ଯାଜପୁର

ଖଣି, ଶିଳ୍ପାଞ୍ଚଳ ଏବେ ଅଶାନ୍ତ

ଯାଜପୁର,୨୦/୨(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ସୁକିନ୍ଦା ଖଣି ଏବଂ କଳିଙ୍ଗନଗର ଶିଳ୍ପାଞ୍ଚଳରେ ଅନେକ କର୍ମଚାରୀ ଓ ଶ୍ରମିକ ଉପଯୁକ୍ତ ପାଉଣା ପାଉନାହାନ୍ତି। ପ୍ରାୟ ବର୍ଷେ ହେଲା ଶ୍ରମିକଙ୍କୁ ଖଣି କର୍ତ୍ତୃପକ୍ଷ ଦରମା ସମେତ ଇପିଏଫ୍‌ ଓ ବୋନସ ଦେଉ ନ ଥିବା...

ବରାହନାଥ ପ୍ରକଳ୍ପରେ ଅନିୟମିତତା

ଯାଜପୁର,୧୯ା୨(ହର୍ଷବର୍ଦ୍ଧନ ବେହେରା):ଅବହେଳିତ ହୋଇପଡ଼ି ରହିଥିବା ଯାଜପୁରର ପ୍ରାଚୀନ ବରାହନାଥ ମନ୍ଦିରର ନବକଳେବର କାର୍ଯ୍ୟ ଚାଲିଛି। ମନ୍ଦିର ସଂଲଗ୍ନ ଦ୍ୱୀପାଞ୍ଚଳରେ ନିର୍ମାଣାଧୀନ ୧୮୩ ଫୁଟ ଉଚ୍ଚତା ବିଶିଷ୍ଟ ଧ୍ୟାନମଗ୍ନ ଶିବ ମୂର୍ତ୍ତି ମୁଖ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଛି। ଏହାବାଦ୍‌ ମ୍ୟୁଜିୟମ, ଟୁରିଷ୍ଟ...

ଯାଜପୁରରେ ପୋଲିସକୁ ଧକ୍କା ଦେଇ କଏଦୀଙ୍କୁ ଛଡ଼ାଇନେଲେ ସହଯୋଗୀ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୧୯ା୨: ପୋଲିସକୁ ଧକ୍କା ଦେଇ ଜଣେ ବିଚାରାଧୀନ କଏଦୀଙ୍କୁ ଛଡ଼ାଇ ନେଇଛନ୍ତି ତାଙ୍କର ୨ଜଣ ସହଯୋଗୀ। ଉକ୍ତ କଏଦୀ ଜଣକ ହେଲେ ଯାଜପୁର ରୋଡ୍‌ ଉପ କାରାଗାରର ରାଣାପ୍ରତାପ ସିଂ(୫୫)। ତାଙ୍କ ଘର ଜହ୍ନା ଗ୍ରାମରେ।...

କ୍ଷତିଗ୍ରସ୍ତ ଚାଷୀଙ୍କ ନିକଟକୁ ଆସିଲେନି ନେତା, ଅଧିକାରୀ

ରସୁଲପୁର,୧୮ା୨(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅନ୍ତର୍ଗତ ବଡ଼କଇଞ୍ଚତ୍ ପଞ୍ଚାୟତ ଗରୁଆଳ ଗ୍ରାମର ଚାଷୀ ରବୀନ୍ଦ୍ର ପରିଡ଼ା ଫୁଲକୋବି ଫସଲର ଅଭାବୀ ବିକ୍ରିର ଶିକାର ହୋଇଛନ୍ତି। ଫଳରେ ସେ ୨ ସପ୍ତାହ ତଳେ ୫୦ ଡିସିମିଲିରୁ ଊର୍ଦ୍ଧ୍ୱ କୋବି ଫସଲ ଉଜାଡ଼ି ଦେଇଛନ୍ତି।...

ପାଣିକୋଇଲି ନିକଟରେ ଟ୍ରକ୍‌କୁ ପିଟିଲା ବସ୍‌: ୨ ଗୁରୁତର, ୨୫ରୁ ଊର୍ଦ୍ଧ ଆହତ 

ଯାଜପୁର,୧୭।୨: ଯାଜପୁର  ଜିଲା ପାଣିକୋଇଲି ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କ୍ଷୀରଚୋରା ନାମକ ଉକ୍ତ ବସ୍‌ଟି (ଓଡି୦୧ଏଏମ୩୮୫୯ )ପଶ୍ଚିମବଙ୍ଗ ସୀମାନ୍ତ ଖଡିକା ବଜାରରୁ ଜଳେଶ୍ୱର ଓଲମରା ଦେଇ ଭୁବନେଶ୍ୱର ଯାଉଥିବା ବେଳେ  ଜାତୀୟ ରାଜପଥର ପାଣିକୋଇଲି ନିକଟରେ ଦୁର୍ଘଟଣାଗ୍ରସ୍ତ...

