ଯାଜପୁର

ଜୀବନ ପାଇଁ ଯୋଜନାର ଅଭାବ

ଯାଜପୁର ଅଫିସ,୨୩ା୮:ଯାଜପୁର ଜିଲାରେ ୨୦୨୦ ଅଗଷ୍ଟ ବନ୍ୟାରେ ୧୨ ଜଣ ଲୋକଙ୍କ ଜୀବନ ଯାଇଥିଲା। ୧୦ ବ୍ଲକ ଓ ୧ ପୌର ପରିଷଦର ପ୍ରାୟ ୧୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ। ଏହି ପ୍ରଳୟଙ୍କରୀ ବନ୍ୟାକୁ ୨ ବର୍ଷ ପୂରିଛି।...

କାଣୀ ନଦୀରେ ବନ୍ୟା

ଯାଜପୁର ଅଫିସ,୨୩ା୮:ବୈତରଣୀ ନଦୀର ଆଖୁଆପଦାଠାରେ ବନ୍ୟା ଜଳ ସାମାନ୍ୟ ହ୍ରାସ ପାଇଥିଲେ ସୁଦ୍ଧା ଏହାର ତଳମୁଣ୍ଡରେ ଥିବା କାଣୀ ନଦୀରେ ବିପତ୍ାତ ଦେଖାଦେଇଛି। ସୋମବାର ସନ୍ଧ୍ୟା ସୁଦ୍ଧା ଆଖୁଆପଦାରେ ବିପଦସଙ୍କେତ ୧୭.୮୩ ମିଟର ସ୍ଥଳେ ୧୭.୮୧ ମିଟର ରହିଛି। କାଣୀ...

ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ

ଧର୍ମଶାଳା,୨୨ା୮(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଙ୍ଗାଧରପୁର ପଞ୍ଚାୟତ କଣିପାଟିଆ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଣିପାଟିଆ ଗ୍ରାମର ରାଜକିଶୋର ମଲିକ (୩୨)। ରାଜକିଶୋର ରଙ୍ଗ ମିସ୍ତ୍ରୀ ଭାବେ କାମ କରନ୍ତି। ରବିବାର...

କଚ୍ଛପ ଗତିରେ ୨୯ ମେଗା ପାଣି ପ୍ରକଳ୍ପ

ଯାଜପୁର ଅଫିସ,୨୨ା୮: ରାଜ୍ୟର ୬ ଖଣି ପ୍ରଭାବିତ ଜିଲାରେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୯ଟି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ କଚ୍ଛପ ଗତିରେ ଚାଲିଛି। ଏଥିରେ ନିୟୋଜିତ...

ମରାମତି ଘାଇ ଭାଙ୍ଗିଲା

ଯାଜପୁର ଅଫିସ,୨୨ା୮: ବୈତରଣୀ ନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀର ଜଳପତନ ବୃଦ୍ଧି ପାଇବାରେ ଲାଗିଛି। ଆଖୁଆପଦା ଠାରେ ବିପଦସଙ୍କେତ ୧୭.୮୩ ମିଟର ରହିଥିବାବେଳେ ସେଠାରେ ରବିବାର ସନ୍ଧ୍ୟା ସୁଦ୍ଧା...

ମରାମତି ଫୁଲୁଛି ବୈତରଣୀ: ଘାଇ ଉପରେ ବନ୍ୟାଜଳ

ଯାଜପୁର ଅଫିସ,୨୧।୮: ଯାଜପୁର ଜିଲା ଦେଇ ପ୍ରବାହିତ ହେଉଥିବା ବୈତରଣୀ ନଦୀ ରବିବାର ପୁଣି ଫୁଲି ଉଠିଛି । ଆଖୁଆପଦାରେ ବିପଦସଙ୍କେତ ୧୭.୮୩ ମିଟର ଥିବା ବେଳେ ସକାଳେ ୧୮.୮୪ ମିଟର ଉପରେ ବନ୍ୟାଜଳ ପ୍ରବାହିତ ହେଉଛି। ଗତ ୧୫...

୨ ମାସର କଂକ୍ରିଟ ରାସ୍ତା ଫାଟିଲା

ଯାଜପୁର ରୋଡ,୨୦ା୮(ଡି.ଏନ.ଏ.): ଯାଜପୁର ଜିଲାର ଅନ୍ୟତମ ପ୍ରମୁଖ ସହର ବ୍ୟାସନଗର ପୌରାଞ୍ଚଳରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଛି। ସହରର ସଫେଇ କାର୍ଯ୍ୟରେ ବ୍ୟାପକ ଅନିୟମିତତା ଅଭିଯୋଗ ହେଉଥିବାବେଳେ ଏବେ ପୁଣି ବିଭିନ୍ନ ୱାର୍ଡ ରାସ୍ତାରେ ନିମ୍ନମାନର କଂକ୍ରିଟକରଣ କାର୍ଯ୍ୟ ଦେଖିବାକୁ...

