ଯାଜପୁର

ରସୁଲପୁର ବ୍ଲକ ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ

ରସୁଲପୁର,୧।୮(ଡି.ଏନ୍‌.ଏ.): ଯାଜପୁର ଜିଲାପାଳ ରଞ୍ଜନକୁମାର ଦାସ ବୁଧବାର ପୂର୍ବାହ୍ନରେ ରସୁଲପୁର ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାପାଳ ଦାସ ଧର୍ମଶାଳା ବ୍ଲକ ଜାରକା ବଜାରସ୍ଥିତ ତ୍ରିନାଥ ମନ୍ଦିରଠାରେ ବରିଷ୍ଠ ନାଗରିକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବା ବାଟରେ ଏହି...

ଅସହାୟ ମା’,ଝିଅଙ୍କୁ ସହାୟତାର ହାତ ବଢ଼ାଇଲେ ତହସିଲଦାର

ରସୁଲପୁର,୧।୮(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ପଞ୍ଚାୟତର ପଠାଣ ମହାଲାରେ ରହୁଥିବା ମା’ ୱାହେଦା ପରବିନ୍‌ ଓ ତାଙ୍କ ୧୨ବର୍ଷର ଝିଅଙ୍କୁ ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ ସହାୟତାରେ ବଢାଇଛନ୍ତି। ଏହି ମା’ଝିଅ ଗତ କିଛିଦିନ ହେଲା ଅର୍ଥାଭାବରୁ...

ଯକ୍ଷ୍ମା ରୋଗ ଚିହ୍ନଟ, ନିରାକରଣ ଉପରେ ସଚେତନତା ଆବଶ୍ୟକ

କାଳିଆପାଣି,୧।୮(ଡି.ଏନ୍‌.ଏ.): ଓଡ଼ିଶା ଖଣି ନିଗମ ପକ୍ଷରୁ ବୁଧବାର ଯକ୍ଷ୍ମା ନିରାକରଣ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଖଣି ନିଗମ ଆଞ୍ଚଳିକ ପରିଚାଳକ ବିଜୟ କୁମାର ବେହେରାଙ୍କ ପ୍ରଚେଷ୍ଟାରେ କାଳିଆପାଣି ହାଇସ୍କୁଲର ଛାତ୍ରୀଛାତ୍ରଙ୍କୁ ନେଇ କମ୍ୟୁନିଟି ହଲ୍‌ଠାରେ...

ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେ.ଭି ଲାଇନ ମରାମତି: ସୁରକ୍ଷା ସରଞ୍ଜାମ ବିନା କାର୍ଯ୍ୟ କରୁଛନ୍ତି ଠିକା ଶ୍ରମିକ

ଯାଜପୁର ରୋଡ,୧।୮(ନି.ପ୍ର): ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକଙ୍କୁ ଆବଶ୍ୟକ ସୁରକ୍ଷା ଉପକରଣ ଯୋଗାଇବା ପାଇଁ ନିୟମ ରହିଛି। କିନ୍ତୁ ନେସ୍କୋ ୟୁନିଟିରେ ଠିକା ଶ୍ରମିକଙ୍କୁ ବିନାସୁରକ୍ଷା ଉପକରଣରେ ବିପଦପୂର୍ଣ୍ଣ କାମରେ ଲଗାଉଛନ୍ତି। ଏପରି ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଯାଜପୁରରୋଡ...

ଯାଜପୁର ରୋଡ୍‌ ପୋଲିସର ଚଢ଼ାଉ: ୫ କିଗ୍ରା ଗଞ୍ଜେଇ ଜବତ, ୨ ଗିରଫ

ଯାଜପୁର ରୋଡ,୨୯।୭(ନି.ପ୍ର.): ଯାଜପୁର ରୋଡ ପୋଲିସ ସୋମବାର ସ୍ଥାନୀୟ ଗୋପବନ୍ଧୁ ଛକରେ ଥିବା ଏକ ପାନ ଦେକାନ ଉପରେ ଚଢ଼ାଉ କରି ୫ କିଗ୍ରା ଗଞ୍ଜେଇ ଜବତ କରିଛି। ଏହି ମାମଲାରେ ଦୁଇଜଣଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ହେଲେ...

ଗୋରୁ ବୋଝେଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୨୦ ଗୋରୁ ମୃତ, ବଜରଙ୍ଗ ଦଳର ଧାରଣା

ଧର୍ମଶାଳା,୨୨ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ରଥିଆ ନିକଟରେ ସୋମବାର ଭୋର ସମୟରେ ଏକ ଗୋରୁ ବୋଝେଇ କଣ୍ଟେନର ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ତଳକୁ ଓଲଟି ପଡ଼ିଛି। ଫଳରେ ଘଟଣାସ୍ଥଳରେ ୨୦ ଗୋରୁଙ୍କର...

