ଗଣମାଧ୍ୟମ ଓ ଯୁବପିଢ଼ି ଗଣତନ୍ତ୍ରର ରକ୍ଷାକବଚ
ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.), ୨୪।୫ : ଗଣତନ୍ତ୍ରରେ ଯେପରି ବିରୋଧୀ ନ ଥିଲେ ଶାସନ ବ୍ୟବସ୍ଥା ଭୁଶୁଡି ପଡେ, ସେହିପରି ଗଣମାଧ୍ୟମ ଓ ଯୁବପିଢ଼ି ଗଣତନ୍ତ୍ରର ରକ୍ଷାକବଚ ସାଜିଥାଆନ୍ତି ା ବିଶେଷକରି କହିବାକୁ ଗଲେ ସରକାର ଓ ଲୋକଙ୍କ ମଧ୍ୟରେ…
ଯାଜପୁର ରୋଡ୍-ଧାମରା ରେଳପଥକୁ ମଞ୍ଜୁରୀ ଦାବି
ପାଣିକୋଇଲି,୨୩ା୫(ଡି.ଏନ.ଏ.): ରେଲଓ୍ବେ ପକ୍ଷରୁ ଓଡ଼ିଶାରେ ବରଗଡ଼ରୋଡ-ନୂଆପଡ଼ା ଭାୟା-ପଦ୍ମପୁର ଓ ଅନୁଗୋଳ-ତାଳଚେର ରେଳପଥ ନିର୍ମାଣ ପାଇଁ ମଞ୍ଜୁରୀ ପ୍ରଦାନ କରାଯାଇଥିବାରୁ ଯାଜପୁରରୋଡ-ଧାମରା ରେଳପଥ ସଂଗ୍ରାମ ସମିତି ପକ୍ଷରୁ ସ୍ବାଗତ କରାଯାଇଛି। ମାତ୍ର ୯୫.୯୫ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଯାଜପୁରରୋଡ-ଧାମରା ଭାୟା ଯାଜପୁର ଓ…
ଟମକା-ମଙ୍ଗଳପୁର ମୁଖ୍ୟ ରାସ୍ତା ଜାମ
କାଳିଆପାଣି,୨୩ା୫(ଡି.ଏନ.ଏ.): ଯାଜପୁର ଜିଲାର କାଳିଆପାଣି ଖଣି ଅଞ୍ଚଳରେ ଟ୍ରାଫିକ୍ ସମସ୍ୟା ଜଟିଳ ହେବାରେ ଲାଗିଛି। ସ୍ଥାନୀୟ ପୋଲିସର ଅପାରଗତା ଓ ଟ୍ରକ୍ ମାଲିକଙ୍କ ବେପରୁଆ ଗାଡି ପାର୍କିଂ ନେଇ ସ୍ଥାନୀୟ ଅଧିବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୂର୍ବରୁ…
ନଦୀରେ ଗାଈ ପାର୍ କରୁଥିବା ବେଳେ ଭାସିଗଲେ ଜଣେ ବ୍ୟକ୍ତି
ବରୀ,୨୨ା୫(ଡି.ଏନ୍.ଏ.): ଯାଜପୁର ଜିଲା ତନ୍ତିଘାଇ ଶାଖା ଚିଙ୍ଗୁଡ଼ିଆ ନଦୀରେ ଗାଈକୁ ପାର୍ କରୁଥିବା ସମୟରେ ବୋଦୁଅ ପଞ୍ଚାୟତ ଏରଡ଼ା ଗ୍ରାମର ସୁକୁଟା ମଳିକ (୪୫) ନଦୀରେ ବୁଡ଼ି ନିଖୋଜ ହୋଇଛନ୍ତି। ସ୍ଥାନୀୟ ଲୋକେ ଓ ପରିବାର ସଦସ୍ୟମାନେ ଖୋଜାଖୋଜି କରି ବିଫଳ…
ଚଢ଼ାଉ ପୂର୍ବରୁ ଖାଦାନ ଶୂନ୍ଶାନ୍
ଯାଜପୁର ଅଫିସ,୨୨ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ କାର୍ଯ୍ୟାଳୟରେ ଦୁର୍ନୀତି ସୀମା ଟପିବାକୁ ବସିଲାଣି। ବିଶେଷକରି ମୂଲ୍ୟବାନ କଳାପଥର ଖାଦାନରୁ ବେଆଇନ ଉତ୍ତୋଳନ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଅଭାବ ଓ ଦୁର୍ନୀତିଗ୍ରସ୍ତ ଲିଜ୍ଧାରୀଙ୍କୁ ପରୋକ୍ଷରେ ଅଧିକାରୀଙ୍କ ସୁରକ୍ଷା ପ୍ରଦାନ ହିଁ ଆହୁରି…
କାଳବୈଶାଖୀରୁ ୪ ଘଣ୍ଟା ଅଟକିଲା ବନ୍ଦେ ଭାରତ ଏକ୍ସପ୍ରେସ୍
ଯାଜପୁର ଅଫିସ, ୨୨।୫: କାଳବୈଶାଖୀ ପ୍ରଭାବରେ ପ୍ରବଳ ଝଡ଼ବର୍ଷା ଓ ପବନ ଯୋଗୁୁ ପୁରୀରୁ ହାଓଡା ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ (ନଂ. ୨୨୮୯୬) ଭଦ୍ରକ ଜିଲା ମଞ୍ଜୁରୀରୋଡ୍ ଷ୍ଟେଶନ ନିକଟରେ ରବିବାର ଅପରାହ୍ନ ସାଢ଼େ ୪ଟାରୁ ପ୍ରାୟ ୪…
୩ ସନ୍ତାନ ପାଇଁ ରଦ୍ଦ ହେଲା ସମିତିସଭ୍ୟ ପଦ
