ଯାଜପୁର

ପର୍ଯ୍ୟଟକଙ୍କ ମୁଣ୍ଡ ଫଟାଇଲେ ସୁରକ୍ଷା କର୍ମୀ

ଯାଜପୁର ଟାଉନ,୧୧।୬(ଡି.ଏନ.ଏ.): ଯାଜପୁର ସହରର କୁସୁମା ପାର୍କରେ ଶନିବାର ଟିକଟ କାଟିବାକୁ କେନ୍ଦ୍ରକରି ପର୍ଯ୍ୟଟକ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏଥିରେ ପର୍ଯ୍ୟଟକଙ୍କୁ ଇଟାରେ ଛେଚି ମୁଣ୍ଡ ଫଟାଇ ଦେଇଛନ୍ତି ସୁରକ୍ଷା କର୍ମୀ। ଆକ୍ରମଣର ଶିକାର ହୋଇଛନ୍ତି ଯାଜପୁର ଜିଲା…

ବିଳମ୍ବିତ ହେଉଛି ମୌସୁମୀ, ଗଜା ମରୁଡ଼ି ଆଶଙ୍କା

ରସୁଲପୁର,୧୦ା୬(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ା ସ୍ଥାନୀୟ ଚାଷୀମାନେ ପାରମ୍ପରିକ ଢଙ୍ଗରେ ଚାଷ କରିଥାଆନ୍ତି ା ଚଳିତ ବର୍ଷ ଖରିଫ ଋତୁ(ଜୁନ୍‌ରୁ ସେପ୍ଟେମ୍ବର) ମଧ୍ୟରେ ଧାନଚାଷ ଆରମ୍ଭ କରିଛନ୍ତି ା ଚାଷ ପାଇଁ ପାଣିପାଗ ଅନୁକୂଳ…

ସଫା ହେଉଛି ବ୍ୟାସ ସରୋବର ଜଙ୍ଗଲ

ଯାଜପୁର ଅଫିସ,୯ା୬: ଯାଜପୁର ଜିଲାର ପୌରାଣିକ କିମ୍ବଦନ୍ତୀ ବହନ କରୁଥିବା ବ୍ୟାସସରୋବର ନିକଟସ୍ଥ ମହିମା ମଠକୁ ଲାଗି ରହିଥିବା ଜଙ୍ଗଲ ସଫା ହେବାକୁ ବସିଛି। ଏହି ସହରକୁ ଅନୁପ୍ରବେଶକାରୀଙ୍କ ସଂଖ୍ୟା କ୍ରମଶଃ ବଢି ଚାଲିଥିବାରୁ ବ୍ୟାସ ସରୋବର ଏବଂ ଏହାର ଆଖପାଖ…

ବିଭାଗୀୟ ତଦନ୍ତ ଆରମ୍ଭ

ଯାଜପୁର ଅଫିସ,୯ା୬: ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନ ନିକଟରେ ବୁଧବାର ଅପରାହ୍ନରେ ମାଲବାହୀ ବଗିରେ କଟି ୬ ଜଣଙ୍କ ମୃତ୍ୟୁ ଓ ୨ ଜଣ ଗୁରୁତର ଆହତ ଘଟଣାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଖୋର୍ଦ୍ଧା ପୂର୍ବତଟ ରେଳ ଡିଭିଜନ ସୁରକ୍ଷା ବିଭାଗର…

ଲୋପ ପାଇବ କୁଣ୍ଡପାଟଣାର ପିତଳ କାରିଗରୀ

ଧର୍ମଶାଳା,୮ା୬(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ୍‌ ଅଧୀନ କୁଣ୍ଡପାଟଣା ଗଁାରୁ ଏବେ ପିତଳ କାରିଗରି ଲୋପ ପାଇବାକୁ ବସିଛି। ପିତଳ କାରିଗରି ପାଇଁ ଏହି ଗଁା ରାଜ୍ୟରେ ପ୍ରସିଦ୍ଧିଲାଭ କରିଥିଲା। ଗଁାରେ ପୂର୍ବରୁ ୧୦୬ ପରିବାର ଶାଳ କରି ପିତଳ ସାମଗ୍ରୀ…

ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲବାହୀ ଟ୍ରେନ୍‌ରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କାର ସହାୟତା…

