ଯାଜପୁର

ବୃଦ୍ଧାବୃଦ୍ଧଙ୍କୁ ଡିଜିଟାଲ ଯନ୍ତ୍ରଣା

ଯାଜପୁର ଅଫିସ,୧୦ା୫: ଯାଜପୁର ଜିଲା ଜେନାପୁର ଅଞ୍ଚଳର ହିତାଧିକାରୀ କ୍ଷେତ୍ରବାସୀ ରାଉତ କୁହନ୍ତି, ସେ ଦୈନିକ ବ୍ୟାଙ୍କ ଦୌଡ଼ି ଦୌଡ଼ି ନିରାଶ ହୋଇ ଖାଲି ହାତରେ ଫେରୁଛନ୍ତି। ବ୍ୟାଙ୍କ ବାଲା କହୁଛନ୍ତି ଟଙ୍କା ଆସିନାହିଁ। ଏହାସହ ବ୍ଲକ ଅଫିସ୍‌କୁ ଯାଇ ନିରାଶ…

ପ୍ରଦୂଷଣ ଜ୍ୱାଳାରେ ୨୦ରୁ ଊର୍ଦ୍ଧ୍ୱ ଗାଁ

ଯାଜପୁର ଅଫିସ,୯ା୫: କଳିଙ୍ଗନଗର ଶିଳ୍ପାଞ୍ଚଳର କେତେକ କାରଖାନା ଏବଂ ସୁକିନ୍ଦା ଖଣି ଅଞ୍ଚଳରୁ ନିଷ୍କାସିତ ବର୍ଜ୍ୟଜଳ ବ୍ରାହ୍ମଣୀ ଓ ଏହାର ଉପନଦୀ ଖରସ୍ରୋତାରେ ମିଶୁଛି। ଏହି ନଦୀ ଜଳରେ ମାରାତ୍ମକ ସାୟନାଇଡ୍‌ ଓ ଫେନୋଲିକ କମ୍ପାଉଣ୍ଡ (କୋଇଲାଯୁକ୍ତ ପଦାର୍ଥ) ପରିମାଣ ଚିନ୍ତାଜନକ…

ଭିନ୍ନକ୍ଷମ ପୁଅର ସାହାରା ବୃଦ୍ଧା ମା’

ଜେନାପୁର, ୯ା୫(ଡି.ଏନ.ଏ.): ସରକାରଙ୍କ ପକ୍ଷରୁ ଭିନ୍ନକ୍ଷମମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ପ୍ରଦାନ କରିବାର ବ୍ୟବସ୍ଥା ଅଛି। ହେଲେ ବିଭାଗୀୟ ଅଧିକାରୀମାନେ ଏଥିରେ ଅବହେଳା କରୁଥିବାରୁ ଭିନ୍ନକ୍ଷମ ବ୍ୟକ୍ତି ଓ ସେମାନଙ୍କ ପରିବାର ଲୋକେ ହଇରାଣ ହେଉଛନ୍ତି। ଏଭଳି…

ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ, ଥାନାରେ ମାମଲା

ବରୀ,୮ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ଅଞ୍ଚଳର ଖବରଦାତା ସୁରେଶ ଚନ୍ଦ୍ର କରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସୂଚନାଥାଉକି, ଶ୍ରୀ କର ବାଇଁଶିରିଆ ପଞ୍ଚାୟତକୁ ସରକାରଙ୍କ ତରଫରୁ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଆସୁଥିବା ଅନୁଦାନ ସଦୁପଯୋଗ ହେଉ ନ ଥିବା ଘଟଣାକୁ ଖବର…

କୁମ୍ଭୀର ଭୟରେ ନଦୀକୂଳିଆ ଆତଙ୍କିତ

ଯାଜପୁର ଟାଉନ,୮ା୫(ଡି.ଏନ.ଏ.): ଯାଜପୁର ବ୍ଲକ୍‌ ଅନ୍ତର୍ଗତ ଖରସ୍ରୋତା ନଦୀର ରାଜଘାଟଠାରୁ ତନ୍ତିଘାଇ ମଧ୍ୟରେ ଏକ କୁମ୍ଭୀର ଭୟରେ ନଦୀକୂଳିଆ ଗ୍ରାମବାସୀଙ୍କ ମନରେ ଆତଙ୍କ ସୃଷ୍ଟି ହୋଇଛି। ଗତ କିଛି ଦିନ ହେବ କୁମ୍ଭୀରଟି ନଦୀ ପଠାରେ ଗୋରୁ ଶବ ଖାଉଥିବାବେଳେ କୁକୁରଙ୍କୁ…

ବସୁନ୍ଧରା ଯୋଜନାରେ ଦୁର୍ନୀତି

ବିଞ୍ଝରପୁର,୮ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ କାର୍ଯ୍ୟାଳୟରେ ବସୁନ୍ଧରା ଯୋଜନାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏହି ଦୁର୍ନୀତିର ତଦନ୍ତକରି ଅଯୋଗ୍ୟ ହିତାଧିକାରୀଙ୍କ ଜମି ପଟ୍ଟା ବାତିଲ କରିବାସହ ସେମାନଙ୍କଠାରୁ ଦଖଲ ଉଚ୍ଛେଦ କରିବାକୁ ଉପଜିଲାପାଳ ବିଞ୍ଝାରପୁର ତହସିଲ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ…

