ସରପଞ୍ଚଙ୍କ ସ୍ବାମୀଙ୍କ ଆକ୍ରମଣରେ ୩ ଶ୍ରମିକ ଆହତ
ବିଞ୍ଝାରପୁର,୧୮।୪:(ଡି.ଏନ.ଏ.) ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଧୀନ ଟିଣା ପଞ୍ଚାୟତରେ ଏକ ରାସ୍ତା ନିର୍ମାଣକୁ ବିରୋଧ କରିବାକୁ ନେଇ ଗଣ୍ଡଗୋଳ ଘଟିଛି ା ରାସ୍ତା ନିର୍ମାଣ କରୁଥିବା ଶ୍ରମିକମାନଙ୍କୁ ଟିଣା ପଞ୍ଚାୟତର ସରପଞ୍ଚ ବିଟାରଶ୍ମି ନାୟକଙ୍କ ସ୍ବାମୀ ଉକତ୍ଳକାନ୍ତ ନାୟକ ଓ…
ବିଜୁଙ୍କ ପୁଣ୍ୟତିଥିରେ ରକ୍ତଦାନ ଶିବିର
ବରୀ,୧୮।୪:(ଡି.ଏନ.ଏ.) ବିଜୁ ପଟ୍ଟାନାୟକଙ୍କ ପୂଣ୍ୟତିଥିରେ ବରୀ ବ୍ଲକ୍ ଅଧୀନ ଅଟିରା ପଞ୍ଚାୟତ କାର୍ଯ୍ୟାଳୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବରୀ ବିଧାୟିକା ସୁନନ୍ଦା ଦାସ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ ସହିତ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଏହି ଶିବିରକୁ…
ମୋଦି ହଟାଅ, ସମ୍ବିଧାନ ବଞ୍ଚାଅ ସ୍ଲୋଗାନରେ କମ୍ପିଲା ଯାଜପୁର
ଯାଜପୁର ଟାଉନ,୧୮।୪: (ଡି.ଏନ.ଏ.) ଅଖିଳ ଭାରତ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ପ୍ରଦେଶ କଂଗ୍ରେସର ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନରେ ଯାଜପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ଜୟ ଭାରତ ସତ୍ୟାଗ୍ରହ ଏବଂ ବିକ୍ଷୋଭ ସମାବେଶ ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲା…
ମେଗା ପ୍ରକଳ୍ପରୁ ଝରୁନି ପାଣି
ଯାଜପୁର ଅଫିସ,୧୮ା୪: ଗ୍ରୀଷ୍ମର ପ୍ରକୋପ ବଢ଼ିଛି। ଏଥିଯୋଗୁ ଭୂତଳ ଜଳସ୍ତର ଧୀରେ ଧୀରେ କମିବାରେ ଲାଗିଛି। ଏହାସହ ନଳକୂପ, ନଈ, ପୋଖରୀ, ଖୋଲା କୂପ ଆଦି ଶୁଖିଲାଣି। ପାଣି ପାଇଁ ଗ୍ରାମାଞ୍ଚଳ ଲୋକେ ଡହଳବିକଳ ହେଉଛନ୍ତି। ଏଭଳି ଜଟିଳ ପରିସ୍ଥିତିର ମୁକାବିଲା…
ରାସ୍ତା କାର୍ଯ୍ୟରେ ଅନିୟମିତତା
କାଳିଆପାଣି,୧୭ା୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଟମକା-ମଙ୍ଗଳପୁର ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଫଳରେ ରାସ୍ତା ନିର୍ମାଣ ହେବାର ୬ ମାସ ନ ପୂରୁଣୁ ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହେଲାଣି। ଏହାକୁ ନେଇ…
ଅଘୋଷିତ ବିଦ୍ୟୁତ୍ କାଟ୍ରେ ସହରବାସୀ ଅତିଷ୍ଠ
ଯାଜପୁରରୋଡ୍,୧୭ା୪(ଡି.ଏନ.ଏ.): ବ୍ୟାସନଗର ସହରରେ ଅଘୋଷିତ ବିଦ୍ୟୁତ୍ କାଟ ଚରମସୀମାରେ ପହଞ୍ଚତ୍ଛି। ବର୍ତ୍ତମାନ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆଶାତୀତ ବୃଦ୍ଧି ପାଇଥିବାବେଳେ ସହରର ଉତ୍ତାପ ୪୦ ଡିଗ୍ରୀ ଟପିଲାଣି। ଦିନରେ ଅଗ୍ନି ବର୍ଷା ହେଉଛି। ଦିନ ୧୦ଟା ପରେ ଘରୁ ବାହାରିବା ସମ୍ଭବପର ହେଉନାହିଁ।…