ଚଣ୍ଡିଖୋଲ,୨୧।୫(ଡି.ଏନ.ଏ.):ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଭୁଷଣ୍ଡପୁର ପଞ୍ଚାୟତର ସମିତିସଭ୍ୟ ଜଗନ୍ନାଥ ମୁଦୁଲିଙ୍କ ସଭ୍ୟ ପଦ ରଦ୍ଦ କରାଯାଇଛି। ଚଣ୍ଡିଖୋଲ କୋର୍ଟର ସବ୍ଜଜ ସୌଭାଗ୍ୟ ରଞ୍ଜନ ସ୍ବାଇଁ ତାଙ୍କ ସଭ୍ୟପଦ ରଦ୍ଦ କରିଛନ୍ତି। ଗତ ୧୭ ତାରିଖରେ ଏହି ପଞ୍ଚାୟତ ସମିତିସଭ୍ୟ…
ବରାହ ପୀଠରୁ ମୂର୍ତ୍ତି ଚୋରିକୁ ୮ ବର୍ଷ
ଯାଜପୁରଟାଉନ,୨୧ା୫(ଡି.ଏନ.ଏ.): ଯାଜପୁର ବରାହ ପୀଠରୁ ମୂର୍ତ୍ତି ଚୋରି ଘଟଣାକୁ ୮ ବର୍ଷ ପୂରିଯାଇଛି। ହେଲେ ଏ ପର୍ଯ୍ୟନ୍ତ ଚୋରିର ରହସ୍ୟ ଉନ୍ମୋଚନ ହୋଇପାରିନାହିଁ। ପୋଲିସ ଦୁର୍ବୃତ୍ତଙ୍କୁ କାବୁକରି ପାରିନାହିଁଁ କିମ୍ବା ଚୋରି ମୂର୍ତ୍ତିକୁ ଉଦ୍ଧାର କରିପାରିନାହିଁ। ଯାଜପୁର ସହର ବୈତରଣୀ ନଦୀକୂଳ…
ଜରିମାନା ଦେବାକୁ ଲୁଟ୍ ଜୋରଦାର
ଯାଜପୁର ଅଫିସ,୨୧ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ମୂଲ୍ୟବାନ କଳାପଥର ଚୋରି ଏବେ ଆହୁରି ଜୋର ଧରିଛି। ବିଭିନ୍ନ ପର୍ଯ୍ୟାୟରେ ୨୨ ଜଣ ଲିଜ୍ଧାରୀଙ୍କୁ ୩୨୦ କୋଟି ଟଙ୍କା ଜରିମାନା ନିର୍ଦ୍ଦେଶ ହେବା ପରେ ଏପରି ପରିସ୍ଥିତି ସୃଷ୍ଟି ହୋଇଛି।…
ଅବହେଳିତ ଶାଳପତରିଆ ଆଦିବାସୀ ବସ୍ତି
କାଏମା,୨୦ା୫(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଜନହିତକର ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସେଗୁଡ଼ିକ କିପରି ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚତ୍ବ ସେ ଦାୟିତ୍ୱ ପ୍ରଶାସନିକ ଅଧିକାରୀଙ୍କ ଉପରେ ନ୍ୟସ୍ତ କରାଯାଉଛି। ହେଲେ କେତେକ ସ୍ଥାନରେ ପ୍ରଶାସନିକ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ…
ଗଛଡାଳ ଭାଙ୍ଗିଲା, ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ିଲା
ରସୁଲପୁର,୨୦ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଶୁକ୍ରବାର କାଳବୈଶାଖୀ ତାଣ୍ଡବ ରଚିଛି। ଅପରାହ୍ନରେ ସ୍ବଳ୍ପ ଅବଧିର ଝଡ଼ତୋଫାନ ଯୋଗୁ ଓଡ଼ିଶୋ ପଞ୍ଚାୟତ ବିଶେଷ କ୍ଷତିଗ୍ରସ୍ତ ହୋଇଛି। ଏହି ରାସ୍ତା ପାର୍ଶ୍ୱରେ ଥିବା ଗଛଗୁଡ଼ିକର ଡାଳ ଭାଙ୍ଗି ପଡ଼ିବାରୁ ବାରବାଟୀ-ବାହାବଳପୁର ପୂର୍ତ୍ତ ବିଭାଗ ରାସ୍ତା,…
ଆପତ୍ତି ଉଠାଇଲେ ଏଜି
ଯାଜପୁର ଅଫିସ,୨୦ା୫: ରାଜ୍ୟରେ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ମାନଙ୍କ ସୁରକ୍ଷାରେ ଜାଲ୍ ପ୍ରମାଣପତ୍ରଧାରୀ ଶିକ୍ଷୟିତ୍ରୀଶିକ୍ଷକ ରହିଛନ୍ତି। ଏହି ଶିକ୍ଷୟିତ୍ରୀଶିକ୍ଷକମାନଙ୍କ ପ୍ରମାଣପତ୍ର ଜାଲ୍ ବୋଲି ଯାଞ୍ଚ ପ୍ରକ୍ରିୟାରେ ସ୍ପଷ୍ଟ ହେବା ସତ୍ତ୍ୱେ ବିଇଓମାନେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାନ୍ତି। ଏ ନେଇ…
Archives