ଭତ୍ତା ହିତାଧିକାରୀଙ୍କ ଦୁଃଖ ବଢୁଛି

ରସୁଲପୁର,୮ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ୨୮ ପଞ୍ଚାୟତରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଯୋଜନା ବାଟବଣା ହୋଇପଡ଼ିଛି। ଏଠାରେ ବୟସାଧିକ ଭତ୍ତା ହିତାଧିକାରୀ ସେମାନଙ୍କ ଭତ୍ତା ରାଶି ପାଇବାରେ ନାନା ସମସ୍ୟାର ସମ୍ମୁଖିନ ହେଉଛନ୍ତି। ସେମାନଙ୍କ ଦୁଃଖ ବଢ଼ିବାରେ…

ତାଲିକାରେ ୫ ନାମ: ସମୁଦ୍ରକୁ ଶଙ୍ଖେ

ଯାଜପୁର ଅଫିସ,୮ା୫: ସମଗ୍ର ଶିକ୍ଷା, ଯାଜପୁର ଜିଲା ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଜାଲ୍‌ ପ୍ରମାଣପତ୍ର ଆଧାରରେ ଚାକିରି କରିଥିବା ୫ଜଣ ନକଲି ଶିକ୍ଷକଙ୍କ ତାଲିକା ପ୍ରକାଶ ହୋଇଛି। ଏଥିରେ ୩ ଜଣ ଓଟିଇଟି ଏବଂ ଜଣେ ଲେଖାଏ ମାଟ୍ରିକ ଓ ବିଏଡ୍‌…

ନିର୍ମାଣର ମାସକ ପରେ ଦବିଲା ରାସ୍ତା

ଚଣ୍ଡିଖୋଲ,୬।୫(ଡି.ଏନ.ଏ.): ମାତ୍ର ୧୦ କି.ମି.୫୦୦ ମିଟର ରାସ୍ତା ନିର୍ମାଣ କାର୍ଯ୍ୟରେ ଖର୍ଚ୍ଚ ହୋଇଛି ୨୨ କୋଟି ଟଙ୍କା। ହେଲେ କାର୍ଯ୍ୟ ଶେଷ ହେବାର ମାସକ ପରେ ରାସ୍ତାରେ ଫାଟ ସୃଷ୍ଟି ହୋଇଛି ଓ ଗୋଟିଏ ପାର୍ଶ୍ୱ ଦବିଯାଇଛି। ଏଭଳି ଘଟଣା ଦେଖିବାକୁ…

ଗଳିପୋଲକୁ ନେଇ ରାଜନୀତି

ରସୁଲପୁର,୬।୫(ଡି.ଏନ୍‌.ଏ): ରସୁଲପୁର ବ୍ଲକର କୋରେଇ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାହାଦଲାପୁର ଛକଠାରେ ଗଳିପୋଲ (ପିୟୁପି) ନିର୍ମାଣକୁ ନେଇ ରାଜନୀତି ଉଷ୍ମ ହୋଇଛି। ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ଉଦ୍ୟମ କ୍ରମେ ଏହି ଗଳିପୋଲ ହେବାକୁ ଯାଉଥିବାରୁ ଶୁକ୍ରବାର ତାଙ୍କ ଉଦ୍ଦେଶ୍ୟରେ ଏକ…

ମରଣଯନ୍ତା ପାଲଟିଛି ୫୩ ନଂ.ଏନଏଚ୍‌

ଯାଜପୁର ଅଫିସ,୬।୫: ଦୁର୍ଘଟଣାଜନିତ ମୃତ୍ୟୁହାର ହ୍ରାସ କରିବା ଲକ୍ଷ୍ୟ ନେଇ ସୁପ୍ରିମକୋର୍ଟ କମିଟି ପକ୍ଷରୁ ଏକାଧିକ ପଦକ୍ଷେପ ଗ୍ରହଣ କରଯାଉଛି। ଏପ୍ରିଲ ପ୍ରଥମ ସପ୍ତାହକୁ ଶୂନ୍ୟ ଦୁର୍ଘଟଣା ମୃତ୍ୟୁ ସପ୍ତାହ ଭାବେ ପାଳନ କରାଯାଇଛି। ବିଭିନ୍ନ ବିଭାଗର ସହଯୋଗରେ ହୋଇଥିବା ଏହି…

ଏସ୍‌ବିଆଇ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାନାନ୍ତର ପାଇଁ ଚକ୍ରାନ୍ତ

ଯାଜପୁରରୋଡ୍‌,୫ା୫(ଡି.ଏନ.ଏ.): ଯାଜପୁର ଜିଲାର ଯାଜପୁରରୋଡ୍‌ କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ। ଏହାକୁ ଆଖିଆଗରେ ରଖି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ୨୦୦୫ରେ ଯାଜପୁରରୋଡ୍‌ଠାରେ ଅବସ୍ଥାପିତ କରାଯାଇଥିଲା। ଏହି ଆଞ୍ଚଳିକ କାର୍ଯ୍ୟାଳୟ ଅଧୀନରେ ଯାଜପୁର ଜିଲାର ୨୭ ଏବଂ କେନ୍ଦ୍ରାପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?