ନିଯୁକ୍ତିରେ ଜାଲିଆତି, ତଦନ୍ତ ନିର୍ଦ୍ଦେଶ
ଯାଜପୁର ଅଫିସ,୧୩ା୫: ରାଜ୍ୟରେ ନକଲି ବିଏଡ୍/ସିଟି ଡିଗ୍ରୀଧାରୀ ଏବଂ ଜାତିଗତ ପ୍ରମାଣପତ୍ର ଜାଲିଆତି କରି ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତି ପାଇବା ଏବେ ସାଧାରଣ କଥା ହୋଇଛି। ଏନେଇ ଶିକ୍ଷା ବିଭାଗ ପକ୍ଷରୁ ବାରମ୍ବାର ସମ୍ପୃକ୍ତ ଜିଲା ଶିକ୍ଷାଧିକାରୀଙ୍କୁ ତଦନ୍ତ କରି ଆଇନଗତ କାର୍ଯ୍ୟାନୁଷ୍ଠାନ…
ମଙ୍ଗଳପୁର-ବଡ଼କୁଆଁଲ ରାସ୍ତା କାମରେ ଦୁର୍ନୀତି
ପ୍ରୀତିପୁର,୧୩ା୫(ଡି.ଏନ୍.ଏ.): ସରକାର ପ୍ରତିବର୍ଷ ରାସ୍ତାଘାଟ ନିର୍ମାଣରେ ଶତାଧିକ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ା ହେଲେ କେତେକ ସ୍ଥାନରେ ଦାୟିତ୍ୱରେ ଥିବା ଅଧିକାରୀ, ଠିକାଦାର ଓ ରାଜନେତାଙ୍କ ମଧୁଚନ୍ଦ୍ରିକା ଯୋଗୁ ସେହି ଅର୍ଥ ବାଟମାରଣା ହେଉଛି ା ଫଳରେ ରାସ୍ତା କାମରେ…
ବିଦ୍ୟୁତ୍ କରେଣ୍ଟ ଲାଗି ଚାଲିଗଲା ଭଉଣୀ ଭାଇଙ୍କ ଜୀବନ
ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍.ଏ.):୧୨।୫: ବିଦ୍ୟୁତ୍ କରେଣ୍ଟ ଲାଗି ଶୁକ୍ରବାର ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସମେତ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପ୍ରଧାନ ଶିକ୍ଷୟିତ୍ରୀ ନିତୁ ମାରାଣ୍ଡି(୩୨) ଏବଂ ସମ୍ପର୍କୀୟ ଭାଇ ରେଲଓ୍ବେ କନ୍ଷ୍ଟେବଲ ଭାବେ କାର୍ଯ୍ୟରତ ଶ୍ୟାମସୁନ୍ଦର ମାରାଣ୍ଡି। ପ୍ରଧାନ…
ଟମକା-ମଙ୍ଗଳପୁର ରାସ୍ତା କାର୍ଯ୍ୟରେ ଶିଶୁ ଶ୍ରମିକ
କାଳିଆପାଣି,୧୧ା୫(ଡି.ଏନ.ଏ.): ଟମକା-ମଙ୍ଗଳପୁର କଂକ୍ରିଟ ରାସ୍ତା ନିର୍ମାଣ ଚାଲିଛି। ମାତ୍ର ଏହି କାର୍ଯ୍ୟରେ ଶିଶୁ ଶ୍ରମିକ ନିୟୋଜିତ ହୋଇଥିବା ଅଭିଯୋଗ ହୋଇଛି। ଟମକା-ମଙ୍ଗଳପୁର ରାସ୍ତାର ସୁକିନ୍ଦା ବ୍ଲକ ଅନ୍ତର୍ଗତ ବେଦାନ୍ତ ଫେକର-କଲରଙ୍ଗୀ ଖଣି ଗେଟ୍ ସମ୍ମୁଖରୁ ଟାଟା ପାଚେରି ପର୍ଯ୍ୟନ୍ତ ଜଣେ ଠିକାଦାର…
ଛତୁଆ ନିମ୍ନମାନର, କମୁନି ପୁଷ୍ଟିହୀନତା
ଯାଜପୁର ଅଫିସ,୧୧ା୫: ଶିଶୁ, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ପୁଷ୍ଟିହୀନତା ଓ ରକ୍ତହୀନତାର ନିରାକରଣ ଲକ୍ଷ୍ୟ ନେଇ ଛତୁଆ ବଣ୍ଟନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଏହି ଛତୁଆରେ ପରିପୂରକ ପୁଷ୍ଟିକର ଖାଦ୍ୟ ଦେବା ବଦଳରେ ଆବଣ୍ଟିତ ଅର୍ଥକୁ କିପରି ବର୍ଷ…
ଦାଦନ ଖଟି ଯାଇଥିବା ନାବାଳିକାଙ୍କ ମୃତ୍ୟୁ
ଯାଜପୁର ଅଫିସ ,୧୧ା୫ : ରାଜ୍ୟରେ ଦ୍ରୁତ ଶିଳ୍ପାୟନକୁ ସରକାର ପ୍ରୋତ୍ସାହନ ଯୋଗାଇ ଚାଲିଛନ୍ତି । ଏହାଦ୍ୱାରା ରାଜ୍ୟର ଖଣିଜ ସମ୍ପଦ ଓ ପ୍ରାକୃତିକ ସମ୍ବଳର ବିନିଯୋଗ ହୋଇ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ଘଟିବ । ବେକାରୀ ସମସ୍ୟା ବି ହଟିବ…