ଆଜି ୬ ଜିଲାକୁ ‘ଲକ୍ଷ୍ମୀ’ ବସ୍‌ ସେବା ଆରମ୍ଭ, ଉପକୃତ ହେବେ ଖୋର୍ଦ୍ଧା-ପୁରୀ-କେନ୍ଦ୍ରାପଡ଼ା-ଭଦ୍ରକ-ଯାଜପୁର-ନୟାଗଡ଼ବାସୀ

ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲାରେ ଗଡ଼ିବ ‘ଲକ୍ଷ୍ମୀ ବସ୍‌’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏସବୁ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଗାଁ...

ମରାମତି କାର୍ଯ୍ୟ ନିମ୍ନମାନର ଅଭିଯୋଗ

କାଏମା,୧୬ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ନିର୍ବାଚନମଣ୍ଡଳୀର ଗ୍ରାମ୍ୟ ନିର୍ମାଣ ବିଭାଜନ-୨ ଜାରକା କାର୍ଯ୍ୟାଳୟ ଅଧୀନ ନୀଳାଦେଇପୁର ଛକଠାରୁ ଚାନ୍ଦପୁର ପର୍ଯ୍ୟନ୍ତ ୨.୫୦୦ କି.ମି. ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ମରାମତି କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଏହି ରାସ୍ତା ୨୦୧୭...

ଗ୍ରାମବାସୀଙ୍କ ଭରସା ଖୋଲା କୂଅ

କାଏମା,୧୬ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ୍‌ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ପାଇଁ ବିପୁଳ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହୋଇପାରୁନାହିଁ। ସେହିପରି ଯେଉଁଠାରେ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି ତାହା ମଧ୍ୟ ଗୋଟିଏ ପରେ ଗୋଟିଏ ଅଚଳ...

ବର୍ଜ୍ୟବସ୍ତୁରେ ଡାକ୍ତରଖାନା ସଂକ୍ରମିତ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିୟମ-୨୦୧୬ ଏବଂ ଡାକ୍ତରୀ ବର୍ଜ୍ୟବସ୍ତୁ ପରିଚାଳନା ନିୟମ-୨୦୧୬ର କେତେକାଂଶରେ ଉଲ୍ଲଂଘନ ହେଉଛି। ୨୦୨୩ରେ ଡାକ୍ତରୀ ବର୍ଜ୍ୟବସ୍ତୁ ପରିଚାଳନା ନିୟମର ଉଲ୍ଲଂଘନ କରିଥିବା ୩୯ଟି ସରକାରୀ ଡାକ୍ତରଖାନାକୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି।...

ହଟୁନି ବିଦ୍ୟୁତ୍‌ ଖୁଣ୍ଟ, ଗଛ: ଚାଲିଛି ରାସ୍ତା କାମ

ଚଣ୍ଡିଖୋଲ,୧୪।୨(ପ୍ରଦୀପ୍ତ କୁମାର ପୃଷ୍ଟି): ଚାରବାଟିଆ ପୂର୍ତ୍ତ ବିଭାଗ ଡିଭିଜନର ବଡ଼ଚଣା ଉପଖଣ୍ଡରେ ରହିଛି ବଡ଼ଚଣା-ବାଲିଚନ୍ଦ୍ରପୁର ରାସ୍ତା। ଏହି ରାସ୍ତା ନବୀକରଣ ଓ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲୁ ରହିଛି। ବିଭାଗ ପକ୍ଷରୁ ରାସ୍ତାରୁ ବିଦ୍ୟୁତ୍‌ ଖୁଣ୍ଟ ଓ ଗଛ ହଟାଇ ରାସ୍ତା...

ଭୂତଳ ରାସ୍ତା ନିର୍ମାଣ ପାଇଁ ନୋଟିସ

ଯାଜପୁର,୧୪।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ୍‌ ରେଳଷ୍ଟେଶନର ଗୋପବନ୍ଧୁ ଛକ ନିକଟରେ ଏକ ଭୂତଳ ରାସ୍ତା ବା ଗଳିପୋଲ ନିର୍ମାଣ କରିବାକୁ ବ୍ୟାସନଗର ତହସିଲ ପକ୍ଷରୁ ସର୍ବସାଧାରଣ ନୋଟିସ ପ୍ରକାଶ ପାଇଛି। ଏହାପରେ ଦୀର୍ଘଦିନର ଦାବି ଗଳିପୋଲ କିମ୍ବା ରେଲୱେ ଫ୍ଲାଇଓଭର...

ଚକ୍‌ଲେଟ୍‌ ଦେଇ ନାବାଳିକାଙ୍କକୁ କରିଥିଲେ ବଳାତ୍କାର, ପରେ….

ଯାଜପୁର ଟାଉନ,୧୪।୨(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ଅଭିଜିତ୍‌ ପଲାଇ ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri