ଯାଜପୁର

ବିଡିଓ, ଭେଣ୍ଡରଙ୍କୁ ଜବାବ ତଲବ

କୋରେଇ,୨୭ା୪(ଡି.ଏନ.ଏ.): ଜାଲ ଭେଣ୍ଡର ରସିଦରେ ବିପୁଳ ଟଙ୍କାର ବିଲ କରି ଟିକସ ଫାଙ୍କି ଅଭିଯୋଗ ଘଟଣାରେ ଯାଜପୁର ଜିଲା କୋରେଇ ବିଡିଓ ହରଡ଼ଘଣାରେ ପଡିଛନ୍ତି। ଏନେଇ ସିଟିଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ଆଞ୍ଚଳିକ ଅଧିକାରୀ ତଦନ୍ତ କରି ଗତ ୬ ତାରିଖରେ କୋରେଇ ବିଡ଼ିଓକୁ…

ରେଙ୍ଗାଲି କେନାଲ ନିର୍ମାଣ ପାଇଁ ଘର ଉଚ୍ଛେଦ

କାଳିଆପାଣି,୨୭ା୪(ଡି.ଏନ.ଏ.): ରେଙ୍ଗାଲି କେନାଲ ନିର୍ମାଣରେ ସମସ୍ୟା ଉପୁଯାଉଥିବା ଜଣେ ବ୍ୟକ୍ତିଙ୍କ ଘରକୁ ଜିଲା ପ୍ରଶାସନ ବୁଲଡୋଜର ଲଗାଇ ବୁଧବାର ଭାଙ୍ଗିଦେଇଛି। କାଳିଆପାଣି ଥାନା ଅଧିକାରୀ ସୁଶାନ୍ତ କୁମାର ମିଶ୍ରଙ୍କ ନେତୃତ୍ୱରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇ କେନାଲ ପାଇଁ…

ଘରୋଇ ଜମିରେ ଶବଦାହ ଗୃହ ନିର୍ମାଣ

ରସୁଲପୁର,୨୭ା୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ନରସିଂହପୁର ପଞ୍ଚାୟତ ହରିପୁର ମୌଜାର ଜିତେନ୍ଦ୍ର କୁମାର ସାହୁଙ୍କ ନାମରେ ଥିବା ଏକ ଘରୋଇ ଜମିରେ ଶବଦାହ ଗୃହ ନିର୍ମାଣ କରାଯାଉଛି। ଏହାକୁ ଜିତେନ୍ଦ୍ର ବିରୋଧ କରୁଛନ୍ତି। ହେଲେ ତାଙ୍କ ବିରୋଧକୁ ପଞ୍ଚାୟତ ପକ୍ଷରୁ ଭୃକ୍ଷେପ…

କୁଷ୍ଠରୋଗୀଙ୍କ ରିକନ୍‌ଷ୍ଟ୍ରକ୍ଟିଭ୍‌ ସର୍ଜରି ନୈରାଶ୍ୟଜନକ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ, ୨୭ା୪: ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରିକନ୍‌ଷ୍ଟ୍ରକ୍ଟିଭ୍‌ ସର୍ଜରି(ଆର୍‌ସିଏସ୍‌)ପ୍ରକ୍ରିୟାକୁ ସୁଦୃଢ଼ୀକରଣ କରିବାକୁ ୨୦୨୨-୨୩ରେ ପ୍ରୋଗ୍ରାମ ଇମ୍ପ୍ଲିମେଣ୍ଟେଶନ ପ୍ଲାନ୍‌ରୁ ବିଭିନ୍ନ ଯନ୍ତ୍ରପାତି କିଣିବାକୁ ନିର୍ଦ୍ଦେଶ ହୋଇଛି। ଏହାସହ ରାଜ୍ୟର ସମସ୍ତ ୩୦ ଜିଲା ସଦର…

ଚାଷ ପ୍ରତି ବିମୁଖ ଭାଗଚାଷୀ

କେନ୍ଦ୍ରାପଡ଼ା ଅଫିସ/ଯାଜପୁର ଅଫିସ/ବରଗଡ଼ ଅଫିସ୍‌, ୨୭ା୪: ଓଡ଼ିଶା ଦିବସ ପାଳନ ଅବସରରେ ରାଜ୍ୟ ସରକାର ୪୩ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ଯୋଜନା ମାଧ୍ୟମରେ ୮୭୭ କୋଟି ଟଙ୍କା ପ୍ରଦାନ କରିଛନ୍ତି। ସୋମବାର ୩୫ ଲକ୍ଷ ଚାଷୀଙ୍କୁ…

ଗୋସାଇଁ ଗୁପ୍ତରେ କର୍ଣ୍ଣରେ ଦିଅନ୍ତି ମହାମନ୍ତ୍ର

ମହାକାଳପଡ଼ା,୨୬।୪ (ଡି.ଏନ୍‌.ଏ.) ପ୍ରାଚୀନ କାଳରେ ଗୁରୁକୁଳ ଆଶ୍ରମରେ ସାଧୁ ସନ୍ନ୍ୟାସୀମାନେ ନିଜର ଛାତ୍ରୀଛାତ୍ରଙ୍କୁ ଗୁପ୍ତରେ କର୍ଣ୍ଣରେ ଗୁରୁ ମହାମନ୍ତ୍ର ଦେଉଥିଲେ। ଆଜିକା ଦିନରେ ଗୁରୁକୁଳ ଆଶ୍ରମ ଲୋପପାଇବାକୁ ବସିଲାଣି। ତଥାପି ଏହି ପ୍ରାଚୀନ ପରମ୍ପରା ଆଧୁନିକ ସଭ୍ୟତାରେ ଆଜି ବି ବଞ୍ଚତ୍ରହିଛି।…

