ଯାଜପୁର

ତହସିଲଦାରଙ୍କ ବନ୍ଦ ନିର୍ଦ୍ଦେଶ ସତ୍ତ୍ୱେ ଗୃହ ନିର୍ମାଣ ଚାଲିଛି

ସିଂହପୁର,୨୫।୪: (ଡି.ଏନ.ଏ.) ବିଂଝାରପୁର ଥାନା, ବରୀ ବ୍ଲକ ଅଧୀନ ମଧୁସୁଦନପୁର ପଞ୍ଚାୟତ ସୁନ୍ଦରପୁର ଗ୍ରାମରେ ଅନାବାଦୀ ଜମିରେ ଜଣେ ବ୍ୟକ୍ତି ଗୃହ ନିର୍ମାଣ କରୁଥିଲେ। ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ ମଧ୍ୟ ସେ କାମ ବନ୍ଦ କରି ନ ଥିଲେ। ବାଧ୍ୟ…

ପ୍ରେମ, ପ୍ରତାରଣାରୁ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ

ଚଣ୍ଡିଖୋଲ/ଛତିଆ, ୨୪ା୪(ଡି.ଏନ.ଏ.):: ପ୍ରେମ, ପ୍ରତାରଣାରୁ ଯାଜପୁର ଜିଲା ବୈରୀ ଥାନା ଅଧୀନ କାଇମାଟିଆ ପଞ୍ଚାୟତ ବିରିଜଙ୍ଗା ଗ୍ରାମର ଜଣେ ଯୁବକଙ୍କ ଆତ୍ମହତ୍ୟାକୁ ନେଇ ରବିବାର ଥାନା ଘେରାଉ କରିଛନ୍ତି ଗ୍ରାମବାସୀ। ସେମାନେ ଥାନା ନିକଟରେ ମୃତଦେହ ରଖି ପ୍ରାୟ ୨ ଘଣ୍ଟା…

ଷ୍ଟେଶନ ବଜାର ମୁଖ୍ୟ ରାସ୍ତା ଅନ୍ଧାର

ଯାଜପୁରରୋଡ,୨୪ା୪(ଡି.ଏନ.ଏ.): ବିଭିନ୍ନ ସମସ୍ୟାରେ ଜର୍ଜରିତ ହୋଇ ବିବାଦର ପରଧିରେ ରହିଛି ବ୍ୟାସନଗର ପୌରପରିଷଦ। ପୌରାଧ୍ୟକ୍ଷାଙ୍କ ନିର୍ବାହୀ ଅଧିକାରୀଙ୍କୁ ଫାଇଲ ପିଙ୍ଗା ଘଟଣା ହେଉ କି ସଫେଇ କର୍ମଚାରୀଙ୍କୁ ଦରମା ପ୍ରଦାନରେ ବିଳମ୍ବକୁ ନେଇ ବିବାଦରେ ପୌର ପରିଷଦ ରହିିଥିବାବେଳେ ସମସ୍ୟାରେ ଜର୍ଜରିତ…

ମାଟିରେ ମିଶିଲା ୨୨ ବର୍ଷର ପୁରୁଣା ସ୍କୁଲ

ଯାଜପୁର ଅଫିସ,୨୪ା୪: ଯାଜପୁର ପୌରାଞ୍ଚଳ ଅନ୍ତର୍ଗତ ଭାଗବତପୁରସ୍ଥିତ ପ୍ରାୟ ୨୨ ବର୍ଷ ପୁରୁଣା ପ୍ରାଥମିକ ବିଦ୍ୟାଳୟ ଗୃହ ମାଟିରେ ମିଶି ଯାଇଛି। ଏହାକୁ ନେଇ ଭାଗବତପୁର ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଯିବା ସହ ଆବଶ୍ୟକ ତଦନ୍ତ କରି ବିହିତ ପଦକ୍ଷେପ…

ଜରି, ବାଙ୍ଗରାରେ ପାନୀୟ ଜଳ ସଙ୍କଟ

ସିଂହପୁର,୨୪ା୪(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନାରେ ସରକାରଙ୍କ ପକ୍ଷରୁ ପ୍ରକଳ୍ପ ନିର୍ମାଣ କରାଯାଇଛି। ମାତ୍ର କେତେକ ପଞ୍ଚାୟତରେ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ରାଜନେତାଙ୍କ ଦୂରଦୃଷ୍ଟି ଅଭାବରୁ ଲୋକେ ପାନୀୟ ଜଳ ପାଇଁ…

