ବିକ୍ରି ହେଉଛି ବିଷାକ୍ତ କେମିକାଲ ଯୁକ୍ତ ମାଛ
ଯାଜପୁରରୋଡ୍,୧୬ା୫(ଡି.ଏନ.ଏ.): ବ୍ୟାସନଗର ସହରରେ ଦିନକୁଦିନ ମାଛ ବ୍ୟବସାୟୀଙ୍କ ଠକାମି ବଢ଼ିବାରେ ଲାଗିଛି। ବର୍ତ୍ତମାନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ବାହାର ରାଜ୍ୟରୁ ଆମଦାନୀ ହେଉଥିବା ମାଛଗୁଡ଼ିକର ଅବସ୍ଥା ଖରାପ ହୋଇଯାଉଥିବା ଦେଖିବାକୁ ମିଳୁଛି। ତେଣୁ ବ୍ୟବସାୟୀମାନେ ଅଧିକ ଦିନ ପର୍ଯ୍ୟନ୍ତ…
କାଳବୈଶାଖୀ:୧୦ ପଞ୍ଚାୟତରେ ବିଦ୍ୟୁତ୍ ସେବା ବ୍ୟାହତ
ରସୁଲପୁର,୧୬ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷାପବନ ସହ କୁଆପଥର ମାଡ଼ ହୋଇଛି। ବାତ୍ୟା ଅତିକ୍ରାନ୍ତ ହେବାର ଦିନକ ପରେ କାଳବୈଶାଖ ଯୋଗୁ ଏହି ବ୍ଲକର୍ ଲକ୍ଷ୍ମୀନଗର, ପହଁଗା ଆଦି ପଞ୍ଚାୟତରେ ବିଦ୍ୟୁତ୍ ଖୁଣ୍ଟ ଭୁଶୁଡ଼ି ପଡ଼ିବା…
ଅନୁଦାନ ଖର୍ଚ୍ଚରେ ଅନିୟମିତତା
ବରୀ,୧୬ା୫(ଡି.ଏନ.ଏ.): ଯାଜପୁର ଜିଲା ବରୀ ଶିକ୍ଷାମଣ୍ଡଳ ଅଧୀନ ସାମନ୍ତ ସିଂହାର ସରକାରୀ ଉଚ୍ଚ ବିଦ୍ୟାଳୟକୁ ଆସିଥିବା ଅନୁଦାନ ଖର୍ଚ୍ଚରେ ବ୍ୟାପକ ଅନିୟମିତତା ହୋଇଥିବା ଜଣାପଡ଼ିଛି। ବରୀ ଅଞ୍ଚଳର ଦର୍ଶନ ବେହେରା ନାମକ ବ୍ୟକ୍ତି ସୂଚନା ଅଧିକାର ଆଇନ ବଳରେ ଏହି ବିଦ୍ୟାଳୟକୁ…
ବାର୍ଷିକ ୪୦୦ ଜୀବନହାନି
ଯାଜପୁର ଅଫିସ,୧୬ା୫: ଭାରତର ବିପର୍ଯ୍ୟୟ ହଟ୍ସ୍ପଟ୍ ମଧ୍ୟରେ ଓଡ଼ିଶା ରହିଆସିଛି। ବାତ୍ୟା, ବନ୍ୟା, ମରୁଡ଼ି ଭଳି ଦୁର୍ବିପାକ ପ୍ରାୟ ପ୍ରତିବର୍ଷ ଘଟୁଛି। ଏଭଳି ବିପର୍ଯ୍ୟୟ ସହ ବଜ୍ରପାତରେ ଅଧିକ ଜୀବନହାନି ଘଟୁଛି। ୧୯୯୯ ମହାବାତ୍ୟା ପରେ ଏଯାଏ ବଜ୍ରପାତରେ ୫୦୦୦ରୁ ଅଧିକ…
ଗହଣା ଶୋ’ରୁମରେ ବଡ଼ ଧରଣର ଡକାୟତି
ଭୁବନେଶ୍ୱର,୧୫।୫(ବ୍ୟୁରୋ): ଯାଜପୁର ଜିଲା ବ୍ୟାସନଗର ବଜାରରେ ଥିବା ଏକ ‘ସେନ୍କୋ’ ଗହଣା ଶୋ’ ରୁମରେ ବଡ଼ ଧରଣର ଲୁଟ୍ ହୋଇଛି। ସୋମବାର କର୍ମଚାରୀଙ୍କୁ ମାଡ ମାରି ୭ ଡକାୟତ ବିପୁଳ ପରିମାଣର ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ସୂଚନା…
ଯାଜପୁର ପୌରପାଳିକା ଗୋଦାମ ଗୃହ ଜଳିଗଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଯାଜପୁର ଅଫିସ,୧୫ା୫: ଯାଜପୁର ପୌରପାଳିକା ଗୋଦାମଗୃହ ସୋମବାର ସକାଳେ ଜଳିଯାଇଛି। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଗାନ୍ଧିଛକ ନିକଟରେ ଊର୍ଦ୍ଦୁ ସ୍କୁଲରେ ସ୍ଥାୟୀ ଭାବେ ପୌରପାଳିକା ଗୋଦାମ ଗୃହ ଚାଲିଥିଲା। ଏଠାରେ ଫିନାଇଲ, ମଶାତେଲ, ପରିମଳ ଲାଗି ବ୍ୟବହୃତ…