ବେଆଇନ କଳାପଥର ଉତ୍ତୋଳନ ଅଣାୟତ୍ତ
ଯାଜପୁର ଅଫିସ,୧୭ା୪: ବର୍ତ୍ତମାନ ଜିଲାରେ ଖରାର ପ୍ରକୋପ ଜାରି ରହିଛି। ଏଭଳିସ୍ଥଳେ ପାନୀୟ ଜଳ ସମସ୍ୟାର ମୁକାବିଲା ପାଇଁ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ(ଆର୍ଡବ୍ଲ୍ୟୁଏସ୍ଏସ୍) ପକ୍ଷରୁ ପ୍ରସ୍ତୁତି ହେଉଥିବା ଦେଖିବାକୁ ମିଳିଛି। ଗାଁ ଲୋକଙ୍କ ଶୋଷ ମେଣ୍ଟାଇବାକୁ ରିପୋର୍ଟରେ ଜିଲାର…
କାଜୁ ତୋଳିବାକୁ ନେଇ ୨ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ
ଛତିଆ,୧୬ା୪(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ କାଇମାଟିଆ ଏବଂ ଅଭୟପୁର ଗ୍ରାମ ମଧ୍ୟରେ କାଜୁ ମଞ୍ଜି ତୋଳିବାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୬ ଜଣ ଆହତ ହୋଇଛନ୍ତି। ଏନେଇ ଗ୍ରାମରେ ଚାପା ଉତ୍ତେଜନା ଲାଗି…
୨ ଗ୍ରାମବାସୀ ପିଇବା ପାଣି ପାଇବାରୁ ବଞ୍ଚିତ୍ତ
ଧର୍ମଶାଳା,୧୬।୩(ଡି.ଏନ.ଏ.): ଧର୍ମଶାଳା ବ୍ଲକ୍ ଅଧୀନ କୁମାରୀ ପଞ୍ଚାୟତର ଦେଉଳି ଓ ଜାଲସୁଖା ଗ୍ରାମରେ ନିର୍ମାଣ କରାଯାଇଥିବା ସୋଲାର ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଅଚଳ ହୋଇପଡ଼ିଛି। ଫଳରେ ୨ ଗ୍ରାମର ଅଧିବାସୀ ପିଇବା ପାଣି ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏ ସମ୍ପର୍କରେ ଉଭୟ…
ଗାଁ ମୁହାଁ ନେତା
ଯାଜପୁର ଅଫିସ/ପ୍ରୀତିପୁର (ଡି.ଏନ୍.ଏ.),୧୬।୪: ଯଦି ନିର୍ଦ୍ଧାରିତ ସମୟରେ ଆସନ୍ତା ସାଧାରଣ ନିର୍ବାଚନ ହୁଏ, ତା’ହେଲେ ଆଉ ୧ ବର୍ଷ କମ୍ ସମୟ ରହିଛି। ଏହାକୁ ଦୃଷ୍ଟିରେ ରଖି ନେତାମାନେ ତପତ୍ର ହୋଇଉଠିଲେଣି। ଏଭଳିସ୍ଥଳେ କିଏ କେଉଁ ଦଳରୁ ପ୍ରାର୍ଥୀ ହେବେ, କାହା…
୨ ମାସ ମଧ୍ୟରେ ହାଇକୋର୍ଟରେ ତଥ୍ୟ ଦାଖଲ ନିର୍ଦ୍ଦେଶ
କାଏମା,୧୫।୪(ଡି.ଏନ.ଏ.): ଯାଜପୁର ଜିଲାର ବହୁ ଗରିବ, ଅସହାୟ, ବିଧବା ଓ ଶ୍ରମିକ ଶ୍ରେଣୀ ଲୋକମାନେ ଆବାସ ଯୋଜନାରୁ ବଞ୍ଚିତ ହୋଇଛନ୍ତି। ଏ ସଂକ୍ରାନ୍ତରେ ସେମାନେ ଏକାଧିକ ବାର ଦରଖାସ୍ତ କରିଥିଲେ ମଧ୍ୟ ସଫଳତା ପାଇନାହାନ୍ତି ା ସେମିତି ଏକ ଅଭିଯୋଗ ଧର୍ମଶାଳା ବ୍ଲକ…
ରାସ୍ତା ପାଲଟିଛି ମରଣଯନ୍ତା
ପ୍ରୀତିପୁର,୧୪ା୪(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅଧୀନ ଫଳପୁର ଆର୍ଡି ରାସ୍ତାଠାରୁ ଅଣ୍ଡାଳୋ ଓ ବଳଭଦ୍ରପୁର ପର୍ଯ୍ୟନ୍ତ ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତାର ଦୂରବସ୍ଥା ଜଣେ ନ ଦେଖିଲେ ବିଶ୍ୱାସ କରିପାରିବେନାହିଁ। ରାସ୍ତା ଏଭଳି ଜରାଜୀର୍ଣ୍ଣ ହୋଇପଡିଛି ଯେ,…
Archives