ଯାଜପୁର ସହରର ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁର ଟାଉନ,୨୪ା୪(ଡି.ଏନ.ଏ.): ଯାଜପୁର ସହରର ଟ୍ରାଫିକ୍‌ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଫଳରେ ଏହା ଜନଜୀବନକୁ ପ୍ରଭାବିତ କରୁଛି। ସହରରେ ଏକମୁଖି ମାର୍ଗ ବହୁ ସ୍ଥାନରେ ନିର୍ମାଣ ହୋଇଥିଲେ ବି ବିପରୀତ ଦିଗରୁ ଯାନବାହନଗୁଡ଼ିକ ଯାତାୟାତ କରିବା ଯୋଗୁ ବହୁ ସମୟରେ ଦୁର୍ଘଟଣା ଘଟୁଛି।…

ସରୁନି ଜନକ-ହଳଧରପୁର ରାସ୍ତା କାମ

ଚଣ୍ଡିଖୋଲ,୨୪ା୪(ଡି.ଏନ୍‌.ଏ.): ପୂର୍ତ୍ତ ବିଭାଗ ତରଫରୁ ରାସ୍ତାର ଟେଣ୍ଡର କରାଯାଉଛି। ରାସ୍ତା କାର୍ଯ୍ୟ ଶେଷ ହେବା ପାଇଁ ସମୟ ସୀମା ବି ଧାର୍ଯ୍ୟ କରାଯାଉଛି। ମାତ୍ର କାର୍ଯ୍ୟ ସରୁନାହିଁ। ଏହାପରେ ଗୁପ୍ତ ଟେଣ୍ଡର ଜରିଆରେ ବିପୁଳ ଟଙ୍କା ଲୁଟ୍‌ କରାଯାଉଛି। ଏଭଳି ଘଟଣା…

ଗ୍ରାମୀଣ ଉଦ୍ୟାନ କାର୍ଯ୍ୟ ଅଧାପନ୍ତରିଆ

ଛତିଆ, ୨୩।୪: (ଡି.ଏନ.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତ ଅମରାବତୀ ପାଟଣାର ଅମରାବତୀ ମଠ ପରିସରରେ ନିର୍ମିତ ଗ୍ରାମୀଣ ଉଦ୍ୟାନ ଅଧାପନ୍ତରିଆ ହୋଇ ପଡ଼ିରହିଛି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ୧୦…

ଠିକାସଂସ୍ଥାର ପାଇପ୍‌ ଚୋରି ବାହାନା

ଯାଜପୁର ଅଫିସ, ୨୩।୪: ଯାଜପୁର ଜିଲାର ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ପାଇଁ ଚାଲିଥିବା ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପ ଲକ୍ଷ୍ୟଭ୍ରଷ୍ଟ ହୋଇଛି। ନିର୍ଦ୍ଧାରିତ ସମୟରେ ପ୍ରକଳ୍ପଗୁଡିକ କାର୍ଯ୍ୟକ୍ଷମ ହୋଇ ପାରି ନ ଥିବାରୁ ସମ୍ପୃକ୍ତ ଅଞ୍ଚଳବାସୀ ପ୍ରଚଣ୍ଡ ଗ୍ରୀଷ୍ମ…

ବିନା ସୂଚନା ଫଳକରେ ଚାଲିଛି ରାସ୍ତା କାମ

ଜେଜେନାପୁର,୨୨।୪: (ଡି.ଏନ.ଏ.) ଧର୍ମଶାଳା ବ୍ଲକ୍‌ ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର କୁସୁନୁପୁର ଭାୟା ବଲାଙ୍ଗିଆକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାର ମରାମତି ଚାଲିଛି। ମାତ୍ର ଏଠାରେ କୌଣସି ସୂଚନା ଫଳକ ଲଗା ନ ଯାଇ କାର୍ଯ୍ୟ କରାଯାଉଛି।…

୯ ମାସରେ ୫ ବର୍ଷର ଉତ୍ତୋଳନ

ଯାଜପୁର ଅଫିସ,୨୨।୪: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ଥିବା ବହୁ ମୂଲ୍ୟବାନ କଳାପଥର(ଗ୍ରାନାଇଟ୍‌) ଲୁଟ୍‌ ପାଇଁ ଏକ ପ୍ରକାର ଅଘୋଷିତ ପ୍ରତିଯୋଗିତା ଜୋର ଧରିଛି। ଲିଜ୍‌ର ୧ ବର୍ଷ ନ ପୂରୁଣୁ ୫ ବର୍ଷ ପାଇଁ ଧାର୍ଯ୍ୟ ପରିମାଣର କଳାପଥର…

ଅସହ୍ୟ ତାତିରେ ଲୋକେ ଆଉଟୁପାଉଟ

ଧର୍ମଶାଳା,୨୧ା୪(ଡି.ଏନ.ଏ.): ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଛନ୍ତି। ବିଶେଷ କରି ଧର୍ମଶାଳା ବ୍ଲକର ପାହାଡିଆ ଅଞ୍ଚଳରେ ପୂର୍ବାହ୍ନ ୧୦ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଏଭଳି ଅବସ୍ଥାରେ ଦିନ ମଜୁରିଆମାନେ ବିଷେଶ ଭାବେ ହଇରାଣ ହରକାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?