ଟିପ୍ପର ଚାଳକ, ମା’ଝିଅଙ୍କ ବଚସା ଭିଡିଓ ଭାଇରାଲ

ଧର୍ମଶାଳା,୨୦।୮(ଡି.ଏନ.ଏ.):  ଯାଜପୁର ଜିଲା ଜେନାପୁର ଥାନା ଅଧୀନ ୫୩ ନମ୍ବର ଜାତୀୟ ରାଜପଥରେ ଗତ ୩ତାରିଖରେ ସୁକିନ୍ଦା ଅଞ୍ଚଳର ଅଶୋକ ଚକ୍ରବର୍ତ୍ତୀଙ୍କ ସ୍ତ୍ରୀ ଶ୍ରୀତିକା ଚକ୍ରବର୍ତ୍ତୀ ଓ ତାଙ୍କ ଝିଅ ଲିପିକା ଚକ୍ରବର୍ତ୍ତୀଙ୍କୁ ଟିପ୍ପର ଚାଳକ ଗାଡ଼ି ଚଢ଼ାଇ ହତ୍ୟା...

ପଙ୍କପାଳରେ ଭୂତଳ ଜଳ ସଙ୍କଟ

ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୦।୮: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଦିନକୁ ଦିନ ଭୂତଳ ଜଳସ୍ତର କମିବାରେ ଲାଗିଛି। ଖରାଦିନେ ଲୋକେ ପାଣି ପାଇଁ ହାହାକାର ହେଉଛନ୍ତି। ଶିଳ୍ପସଂସ୍ଥାଗୁଡିକୁ ଭୂତଳ ଜଳ ବ୍ୟବହାର କରିବାକୁ ଜଳ ସମ୍ପଦ ବିଭାଗ ପକ୍ଷରୁ...

ପରିବେଶ ସୁରକ୍ଷା ପ୍ରତି ବିପଦ ନାହିଁ: ଜିଲାପାଳ

ଯାଜପୁର ଅଫିସ,୧୯ା୮: ଯାଜପୁର ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବ୍ୟାସ ସରୋବରର ବିକାଶ ଏବଂ ସୌନ୍ଦର୍ଯ୍ୟକରଣ କାର୍ଯ୍ୟରେ ଏନ୍‌ଜିଟି (ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ) ମାମଲା ଉପରେ ଜିଲାପାଳ ସତ୍ୟପାଠ ଦାଖଲ କରିଛନ୍ତି। ୨୦୨ ପୃଷ୍ଠା ବିଶିଷ୍ଟ ଉକ୍ତ ସତ୍ୟପାଠରେ ଜିଲାପାଳ ଚକ୍ରବର୍ତ୍ତୀ...

ପୁଣି ଗୋଳିଆ ପାଣି ଯୋଗାଣ

ଯାଜପୁର ରୋଡ,୧୯ା୮(ଡି.ଏନ.ଏ.): ଯାଜପୁର ଜିଲାର ଖାଲି ଗ୍ରାମାଞ୍ଚଳ ନୁହେଁ ସହରାଞ୍ଚଳରେ ବି ପାନୀୟ ଜଳ ସମସ୍ୟା ଲାଗି ରହିଛି। ବିଶେଷକରି କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ସହରବାସୀଙ୍କୁ ନିୟମିତ ଭାବେ ଗୋଳିଆ ପାଣି ଯୋଗାଣ ହେଉଛି। ଜଳଯୋଗାଣ...

କମୁଛି ବନ୍ୟାପାଣି, ବଢୁଛି ଦୁର୍ଦ୍ଦଶା

ଯାଜପୁର ଅଫିସ/ଝୁମ୍ପୁରୀ (ଡି.ଏନ.ଏ.),୧୯ା୮: ବୈତରଣୀ ନଦୀର ଜଳ ପତ୍ତନ ହ୍ରାସ ହେବା ପରେ ଯାଜପୁର ଜିଲା ଦଶରଥପୁର ବ୍ଲକରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି। ଏହାସହ ଜଳସମ୍ପଦ ବିଭାଗ ପକ୍ଷରୁ କାଣୀ ନଦୀର ବ୍ରହ୍ମଚାରୀପାଟଣା ଗ୍ରାମଠାରେ ସୃଷ୍ଟି ହୋଇଥିବା ଘାଇର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri