ଯାଜପୁର

ଠିକାଦାର ଜାଳିଦେଲେ ଶତାଧିକ ଗଛ

ଚଣ୍ଡିଖୋଲ,୨୧ା୪ (ଡି.ଏନ୍‌.ଏ.): ଏବେ ସାରା ଓଡ଼ିଶା ଗ୍ରୀଷ୍ମ ପ୍ରବାହରେ ଜଳୁଥିବାବେଳେ ଗଛ କାଟିବାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ବଡ଼ଚଣା ବ୍ଲକ ଅନ୍ତର୍ଗତ ବାଳିଚନ୍ଦ୍ରପୁର-ବରୁହାଁ ରାସ୍ତାର ମାଣ୍ଡୁକା ଠାରୁ ଅରେଇକଣା ମଧ୍ୟରେ। ବଡ଼ଚଣା ପୂର୍ତ୍ତ ବିଭାଗ ପକ୍ଷରୁ…

ସିଂହାପୁର ଯାତ୍ରାରେ ପରମ୍ପରା ଭଙ୍ଗ

ରସୁଲପୁର,୨୧ା୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ପ୍ରସିଦ୍ଧ ସିଂହାପୁର ଯାତ୍ରା ମଙ୍ଗଳବାର ଶେଷ ହୋଇଛି। ମାତ୍ର ଏହି ଯାତ୍ରାରେ ଐତିହାସିକ ପରମ୍ପରା ବଜାଇ ରଖିବାରେ ପ୍ରଶାସନ ବିଫଳ ହୋଇଛି। ଯାତ୍ରାରେ ଭକ୍ତଙ୍କ ବିଶୃଙ୍ଖଳିତ ଆଚରଣ ଯୋଗୁ ପ୍ରଭୁ ନାରାୟଣ ଗୋସାଇଁଙ୍କ ମୁଗୁନି ପ୍ରସ୍ତରର…

ଜଳୁଛି ଜଙ୍ଗଲ, ଅସୁରକ୍ଷିତ ବନ୍ୟଜନ୍ତୁ

କାଳିଆପାଣି,୨୧ା୪(ଡି.ଏନ.ଏ.): ଯାଜପୁର ଜିଲାର ଜଙ୍ଗଲ ଉପତ୍ୟକାରେ ଚାରିଆଡ଼େ ନିଆଁଲାଗିଛି। ଫଳରେ ଜଙ୍ଗଲର ବହୁ ମୂଲ୍ୟବାନ ଗଛ ସହିତ ଔଷଧୀୟ ଗୁଳ୍ମ, ସରୀସୃପ ଓ କୀଟ, ପତଙ୍ଗ ପୋଡ଼ି ପାଉଁଶ ହୋଇଯାଉଛନ୍ତି। ମାତ୍ର ଏହା ଜନ୍ତୁ ଶିକାରୀଙ୍କ ପାଇଁ ଭୂସ୍ବର୍ଗ ପାଲଟିଛି। ସେହିପରି…

ଜଗତସିଂହପୁରରୁ ନିଖୋଜ ଯବାନଙ୍କ ମୃତଦେହ ଯାଜପୁରରୁ ମିଳିଲା

ଯାଜପୁର/ଜଗତସିଂହପୁର ଅଫିସ,୨୦ା୪: ଜଗତସିଂହପୁର ଜିଲା ଏରସମା ଥାନା ଅଧୀନ ସୋମପୁର ଗ୍ରାମର ଯବାନ ସୂର୍ଯ୍ୟକାନ୍ତ କୁଆଁର ୧୭ ତାରିଖରୁ ନିଖୋଜ ରହିଥିଲେ। ଦୁଇ ଦିନ ପୂର୍ବରୁ ଯବାନଙ୍କ ବାଇକ୍‌ ଯାଜପୁର ଜିଲା ବଡ଼ଚଣା ଥାନା ଅଧିନସ୍ଥ ଧାନମଣ୍ଡଳ ନିକଟ ପାହାଡ଼ ପାଖରୁ…

ଠପ୍‌ ହୋଇଗଲା ଜନଜୀବନ

ଯାଜପୁର ରୋଡ୍‌,୨୦ା୪(ଡି.ଏନ.ଏ.): ଯାଜପୁର ଜିଲାର ବ୍ୟାସନଗର ସହର ପ୍ରତି ଉପେକ୍ଷା ଓ ୫ ଦଫା ଦାବି ନେଇ ନାଗରିକ କମିଟି ଦ୍ୱାରା ବିଭିନ୍ନ ଗଣ ସଂଗଠନକୁ ନେଇ ଗଠିତ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବୁଧବାର ଦିଆଯାଇଥିବା ବନ୍ଦ ଡାକରା ସଫଳ…

ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ

ଯାଜପୁର ଅଫିସ/କଳିଙ୍ଗନଗର/ ଧର୍ମଶାଳା (ଡି.ଏନ.ଏ.),୨୦ା୪ : ପୋଷ୍ଟମର୍ଟମ ରିପୋର୍ଟ ପ୍ରଦାନ ପାଇଁ ୨୦ ହଜାର ଟଙ୍କା ଦାବି କରି ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ପବିତ୍ର କୁମାର ସେଠୀ ବୁଧବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଏଥିରେ ସହଯୋଗ କରିଥିବା…

ବିଞ୍ଝାରପୁର ବିଡିଓଙ୍କୁ ଲୋକାୟୁକ୍ତଙ୍କ ନୋଟିସ

ଯାଜପୁର ଅଫିସ,୨୦ା୪: ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ସରକାରୀ ଅର୍ଥ ହେରାଫେରି ଅଭିଯୋଗ ପିଛା ଛାଡୁନି ା ଏହି ବ୍ଲକ ସୟଦପୁର ପଞ୍ଚାୟତରେ ହୋଇଥିବା ବିଭିନ୍ନ ଦୁର୍ନୀତି ସମ୍ପର୍କରେ ପୂର୍ବତନ ସରପଞ୍ଚ ତଥା ସାମାଜିକ କର୍ମୀ ଅବଦୁଲ କାଦିର ଲୋକାୟୁକ୍ତଙ୍କ ଦ୍ୱାରସ୍ଥ…

୪ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଯାଜପୁର ଅଫିସ/କୋରେଇ (ଡି.ଏନ୍‌.ଏ.),୨୦ା୪: ବଲାଙ୍ଗୀର ଜିଲାରେ ଯେଭଳି ନକଲି ପ୍ରମାଣପତ୍ରକୁ ନେଇ ଛାନ୍‌ଭିନ୍‌ ହେଲା ଏବଂ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ସେଭଳି ପଦକ୍ଷେପ ଯାଜପୁର ଜିଲାରେ ଦେଖିବାକୁ ମିଳିନାହିଁ। ବରଂ ଏହି ଜିଲାରେ ନକଲି ଶିକ୍ଷୟିତ୍ରୀ ଓ ଶିକ୍ଷକ କଟକ କେନ୍ଦ୍ରାଞ୍ଚଳ…

ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର

ଯାଜପୁର ଅଫିସ,୧୯ା୪: ଯାଜପୁର ଜିଲା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ପବିତ୍ର ସେଠୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ପାଇଁ ସେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏହି ଅଭିଯୋଗରେ…

କୋରେଇ ଅଞ୍ଚଳରେ ମାଳ ମାଳ ଘରୋଇ ସ୍କୁଲ

କୋରେଇ,୧୯।୪(ଡି.ଏନ୍‌.ଏ.): କୋରେଇ ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ଭାବେ ମାଳ ମାଳ ଘରୋଇ ସ୍କୁଲ ଗଢ଼ିଉଠୁଛି। ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନୈରାଶ୍ୟଜନକ ଥିବାରୁ ନିର୍ଦ୍ୱନ୍ଦ୍ୱରେ ଏହି ବେଆଇନ ସ୍କୁଲଗୁଡ଼ିକ ଚାଲୁଥିବା ଆଲୋଚନା ହେଉଛି। ଅଧିକାଂଶ ସ୍କୁଲରେ ସରକାରୀ ଗାଇଡ୍‌ଲାଇନ ଅନୁଯାୟୀ…

ସୌଦାମିନୀଙ୍କ ପରିବାରକୁ ମିଳୁନି ଆବାସ

ବ୍ରହ୍ମବରଦା,୧୯।୪(ଡି.ଏନ୍‌.ଏ.): ରସୁଲପୁର ବ୍ଲକ୍‌ ଅନ୍ତର୍ଗତ ବନ୍ଧଡ଼ିହ ପଞ୍ଚାୟତ ଜୟସିଂହଡ଼ା ଗ୍ରାମର ସୌଦାମିନୀ ସାହାଣୀଙ୍କ ପରିବାରକୁ ମିଳୁନି ଆବାସ ଯୋଜନାରେ ଘରଟିଏ। ଫଳରେ ଏହି ପରିବାର ଭଙ୍ଗାଘରେ ଜରିପାଲ ପକାଇ ବହୁ କଷ୍ଟରେ ରହୁଛନ୍ତି। ସୌଦାମିନୀଙ୍କ ପରିବାର କହିଲେ ସ୍ବାମୀ ଚିତ୍ତରଞ୍ଜନ ସାହାଣୀ,…

ଖରାରେ ଜାତୀୟ ରାଜପଥରେ କାମ କରୁଛନ୍ତି ଶ୍ରମିକ

ଚଣ୍ଡିଖୋଲ,୧୯।୪(ଡି.ଏନ.ଏ.): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ ନ କରିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ମାତ୍ର ଜାତୀୟ ରାଜପଥ ୧୬ ନଂ. ଓ ୫୩ ନଂ.ରେ ଶ୍ରମିକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?