ଯାଜପୁର

ସମସ୍ୟାଘେରରେ ବେତ କାରିଗର

କାଏମା,୧୫ା୫(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ମିର୍ଜାପୁର ପଞ୍ଚାୟତ କଣ୍ଟାବଣିଆ ଗାଁର ବେତ କାରିଗର ଏବେ ସମସ୍ୟାଘେରରେ। ଏହି ଗାଁରେ ପାଖାପାଖି ୪୦ରୁ ଊର୍ଦ୍ଧ୍ୱ ପରିବାର ବେତରେ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରି ତାହାକୁ ବିକ୍ରି କରି ପରିବାର ଗୁଜରାଣ…

ଟଙ୍କା ପାଇଁ ଆଖି ଅସ୍ତ୍ରୋପଚାର ଅଧାରୁ ଛାଡ଼ିଦେଲେ

ଯାଜପୁରରୋଡ୍‌,୧୪।୫(ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ସହରରେ ଥିବା କିଛି ଘରୋଇ ନର୍ସିଂହୋମ ଓ ହସ୍ପିଟାଲରେ ଚିକିତ୍ସା ନାମରେ ଶୋଷଣ ଚାଲିଥିବା ଘଟଣା ସାମ୍ନାକୁ ଆସୁଛି। ଏହି କ୍ରମରେ ବ୍ୟାସନଗର ସହରସ୍ଥିତ କ୍ରିଷ୍ଣା ଆଇ ହସ୍ପିଟାଲରେ ଟଙ୍କା ପାଇଁ ଜଣେ ରୋଗୀଙ୍କୁ ଅଧା…

ଜଙ୍ଗଲ ଜମି ମାଲଗୋଡ଼ାରୁ ଚାଲିଛି କଳାପଥର ଲୁଟ୍‌

ଯାଜପୁର ଅଫିସ,୧୪।୫: ଯାଜପୁର ଜିଲା ଧର୍ମଶାଳା ତହସିଲର କଳାପଥର ଖାଦାନ କେଳେଙ୍କାରୀକୁ ନେଇ ଏବେ ପ୍ରଶାସନ ଦୋମୁହଁା ନୀତି ଅବଲମ୍ବନ କରୁଥିବା ଅଞ୍ଚଳବାସୀ ଅଭିଯୋଗ କରୁଛନ୍ତି। ଗୋଟିଏ ପଟେ ପ୍ରଶାସନିକ ଅନୁମତିଠାରୁ ବହୁ ଗୁଣରେ ଅଧିକ କଳାପଥର ଉତ୍ତୋଳନ କରୁଥିବା ସାଟେଲାଇଟ୍‌…

ଜଙ୍ଗଲ ଜମିରୁ ମୋରମ ଲୁଟ

ଜେନାପୁର,୧୪।୫(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ତଥା ଡାଳିଯୋଡ଼ା ଫରେଷ୍ଟ ରେଞ୍ଜ ଅଞ୍ଜିରା ପଞ୍ଚାୟତ ଅଧୀନ ଗମ୍ଭାରିଆ ଗ୍ରାମ ନିକଟରୁ ଜଙ୍ଗଲ ଓ ରାଜସ୍ବ ବିଭାଗ ଜମିରୁ ବେଧଡ଼କ ଭାବେ ମୋରମ ଲୁଟ କରାଯାଉଥିବା ଅଭିଯୋଗ ହୋଇଛି। ଦୀର୍ଘଦିନ ଧରି ଏହି…

ଅଜଣା ଗାଡି ଧକ୍କାରେ ୩ ବାଇକ୍‌ ଆରୋହୀ ମୃତ

ଚଣ୍ଡିଗଡ, ୧୩।୫(ଡି.ଏନ.ଏ.): ଛତିଆ ୧୬ ନଂ ଜାତୀୟ ରାଜପଥ ବଡ଼ଚଣ ର କଢେଇ ପୋଲ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ୩ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଚଣ୍ଡିଖୋଲରୁ କଟକ ଆଡକୁ ଗୋଟିଏ…

କଳାପଥର ପରିବହନରେ ପ୍ରଦୂଷଣ ଉତ୍କଟ

ଯାଜପୁର ଅଫିସ/କବାଟବନ୍ଧ (ଡି.ଏନ୍‌.ଏ.),୧୩ା୫: ଯାଜପୁର ଜିଲା ଧର୍ମଶାଳା ତହସିଲର କଳାପଥର କେଳେଙ୍କାରୀ ସହ ବାୟୁ ପ୍ରଦୂଷଣ ଏବେ ଚରମସୀମାରେ ପହଞ୍ଚିଛି। ଜିଲା ପ୍ରଶାସନ ପକ୍ଷରୁ ଏଭଳି ଅନିୟମିତତା ଏବଂ ମନମାନିକୁ ନିୟନ୍ତ୍ରଣ କରିବାରେ ସେଭଳି କିଛି ଠୋସ୍‌ କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳ…

ନିଯୁକ୍ତିରେ ଜାଲିଆତି, ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୧୩ା୫: ରାଜ୍ୟରେ ନକଲି ବିଏଡ୍‌/ସିଟି ଡିଗ୍ରୀଧାରୀ ଏବଂ ଜାତିଗତ ପ୍ରମାଣପତ୍ର ଜାଲିଆତି କରି ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତି ପାଇବା ଏବେ ସାଧାରଣ କଥା ହୋଇଛି। ଏନେଇ ଶିକ୍ଷା ବିଭାଗ ପକ୍ଷରୁ ବାରମ୍ବାର ସମ୍ପୃକ୍ତ ଜିଲା ଶିକ୍ଷାଧିକାରୀଙ୍କୁ ତଦନ୍ତ କରି ଆଇନଗତ କାର୍ଯ୍ୟାନୁଷ୍ଠାନ…

ମଙ୍ଗଳପୁର-ବଡ଼କୁଆଁଲ ରାସ୍ତା କାମରେ ଦୁର୍ନୀତି

ପ୍ରୀତିପୁର,୧୩ା୫(ଡି.ଏନ୍‌.ଏ.): ସରକାର ପ୍ରତିବର୍ଷ ରାସ୍ତାଘାଟ ନିର୍ମାଣରେ ଶତାଧିକ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ା ହେଲେ କେତେକ ସ୍ଥାନରେ ଦାୟିତ୍ୱରେ ଥିବା ଅଧିକାରୀ, ଠିକାଦାର ଓ ରାଜନେତାଙ୍କ ମଧୁଚନ୍ଦ୍ରିକା ଯୋଗୁ ସେହି ଅର୍ଥ ବାଟମାରଣା ହେଉଛି ା ଫଳରେ ରାସ୍ତା କାମରେ…

ବିଦ୍ୟୁତ୍‌ କରେଣ୍ଟ ଲାଗି ଚାଲିଗଲା ଭଉଣୀ ଭାଇଙ୍କ ଜୀବନ

ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍‌.ଏ.):୧୨।୫: ବିଦ୍ୟୁତ୍‌ କରେଣ୍ଟ ଲାଗି ଶୁକ୍ରବାର ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସମେତ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପ୍ରଧାନ ଶିକ୍ଷୟିତ୍ରୀ ନିତୁ ମାରାଣ୍ଡି(୩୨) ଏବଂ ସମ୍ପର୍କୀୟ ଭାଇ ରେଲଓ୍ବେ କନ୍‌ଷ୍ଟେବଲ ଭାବେ କାର୍ଯ୍ୟରତ ଶ୍ୟାମସୁନ୍ଦର ମାରାଣ୍ଡି। ପ୍ରଧାନ…

ଟମକା-ମଙ୍ଗଳପୁର ରାସ୍ତା କାର୍ଯ୍ୟରେ ଶିଶୁ ଶ୍ରମିକ

କାଳିଆପାଣି,୧୧ା୫(ଡି.ଏନ.ଏ.): ଟମକା-ମଙ୍ଗଳପୁର କଂକ୍ରିଟ ରାସ୍ତା ନିର୍ମାଣ ଚାଲିଛି। ମାତ୍ର ଏହି କାର୍ଯ୍ୟରେ ଶିଶୁ ଶ୍ରମିକ ନିୟୋଜିତ ହୋଇଥିବା ଅଭିଯୋଗ ହୋଇଛି। ଟମକା-ମଙ୍ଗଳପୁର ରାସ୍ତାର ସୁକିନ୍ଦା ବ୍ଲକ ଅନ୍ତର୍ଗତ ବେଦାନ୍ତ ଫେକର-କଲରଙ୍ଗୀ ଖଣି ଗେଟ୍‌ ସମ୍ମୁଖରୁ ଟାଟା ପାଚେରି ପର୍ଯ୍ୟନ୍ତ ଜଣେ ଠିକାଦାର…

ଛତୁଆ ନିମ୍ନମାନର, କମୁନି ପୁଷ୍ଟିହୀନତା

ଯାଜପୁର ଅଫିସ,୧୧ା୫: ଶିଶୁ, ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ପୁଷ୍ଟିହୀନତା ଓ ରକ୍ତହୀନତାର ନିରାକରଣ ଲକ୍ଷ୍ୟ ନେଇ ଛତୁଆ ବଣ୍ଟନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଏହି ଛତୁଆରେ ପରିପୂରକ ପୁଷ୍ଟିକର ଖାଦ୍ୟ ଦେବା ବଦଳରେ ଆବଣ୍ଟିତ ଅର୍ଥକୁ କିପରି ବର୍ଷ…

ଦାଦନ ଖଟି ଯାଇଥିବା ନାବାଳିକାଙ୍କ ମୃତ୍ୟୁ

ଯାଜପୁର ଅଫିସ ,୧୧ା୫ : ରାଜ୍ୟରେ ଦ୍ରୁତ ଶିଳ୍ପାୟନକୁ ସରକାର ପ୍ରୋତ୍ସାହନ ଯୋଗାଇ ଚାଲିଛନ୍ତି । ଏହାଦ୍ୱାରା ରାଜ୍ୟର ଖଣିଜ ସମ୍ପଦ ଓ ପ୍ରାକୃତିକ ସମ୍ବଳର ବିନିଯୋଗ ହୋଇ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ଘଟିବ । ବେକାରୀ ସମସ୍ୟା ବି ହଟିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?