ବୃଦ୍ଧାବୃଦ୍ଧଙ୍କୁ ଡିଜିଟାଲ ଯନ୍ତ୍ରଣା
ଯାଜପୁର ଅଫିସ,୧୦ା୫: ଯାଜପୁର ଜିଲା ଜେନାପୁର ଅଞ୍ଚଳର ହିତାଧିକାରୀ କ୍ଷେତ୍ରବାସୀ ରାଉତ କୁହନ୍ତି, ସେ ଦୈନିକ ବ୍ୟାଙ୍କ ଦୌଡ଼ି ଦୌଡ଼ି ନିରାଶ ହୋଇ ଖାଲି ହାତରେ ଫେରୁଛନ୍ତି। ବ୍ୟାଙ୍କ ବାଲା କହୁଛନ୍ତି ଟଙ୍କା ଆସିନାହିଁ। ଏହାସହ ବ୍ଲକ ଅଫିସ୍କୁ ଯାଇ ନିରାଶ…
ପ୍ରଦୂଷଣ ଜ୍ୱାଳାରେ ୨୦ରୁ ଊର୍ଦ୍ଧ୍ୱ ଗାଁ
ଯାଜପୁର ଅଫିସ,୯ା୫: କଳିଙ୍ଗନଗର ଶିଳ୍ପାଞ୍ଚଳର କେତେକ କାରଖାନା ଏବଂ ସୁକିନ୍ଦା ଖଣି ଅଞ୍ଚଳରୁ ନିଷ୍କାସିତ ବର୍ଜ୍ୟଜଳ ବ୍ରାହ୍ମଣୀ ଓ ଏହାର ଉପନଦୀ ଖରସ୍ରୋତାରେ ମିଶୁଛି। ଏହି ନଦୀ ଜଳରେ ମାରାତ୍ମକ ସାୟନାଇଡ୍ ଓ ଫେନୋଲିକ କମ୍ପାଉଣ୍ଡ (କୋଇଲାଯୁକ୍ତ ପଦାର୍ଥ) ପରିମାଣ ଚିନ୍ତାଜନକ…
ଭିନ୍ନକ୍ଷମ ପୁଅର ସାହାରା ବୃଦ୍ଧା ମା’
ଜେନାପୁର, ୯ା୫(ଡି.ଏନ.ଏ.): ସରକାରଙ୍କ ପକ୍ଷରୁ ଭିନ୍ନକ୍ଷମମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ପ୍ରଦାନ କରିବାର ବ୍ୟବସ୍ଥା ଅଛି। ହେଲେ ବିଭାଗୀୟ ଅଧିକାରୀମାନେ ଏଥିରେ ଅବହେଳା କରୁଥିବାରୁ ଭିନ୍ନକ୍ଷମ ବ୍ୟକ୍ତି ଓ ସେମାନଙ୍କ ପରିବାର ଲୋକେ ହଇରାଣ ହେଉଛନ୍ତି। ଏଭଳି…
ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ, ଥାନାରେ ମାମଲା
ବରୀ,୮ା୫(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ଅଞ୍ଚଳର ଖବରଦାତା ସୁରେଶ ଚନ୍ଦ୍ର କରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସୂଚନାଥାଉକି, ଶ୍ରୀ କର ବାଇଁଶିରିଆ ପଞ୍ଚାୟତକୁ ସରକାରଙ୍କ ତରଫରୁ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଆସୁଥିବା ଅନୁଦାନ ସଦୁପଯୋଗ ହେଉ ନ ଥିବା ଘଟଣାକୁ ଖବର…
କୁମ୍ଭୀର ଭୟରେ ନଦୀକୂଳିଆ ଆତଙ୍କିତ
ଯାଜପୁର ଟାଉନ,୮ା୫(ଡି.ଏନ.ଏ.): ଯାଜପୁର ବ୍ଲକ୍ ଅନ୍ତର୍ଗତ ଖରସ୍ରୋତା ନଦୀର ରାଜଘାଟଠାରୁ ତନ୍ତିଘାଇ ମଧ୍ୟରେ ଏକ କୁମ୍ଭୀର ଭୟରେ ନଦୀକୂଳିଆ ଗ୍ରାମବାସୀଙ୍କ ମନରେ ଆତଙ୍କ ସୃଷ୍ଟି ହୋଇଛି। ଗତ କିଛି ଦିନ ହେବ କୁମ୍ଭୀରଟି ନଦୀ ପଠାରେ ଗୋରୁ ଶବ ଖାଉଥିବାବେଳେ କୁକୁରଙ୍କୁ…
ବସୁନ୍ଧରା ଯୋଜନାରେ ଦୁର୍ନୀତି
ବିଞ୍ଝରପୁର,୮ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ କାର୍ଯ୍ୟାଳୟରେ ବସୁନ୍ଧରା ଯୋଜନାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏହି ଦୁର୍ନୀତିର ତଦନ୍ତକରି ଅଯୋଗ୍ୟ ହିତାଧିକାରୀଙ୍କ ଜମି ପଟ୍ଟା ବାତିଲ କରିବାସହ ସେମାନଙ୍କଠାରୁ ଦଖଲ ଉଚ୍ଛେଦ କରିବାକୁ ଉପଜିଲାପାଳ ବିଞ୍ଝାରପୁର ତହସିଲ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ…
Archives