ଲୁଟ୍‌ ସମ୍ପତ୍ତିର ମିଳୁନାହିଁ ପତ୍ତା :ଅନିଶ୍ଚିତତା ମଧ୍ୟରେ ତାଳଚେର-ଡୁବୁରୀ-ଚଣ୍ଡିଖୋଲ ୪ ଲେନ ନିର୍ମାଣ କାର୍ଯ୍ୟ

ଯାଜପୁର ଅଫିସ,୨୨ା୭ : ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ଅଧୀନରେ ତାଳଚେର-ଡୁବୁରୀ-ଚଣ୍ଡିଖୋଲ ୨୦୦ନମ୍ବର ଜାତୀୟ ରାଜପଥର ୪ଲେନ ନିର୍ମାଣ କାର୍ଯ୍ୟରେ ଠିକା ସଂସ୍ଥାର ଅବହେଳା ଯୋଗୁ ସରକାରଙ୍କ କୋଟି କୋଟି ଟଙ୍କା ପାଣିରେ ପଡ଼ିଛି। ଅବହେଳାରୁ ନିର୍ମାଣ କାର୍ଯ୍ୟ ତ...

ଡମ୍ପର ଚକାତଳେ ମହିଳାଙ୍କ ଜୀବନ ଗଲା: ପ୍ରତିବାଦରେ ରାସ୍ତା ଅବରୋଧ

ଛତିଆ,୧୬।୭(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ଚମ୍ପାପୁର ରାସ୍ତାରେ ମଙ୍ଗଳବାର ଏକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ କଟକ ଜିଲା କଇଥା ପଞ୍ଚାୟତର ଲାଲବେଗୀ ଗ୍ରାମର ଶାନ୍ତି ପାଲ (୪୮) ବୋଲି ଜଣାପଡିଛି। ସୂଚନାନୁଯାୟୀ,...

ସ୍କୁଲ ଯାତାୟାତରେ ଅସୁବିଧା : ଗେଟ୍‌ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀଛାତ୍ର

କାଳିଆପାଣି,୧୫।୭(ଡି.ଏନ୍‌.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ ସ୍କୁଲକୁ ଯାତାୟାତ କରିବାରେ ଅସୁବିଧା ଯୋଗୁ ଛାତ୍ରୀଛାତ୍ର ଇମ୍ଫା କମ୍ପାନୀ ଗେଟ୍‌ ସମ୍ମୁଖରେ ଧାରଣା ଦେଇଥିବା ଜଣାପଡ଼ିଛି। ସୂଚନା ମୁତାବକ କାଳିଆପାଣି ଖଣି ଅଞ୍ଚଳରେ ବହୁ ନାମିଦାମୀ କମ୍ପାନୀ କାର୍ଯ୍ୟରତ ଥିବାବେଳେ...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଜଣେ କୋର୍ଟ ଚାଲାଣ

ବିଞ୍ଝାରପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଅପହରଣ କରିନେଇ ବଳାତ୍କାର କରିଥିବା ଅଭିଯୋଗରେ ରବିବାର ପୋଲିସ ଜଣଙ୍କୁ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ବିଞ୍ଝାରପୁର ଥାନା ଅନ୍ତର୍ଗତ ଢିହକୁଳ ଗ୍ରାମର ମାଇଁଆ ମଲ୍ଲିକ।...

ସୋସିଆଲ ମିଡିଆରେ ନାବାଳିକାଙ୍କୁ ପ୍ରେମ ନିବେଦନ:ଯୁବକଙ୍କୁ ପୋଲିସ ଜିମାଦେଲେ ଗ୍ରାମବାସୀ

ବିଞ୍ଝାରପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଯାଜପୁର ଅଞ୍ଚଳର ଜଣେ ଯୁବକ ସୋସିଆଲ ମିଡିଆରେ ପ୍ରେମ ନିବେଦନ କରି ହଟହଟା ହୋଇଛନ୍ତି। ଖବର ମୁତାବକ ଯୁବକ ଜଣକ ନାବାଳିକାଙ୍କୁ ଦେଖା କରିବାକୁ ଶନିବାର ତାଙ୍କ ଘରେ ମଧ୍ୟ ପହଞ୍ଚିଯାଇଥିଲେ।...

ବିପଦସଙ୍କୁଳ ଅବସ୍ଥାରେ ଜେନାପୁର ହାଇ ସ୍କୁଲ: ସାମାନ୍ୟ ବର୍ଷାରେ ପାଣି ଗଳୁଛି

ଜେନାପୁର,୭।୭(ଡି.ଏନ୍‌.ଏ.)- ଯାଜପୁର ଜଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ବହୁ ପୁରାତନ ଜେନାପୁର ହାଇ ସ୍କୁଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ୧୯୫୯ରେ ସ୍ଥାପିତ ବିଦ୍ୟାଳୟରେ ବର୍ତ୍ତମାନ ପ୍ରଥମରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୫୨୧ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ସେମାନଙ୍କୁ ଶିକ୍ଷା...

Advertisement


Archives

Model This Week

Why Dharitri