ଲାଇନ ଡିପାର୍ଟମେଣ୍ଟ ସହଯୋଗ ମିଳୁନି
ରସୁଲପୁର,୨୮ା୫(ଡି.ଏନ.ଏ.): ରସୁଲପୁର ବ୍ଲକ୍ ଅଧୀନ ୨୮ ପଞ୍ଚାୟତରେ ଗ୍ରାମ ପଞ୍ଚାୟତ ଉନ୍ନୟନ ଯୋଜନା (ଜିପିଡିପି) ଖସଡ଼ା ପ୍ରସ୍ତୁତ ହୋଇପାରିନାହିଁ। ପଞ୍ଚାୟତ ପକ୍ଷରୁ ବାର୍ଷିକ ଜିପିଡିପି ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ରହିଛି। ହେଲେ ଏ ଦିଗରେ କୃଷି, ଉଦ୍ୟାନ କୃଷି, ମତ୍ସ୍ୟ…
ପାଣି ଭିତରେ ମେଟ୍ରୋ ଟ୍ରେନ୍ର ମଜା ନେଲେ ସାଇକୃଷ୍ଣ
ଯାଜପୁର ଅଫିସ,୨୬ା୫: ପାଣି ଆଉ ମାଟି ତଳେ ଚାଲୁଛି ମେଟ୍ରୋ ଟ୍ରେନ। ଏହା ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି । ହେଲେ ଏହାର ମଜା ଉଠାଇଛନ୍ତି ଯାଜପୁର ଜିଲା ବ୍ୟାସନଗର କେନ୍ଦ୍ରୀୟ ବିଦ୍ୟାଳୟର ୩ୟ ଶ୍ରେଣୀର ଛାତ୍ର ସାଇକୃଷ୍ଣ ମଲ୍ଲିକ। କୋଲକାତା ହୁଗୁଳି…
କାର୍ଯ୍ୟକ୍ଷମ ହେଉନି ବ୍ରହ୍ମବରଦା ବିଦ୍ୟୁତ୍ ଷ୍ଟ୍ରକ୍ଚର
ବ୍ରହ୍ମବରଦା,୨୫ା୫(ଡି.ଏନ.ଏ.): ରସୁଲପୁର ବ୍ଲକ୍ ତଥା କୁଆଖିଆ ବିଦ୍ୟୁତ୍ ଉପଖଣ୍ଡ ଅଧୀନ ବ୍ରହ୍ମବରଦାଠାରେ ନବନିର୍ମିତ ବିଦ୍ୟୁତ୍ ଷ୍ଟକ୍ଚର ଅଚଳ ଅବସ୍ଥାରେ ପଡ଼ିରହିଛି। ଫଳରେ ଏହି ଅଞ୍ଚଳର ଉପଭୋକ୍ତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ରହ୍ମବରଦା ଅଞ୍ଚଳର ଲୋକସଂଖ୍ୟାକୁ ଦୃଷ୍ଟିରେ ରଖି…
ଆବାସ ପାଇବାରୁ ବଞ୍ଚିତ ଦିବ୍ୟାଙ୍ଗ ପରିବାର
ଧର୍ମଶାଳା,୨୪ା୫(ଡି.ଏନ.ଏ.): ଧର୍ମଶାଳା ବ୍ଲକ୍ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବଣ୍ଟନରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ଏଠାରେ ଯୋଗ୍ୟ ହିତାଧିକାରୀ ବାଦ୍ ପଡୁଥିବାବେଳେ ଅଯୋଗ୍ୟଙ୍କୁ ଦିଆଯାଉଛି ଗୃହ। ପିସି ଦେଉ ନ ଥିବା ଓ ଶାସକ ଦଳର ସମର୍ଥକ ହୋଇ ନ…
ଡରାଇ ଧମକାଇ କଳାପଥର ଲୁଟ୍
ଯାଜପୁର ଅଫିସ,୨୫ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ଏବେ ବି ସରକାରଙ୍କ ବହୁ ମୂଲ୍ୟବାନ କଳାପଥର ତଥା ଗ୍ରାନାଇଟ ପଥର ମହଜୁଦ ରହିଛି। ଲିଜ୍ଧାରୀମାନେ ୫ ବର୍ଷର ଅନୁମତି ପରିମାଣକୁ ୯ ମାସରେ ଉତ୍ତୋଳନ କରି କୋଟିପତି ସାଜୁଛନ୍ତି। ଏଥିରେ…
ବେଆଇନ ପଥର ଖାଦାନରେ ଶ୍ରମିକ ମୃତ
ଯାଜପୁର ଅଫିସ/ଚଢେଇଧରା/ ଜେନାପୁର (ଡି.ଏନ.ଏ.),୨୫ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ବେଆଇନ କଳାପଥର ଖାଦାନ ପାଇଁ କେବଳ ରାଜସ୍ବ ଲୁଟ ହେଉନାହିଁ, ବରଂ ଶ୍ରମିକମାନଙ୍କ ଜୀବନ ମଧ୍ୟ ଯାଉଛି। ଏଭଳି ସମ୍ବେଦନଶୀଳ ଘଟଣାଗୁଡିକୁ ବିଭିନ୍ନ ସମୟରେ ଭିନ୍ନଭିନ୍ନ ରୂପ ଦେଇ…
ଗଣମାଧ୍ୟମ ଓ ଯୁବପିଢ଼ି ଗଣତନ୍ତ୍ରର ରକ୍ଷାକବଚ
ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.), ୨୪।୫ : ଗଣତନ୍ତ୍ରରେ ଯେପରି ବିରୋଧୀ ନ ଥିଲେ ଶାସନ ବ୍ୟବସ୍ଥା ଭୁଶୁଡି ପଡେ, ସେହିପରି ଗଣମାଧ୍ୟମ ଓ ଯୁବପିଢ଼ି ଗଣତନ୍ତ୍ରର ରକ୍ଷାକବଚ ସାଜିଥାଆନ୍ତି ା ବିଶେଷକରି କହିବାକୁ ଗଲେ ସରକାର ଓ ଲୋକଙ୍କ ମଧ୍ୟରେ…
ଯାଜପୁର ରୋଡ୍-ଧାମରା ରେଳପଥକୁ ମଞ୍ଜୁରୀ ଦାବି
ପାଣିକୋଇଲି,୨୩ା୫(ଡି.ଏନ.ଏ.): ରେଲଓ୍ବେ ପକ୍ଷରୁ ଓଡ଼ିଶାରେ ବରଗଡ଼ରୋଡ-ନୂଆପଡ଼ା ଭାୟା-ପଦ୍ମପୁର ଓ ଅନୁଗୋଳ-ତାଳଚେର ରେଳପଥ ନିର୍ମାଣ ପାଇଁ ମଞ୍ଜୁରୀ ପ୍ରଦାନ କରାଯାଇଥିବାରୁ ଯାଜପୁରରୋଡ-ଧାମରା ରେଳପଥ ସଂଗ୍ରାମ ସମିତି ପକ୍ଷରୁ ସ୍ବାଗତ କରାଯାଇଛି। ମାତ୍ର ୯୫.୯୫ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଯାଜପୁରରୋଡ-ଧାମରା ଭାୟା ଯାଜପୁର ଓ…
ଟମକା-ମଙ୍ଗଳପୁର ମୁଖ୍ୟ ରାସ୍ତା ଜାମ
କାଳିଆପାଣି,୨୩ା୫(ଡି.ଏନ.ଏ.): ଯାଜପୁର ଜିଲାର କାଳିଆପାଣି ଖଣି ଅଞ୍ଚଳରେ ଟ୍ରାଫିକ୍ ସମସ୍ୟା ଜଟିଳ ହେବାରେ ଲାଗିଛି। ସ୍ଥାନୀୟ ପୋଲିସର ଅପାରଗତା ଓ ଟ୍ରକ୍ ମାଲିକଙ୍କ ବେପରୁଆ ଗାଡି ପାର୍କିଂ ନେଇ ସ୍ଥାନୀୟ ଅଧିବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୂର୍ବରୁ…
ନଦୀରେ ଗାଈ ପାର୍ କରୁଥିବା ବେଳେ ଭାସିଗଲେ ଜଣେ ବ୍ୟକ୍ତି
ବରୀ,୨୨ା୫(ଡି.ଏନ୍.ଏ.): ଯାଜପୁର ଜିଲା ତନ୍ତିଘାଇ ଶାଖା ଚିଙ୍ଗୁଡ଼ିଆ ନଦୀରେ ଗାଈକୁ ପାର୍ କରୁଥିବା ସମୟରେ ବୋଦୁଅ ପଞ୍ଚାୟତ ଏରଡ଼ା ଗ୍ରାମର ସୁକୁଟା ମଳିକ (୪୫) ନଦୀରେ ବୁଡ଼ି ନିଖୋଜ ହୋଇଛନ୍ତି। ସ୍ଥାନୀୟ ଲୋକେ ଓ ପରିବାର ସଦସ୍ୟମାନେ ଖୋଜାଖୋଜି କରି ବିଫଳ…
ଚଢ଼ାଉ ପୂର୍ବରୁ ଖାଦାନ ଶୂନ୍ଶାନ୍
ଯାଜପୁର ଅଫିସ,୨୨ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ କାର୍ଯ୍ୟାଳୟରେ ଦୁର୍ନୀତି ସୀମା ଟପିବାକୁ ବସିଲାଣି। ବିଶେଷକରି ମୂଲ୍ୟବାନ କଳାପଥର ଖାଦାନରୁ ବେଆଇନ ଉତ୍ତୋଳନ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଅଭାବ ଓ ଦୁର୍ନୀତିଗ୍ରସ୍ତ ଲିଜ୍ଧାରୀଙ୍କୁ ପରୋକ୍ଷରେ ଅଧିକାରୀଙ୍କ ସୁରକ୍ଷା ପ୍ରଦାନ ହିଁ ଆହୁରି…
କାଳବୈଶାଖୀରୁ ୪ ଘଣ୍ଟା ଅଟକିଲା ବନ୍ଦେ ଭାରତ ଏକ୍ସପ୍ରେସ୍
ଯାଜପୁର ଅଫିସ, ୨୨।୫: କାଳବୈଶାଖୀ ପ୍ରଭାବରେ ପ୍ରବଳ ଝଡ଼ବର୍ଷା ଓ ପବନ ଯୋଗୁୁ ପୁରୀରୁ ହାଓଡା ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ (ନଂ. ୨୨୮୯୬) ଭଦ୍ରକ ଜିଲା ମଞ୍ଜୁରୀରୋଡ୍ ଷ୍ଟେଶନ ନିକଟରେ ରବିବାର ଅପରାହ୍ନ ସାଢ଼େ ୪ଟାରୁ ପ୍ରାୟ ୪…

