଦୂଷଣ ନାମରେ ସାଧାରଣ ବ୍ୟକ୍ତିଙ୍କଠାରୁ ଫାଇନ ଆଦାୟ,…

ଥାନାଠାରୁ ୫୦ ମିଟର ଦୂରରେ ୯ ଦୋକାନରୁ ଚୋରି

ଧର୍ମଶାଳା,୨୬ା୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନାଠାରୁ ୫୦ମିଟର ଦୂରରେ ଥିବା ବଜାରରେ ଥିବା ଦୋକାନଗୁଡ଼ିକ ମଧ୍ୟରୁ ପାଖାପାଖି ୯ରୁ ଅଧିକ ଦୋକାନରୁ ଚୋରି ହୋଇଥିବା ସୋମବାର ସକାଳୁ ଦେଖିବାକୁ ମିଳିଛି। ତେବେ ଚୋରି କରୁଥିବା ବେଳେ ଜଣଙ୍କୁ ଧରି…

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର ରାତି ଅଧିଆ ଚଢାଉ କରି ସାଇବର ଠକେଇ ଅଭିଯୋଗରେ ତିନି ଜଣଙ୍କୁ ଉଠାଇ ନେଇଥିବା…

ରୋଚକ ହେଉଛି ଯାଜପୁର ରାଜନୀତି: ଗୋଟିଏ ଦିନରେ ଦୁଇଥର ଦଳ ପରିବର୍ତ୍ତନ

ଯାଜପୁର,୧୮।୧: ଭାଜପାକୁ ଶକ୍ତ ଝଟ୍‌କା। ଭାଜପାରେ ମିଶିବାର ୨୪ ଘଣ୍ଟା ନପୂରୁଣୁ ବିଜେଡିକୁ ଫେରିଲେ ବିଜେଡି ନେତ୍ରୀ। ଯାଜପୁର ଜଲାପରିଷଦ ସଭ୍ୟା ଟିନା ହାଇବୃ ବିଜେଡିକୁ ଫେରିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଡାନି ଘଡେଇଙ୍କ ସହ ଫଟୋ ଭାଇରାଲ ହୋଇଛି। ଗତକାଲି…

ଧର୍ମଶାଳା ପାଖର ଛକ ନିକଟରେ ଦୁର୍ଘଟଣା: ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି; ୫ରୁ ଅଧିକ…

ଧର୍ମଶାଳା,୧୬।୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ପାଖର ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ୫ରୁ ଅଧିକ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମଇଁଷିଗୁଡ଼ିକ ଚରି ସାରି…

ଯାଜପୁରରେ ଭାଙ୍ଗୁଛି ବିଜେଡି ଗଡ଼: ଭାଜପାରେ ସାମିଲ ହେଲେ ପୂର୍ବତନ ଏମ୍‌ପି ସହ ବହୁ ବରିଷ୍ଠ ନେତୃତ୍ୱ…

ଧର୍ମଶାଳା,୧୬।୧(ଶିବପ୍ରସାଦ ମହାନ୍ତି): ବିଜେଡିକୁ ବଡ଼ ଝଟକା। ବିଜେଡିର ବହୁ ବରିଷ୍ଠ ନେତୃତ୍ୱମାନେ ଶୁକ୍ରବାର ଭାଜପାରେ ଯୋଗ ଦେଇଛନ୍ତି। ଏହି ମିଶ୍ରଣ ପର୍ବରେ ଯାଜପୁରର ପୂର୍ବତନ ଏମ୍‌ପି ଶ୍ରୀମତୀ ରିତା ତରାଇ ଭାଜପାରେ ସାମିଲ ହୋଇଛନ୍ତି। ରସୁଲପୁର ବ୍ଲକ୍‌ ଅଧ୍ୟକ୍ଷ ଅରୁଣ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?