ସମସ୍ୟାଘେରରେ ବେତ କାରିଗର
କାଏମା,୧୫ା୫(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ମିର୍ଜାପୁର ପଞ୍ଚାୟତ କଣ୍ଟାବଣିଆ ଗାଁର ବେତ କାରିଗର ଏବେ ସମସ୍ୟାଘେରରେ। ଏହି ଗାଁରେ ପାଖାପାଖି ୪୦ରୁ ଊର୍ଦ୍ଧ୍ୱ ପରିବାର ବେତରେ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରି ତାହାକୁ ବିକ୍ରି କରି ପରିବାର ଗୁଜରାଣ…
ଟଙ୍କା ପାଇଁ ଆଖି ଅସ୍ତ୍ରୋପଚାର ଅଧାରୁ ଛାଡ଼ିଦେଲେ
ଯାଜପୁରରୋଡ୍,୧୪।୫(ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ସହରରେ ଥିବା କିଛି ଘରୋଇ ନର୍ସିଂହୋମ ଓ ହସ୍ପିଟାଲରେ ଚିକିତ୍ସା ନାମରେ ଶୋଷଣ ଚାଲିଥିବା ଘଟଣା ସାମ୍ନାକୁ ଆସୁଛି। ଏହି କ୍ରମରେ ବ୍ୟାସନଗର ସହରସ୍ଥିତ କ୍ରିଷ୍ଣା ଆଇ ହସ୍ପିଟାଲରେ ଟଙ୍କା ପାଇଁ ଜଣେ ରୋଗୀଙ୍କୁ ଅଧା…
ଜଙ୍ଗଲ ଜମି ମାଲଗୋଡ଼ାରୁ ଚାଲିଛି କଳାପଥର ଲୁଟ୍
ଯାଜପୁର ଅଫିସ,୧୪।୫: ଯାଜପୁର ଜିଲା ଧର୍ମଶାଳା ତହସିଲର କଳାପଥର ଖାଦାନ କେଳେଙ୍କାରୀକୁ ନେଇ ଏବେ ପ୍ରଶାସନ ଦୋମୁହଁା ନୀତି ଅବଲମ୍ବନ କରୁଥିବା ଅଞ୍ଚଳବାସୀ ଅଭିଯୋଗ କରୁଛନ୍ତି। ଗୋଟିଏ ପଟେ ପ୍ରଶାସନିକ ଅନୁମତିଠାରୁ ବହୁ ଗୁଣରେ ଅଧିକ କଳାପଥର ଉତ୍ତୋଳନ କରୁଥିବା ସାଟେଲାଇଟ୍…
ଜଙ୍ଗଲ ଜମିରୁ ମୋରମ ଲୁଟ
ଜେନାପୁର,୧୪।୫(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ତଥା ଡାଳିଯୋଡ଼ା ଫରେଷ୍ଟ ରେଞ୍ଜ ଅଞ୍ଜିରା ପଞ୍ଚାୟତ ଅଧୀନ ଗମ୍ଭାରିଆ ଗ୍ରାମ ନିକଟରୁ ଜଙ୍ଗଲ ଓ ରାଜସ୍ବ ବିଭାଗ ଜମିରୁ ବେଧଡ଼କ ଭାବେ ମୋରମ ଲୁଟ କରାଯାଉଥିବା ଅଭିଯୋଗ ହୋଇଛି। ଦୀର୍ଘଦିନ ଧରି ଏହି…
ଅଜଣା ଗାଡି ଧକ୍କାରେ ୩ ବାଇକ୍ ଆରୋହୀ ମୃତ
ଚଣ୍ଡିଗଡ, ୧୩।୫(ଡି.ଏନ.ଏ.): ଛତିଆ ୧୬ ନଂ ଜାତୀୟ ରାଜପଥ ବଡ଼ଚଣ ର କଢେଇ ପୋଲ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ୩ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଚଣ୍ଡିଖୋଲରୁ କଟକ ଆଡକୁ ଗୋଟିଏ…
କଳାପଥର ପରିବହନରେ ପ୍ରଦୂଷଣ ଉତ୍କଟ
ଯାଜପୁର ଅଫିସ/କବାଟବନ୍ଧ (ଡି.ଏନ୍.ଏ.),୧୩ା୫: ଯାଜପୁର ଜିଲା ଧର୍ମଶାଳା ତହସିଲର କଳାପଥର କେଳେଙ୍କାରୀ ସହ ବାୟୁ ପ୍ରଦୂଷଣ ଏବେ ଚରମସୀମାରେ ପହଞ୍ଚିଛି। ଜିଲା ପ୍ରଶାସନ ପକ୍ଷରୁ ଏଭଳି ଅନିୟମିତତା ଏବଂ ମନମାନିକୁ ନିୟନ୍ତ୍ରଣ କରିବାରେ ସେଭଳି କିଛି ଠୋସ୍ କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳ…
Archives