ଟ୍ରେନ୍‌ରେ କଟି ୬ ମୃତ

ଯାଜପୁର ଅଫିସ,୭ା୬: ବାହାନଗା ଟ୍ରେନ୍‌ ଦୁର୍ଘଟଣା ମଣିଷ ମନରୁ ଲିଭି ନ ଥିବା ବେଳେ ବୁଧବାର ଆଉ ଏକ ଅଘଟଣ ଯାଜପୁରରୋଡ୍‌ ଷ୍ଟେଶନ ନିକଟରେ ଘଟିଛି। ଯାଜପୁର-କେନ୍ଦୁଝର ରୋଡ୍‌ ଷ୍ଟେଶନଠାରୁ କଟକ ଆଡ଼କୁ ପ୍ରାୟ ୨୦୦ ମିଟର ଦୂରତାରେ ଏକ ମାଲବାହୀ…

‘ଗଣତନ୍ତ୍ରର ରକ୍ଷାକବଚ ଗଣମାଧ୍ୟମ’

ଯାଜପୁର ଅଫିସ, ୭।୬ : ଗଣମାଧ୍ୟମ ହେଉଛି ଏକ ଜାଗ୍ରତ ପ୍ରହରୀ । ସମ୍ପ୍ରତି ଗଣତନ୍ତ୍ର ପାଇଁ ଗଣମାଧ୍ୟମ ରକ୍ଷାକବଚ ସାଜିଛି। ସୁଦୃଢ଼ ଗଣତାନ୍ତ୍ରିକ ରାଷ୍ଟ୍ର ଗଠନରେ ଯୁବପିଢ଼ିଙ୍କୁ ଗଣମାଧ୍ୟମ ସଚେତନ କରି ଆସୁଛି ବୋଲି ମଙ୍ଗଳବାର ଧରିତ୍ରୀର ୫୦ ବର୍ଷ…

ବାଂଲାଦେଶୀ କବାଡ଼ିଆ ସଂଖ୍ୟା ବଢୁଛି

ଯାଜପୁରରୋଡ୍‌,୭ା୬(ଡି.ଏନ.ଏ.): କଳିଙ୍ଗନଗରର ମୁଖଶାଳା ଭାବେ ପରିଚିତ କ୍ରମବର୍ଦ୍ଧିଷ୍ଣୁ ଯାଜପୁର ରୋଡ୍‌ ବା ବ୍ୟାସନଗର ସହରରେ ବଢୁଛି ବାଂଲାଦେଶୀଙ୍କ ସଂଖ୍ୟା। ଫଳରେ ସହରରେ ଦିନକୁ ଦିନ ଚୋରି, ଡକାୟତି ଭଳି ନାନା ପ୍ରକାର ଅସାମାଜିକ କାର୍ଯ୍ୟ ବୃଦ୍ଧିପାଉଛି। ସେମାନେ କବାଡ଼ିଆ ଭାବେ ଆସି…

ବେଆଇନ ବାଲିଘାଟରେ ୧୪୪ ଧାରା ଜାରି

ଚଣ୍ଡିଖୋଲ,୭ା୬(ଡି.ଏନ.ଏ.): ଦର୍ପଣ ତହସିଲ ଅଧୀନରେ ବେଆଇନ ବାଲିଘାଟ ଚାଲିବା ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ମଙ୍ଗଳବାର ଭାରପ୍ରାପ୍ତ ତହସିଲଦାର ନିରଞ୍ଜନ ଗୁରୁ କେଲୁଅ ନଦୀର ବଡ଼ ବାଲିକୁଦା ଘାଟରେ ୧୪୪ ଧାରା ଜାରି କରିଛନ୍ତି। ଏଥିସହିତ ଆଦେଶନାମା ମିସ୍‌ କେସ୍‌…

ଅଘୋଷିତ ବିଦ୍ୟୁତ୍‌ କାଟ୍‌କୁ ନେଇ ଚିନ୍ତା

ବାଲିଚନ୍ଦ୍ରପୁର,୬ା୬(ସ୍ବ.ପ୍ର.): ବାଲିଚନ୍ଦ୍ରପୁର ବିଦ୍ୟୁତ୍‌ ସେକ୍ସନ ଅଞ୍ଚଳରେ ୨ ସପ୍ତାହ ହେବ ଘନ ଘନ ବିଦ୍ୟୁତ୍‌ କାଟ ଚାଲିଛି । ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ଉପଭୋକ୍ତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରୀୟା ପ୍ରକାଶ ପାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ…

ଭିଜିଲାନ୍ସକୁ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

ଯାଜପୁର ଅଫିସ,୬ା୬: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଲୁଣିବର ପାହାଡ଼ର କଳାପଥର ଖାଦାନରେ ଗତ ୩୧ ତାରିଖ ମଧ୍ୟରାତ୍ରିରେ ଜଣେ ଶିଶୁ ଶ୍ରମିକଙ୍କ ସହ ୨ ଜଣଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଓଡ଼ିଶା ଲୋକାୟୁକ୍ତ ନିଜ ଆଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?