ମରାମତି ହେଉନି ଏଲ୍‌ଟି ଲାଇନ୍‌

ବାଲିଚନ୍ଦ୍ରପୁର,୨୬।୪ (ସ୍ବ.ପ୍ର.) ବଡ଼ଚଣା ବ୍ଲକ ବାଲିଚନ୍ଦ୍ରପୁର ବିଦ୍ୟୁତ୍‌ ଉପଖଣ୍ଡ ଅଧୀନରେ ଗ୍ରାମାଞ୍ଚଳରେ ଥିବା ଏଲ୍‌ଟି ଲାଇନ୍‌ ମରାମତି ହେଉନାହିଁ। ଫଳରେ କେତେକ ଜାଗାରେ ବିଦ୍ୟୁତ୍‌ ତାର ଝୁଲି ରହୁଥିବା ବେଳେ କେତେକ ସ୍ଥାନରେ ଗଛଡ଼ାଳ ପଡ଼ି ତାର ଶୋଇ ରହିଛି। ଅନେକସ୍ଥାନରେ…

ଅନ୍ଧାରରେ ଜାରକା ଅସ୍ଥାୟୀ ବସ୍‌ଷ୍ଟାଣ୍ଡ

ଧର୍ମଶାଳା,୨୬।୪ (ଡି.ଏନ.ଏ.): ୧୬ନଂ. ଜାତୀୟ ରାଜପଥର ଜାରକା ନୂତନ ଅସ୍ଥାୟୀ ବସ୍‌ଷ୍ଟାଣ୍ଡ ପରିସର ଅନ୍ଧାରରେ ରହିଛି। ଜାରକାଠାରେ ଜାତୀୟ ରାଜପଥ ପ୍ରଶସ୍ତୀକରଣ କାର୍ଯ୍ୟ ଶେଷ ହେବା ପରେ ରାଜପଥର ଉଭୟ ପାର୍ଶ୍ୱରେ ହାଇ ମାଷ୍ଟ ଲାଇଟର ବ୍ୟବସ୍ଥା କରାଯାଇଥିଲା। ହେଲେ ଗତ…

ନକଲି ଶିକ୍ଷକଙ୍କ ମାଷ୍ଟରମାଇଣ୍ଡ ନକଲି ବିଇଓ

ଯାଜପୁର ଅଫିସ/କୋରେଇ, (ଡି.ଏନ.ଏ.),୨୬।୪: ରାଜ୍ୟରେ ବିଭିନ୍ନ ଜିଲାରେ ନକଲି ପ୍ରମାଣପତ୍ରଧାରୀଙ୍କ ଉପରେ ତନାଘନା ତଦନ୍ତ ଚାଲିଛି। ହେଲେ ଯାଜପୁର ଜିଲାରେ ନକଲି ଆଦିବାସୀ ସାଜି ଶିକ୍ଷକତା କରୁଥିବା ବ୍ୟକ୍ତିିଙ୍କ ଉପରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଶୀର୍ବାଦ ରହିଥିବା ଚର୍ଚ୍ଚା ହେଉଛି। ଏପରି କି…

ଗଚ୍ଛିତ ଚାଉଳକୁ ନେଇ ଅଡୁଆରେ ରିଟେଲର

ଚଣ୍ଡିଖୋଲ,୨୬।୪ (ଡି.ଏନ୍‌.ଏ.): କେନ୍ଦ୍ର ସରକାର ଗତ ଜାନୁୟାରୀରୁ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମାଗଣା ଚାଉଳ ପ୍ରଦାନ କରିବା ପରେ ଚାଉଳ ଯୋଗାଣ ନିୟମ କଡ଼ାକଡ଼ି କରିଛନ୍ତି। ଏଥିନେଇ ଗତ ୧୯ତାରିଖରେ ରାଜ୍ୟ ସରକାରଙ୍କ ଖାଦ୍ୟଯୋଗାଣ ବିଭାଗ ଅତିରିକ୍ତ ସଚିବ ନେତ୍ରମଣି ପଣ୍ଡା…

ବିରୋଧ ପାଇଁ ସଜବାଜ

ଯାଜପୁର ଅଫିସ,୨୫।୪: କଳିଙ୍ଗନଗର ଶିଳ୍ପାଞ୍ଚଳର କେତେକ କାରଖାନାରୁ ବାୟୁ ଓ ଜଳ ପ୍ରଦୂଷଣ ଯୋଗୁ ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ସ୍ବାସ୍ଥ୍ୟଗତ ସଙ୍କଟ ଦେଖାଦେଇଛି। ଏଭଳି ଅନିୟନ୍ତ୍ରିତ ପରିସ୍ଥିତିରେ ଆଉ ଏକ କାରଖାନା କଳିଙ୍ଗନଗରରେ ପାଦ ଥାପିଛି।…

ଡମଶାଳ କୂଳରେ ଜଙ୍ଗଲ କାଟି ଘର ନିର୍ମାଣ

କାଳିଆପାଣି,୨୫।୪: (ଡି.ଏନ.ଏ.) ବନ ବିଭାଗର ନିଷ୍କ୍ରିୟତା ପାଇଁ ସୁକିନ୍ଦା ବନାଞ୍ଚଳ ଏବେ ଧ୍ୱଂସ ହେବାରେ ଲାଗିଛି । ଖଣି ପାଇଁ ଘଞ୍ଚ ଜଙ୍ଗଲରେ ପୂର୍ଣ୍ଣ ମହାଗିରି ପର୍ବତମାଳା ସବୁଜିମା ଶୂନ୍ୟ ହେବାରେ ଲାଗିଛି। ଏବେ ସୁକିନ୍ଦା ଖଣିଅଞ୍ଚଳର ଚିରସ୍ରୋତା ଡ଼ମଶାଳ ନାଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?