ଦୈତାରୀରୁ ୫୦% ଖଣି ଉତ୍ତୋଳନ ପ୍ରତ୍ୟାହାର
ଯାଜପୁର ଅଫିସ,୧୯।୩ : ଯାଜପୁର ଜିଲା ସୁକିନ୍ଦା ବ୍ଲକ ଏବଂ ମହାଗିରୀ ପର୍ବତମାଳା ଚତୁଃପାର୍ଶ୍ୱରେ ପ୍ରଚୂର ପରିମାଣର ଖଣିଜ ସମ୍ପଦ ଭରି ରହିଥିବାରୁ ଏହାକୁ ଓଡ଼ିଶାର ରନତ୍ଗର୍ଭା ବୋଲି କୁହାଯାଉଛି ା ଏଠାରେ ଦେଶର ବହୁ ନାମୀ କମ୍ପାନୀ ନିଜର ବେପାର…
ନଦୀବନ୍ଧ ସୁଦୃଢ଼ୀକରଣ ପାଇଁ ଭିତ୍ତିପ୍ରସ୍ତର
ଧର୍ମଶାଳା,୧୯।୩(ଡି.ଏନ.ଏ.): ଧର୍ମଶାଳା ବ୍ଲକ୍ ଜାରକା ଜଳ ସମ୍ପଦ ବିଭାଗ ଅଧୀନ ଉତ୍ତରପ୍ରତାପ ପଞ୍ଚାୟତର କେଲୁଅ ନଦୀବନ୍ଧ ବାମପାର୍ଶ୍ୱରେ ଚାନ୍ଦମୋହିନୀଠାରୁ ନାଳକୂଳ ପର୍ଯ୍ୟନ୍ତ ନଦୀବନ୍ଧର ସୁଦୃଢ଼ୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ,…
ପୂର୍ବ ଶତ୍ରୁତାରୁ ମାରପିଟ, ୨ ଗୁରୁତର
ରସୁଲପୁର,୧୯।୩(ଡି.ଏନ.ଏ.): କୁଆଖିଆ ଥାନା ଅନ୍ତର୍ଗତ ରସୁଲପୁର ପଞ୍ଚାୟତ ଖଣ୍ଡିତର ଗ୍ରାମରେ ଶୁକ୍ରବାର ରାତି ପ୍ରାୟ ସାଢ଼େ ୯ଟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏଥିରେ ଗୋଟିଏ ପରିବାରର ସୁଶାନ୍ତ ପଣ୍ଡାଙ୍କ ବଡ଼ ଭାଇ ଅରୁଣ ପଣ୍ଡା…
ଖଣ୍ଡୋଲାଇଟ୍ ଖନନରେ ଧ୍ୱଂସହେଲା ପାରାଭାଡ଼ି ଐତିହ୍ୟ
ଚଣ୍ଡିଖୋଲ,୧୮ା୩(ଡି.ଏନ୍.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ପଲେଇ ପଞ୍ଚାୟତ ଅଧୀନ ପାରାଭାଡ଼ି ପାହାଡ଼ରେ ପ୍ରାଚୀନ ବୌଦ୍ଧ କୀର୍ତ୍ତିରାଜି ରହିଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ଆନୁକୂଲ୍ୟରେ ଏହାର ଖନନ ସମୟରେ ବୌଦ୍ଧ ସ୍ତୂପ ପାରାଭାଡ଼ି ସମେତ ୪ଟି ଭଗ୍ନ ବୁଦ୍ଧ…
ନକଲି ଶିକ୍ଷକ: ମେ ୧୫ ସୁଦ୍ଧା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
ଯାଜପୁର ଅଫିସ,୧୮ା୩: ରାଜ୍ୟର କୋଣ ଅନୁକୋଣରେ ନକଲି ବି.ଏଡ୍/ସିଟି ଡିଗ୍ରୀଧାରୀ ଏବଂ ଆଦିବାସୀ ପ୍ରମାଣପତ୍ରରେ ଚଞ୍ଚକତା କରି ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତି ପାଇଛନ୍ତି। ଏନେଇ ସୂଚନା ଅଧିକାର ଆଇନ ବଳରେ ତଥ୍ୟ ସଂଗ୍ରହ କରି ଅଭିଯୋଗ ହେବା ପରେ କେତେକାଂଶରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ଅନ୍ଧାରୀ ଛକ-ସାହାଡ଼ାକୋଳି ରାସ୍ତା ନିର୍ମାଣରେ ଦୁର୍ନୀତି
କୋରେଇ,୧୭।୩(ଡି.ଏନ.ଏ.): କୋରେଇ ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ୧୩ଟି ରାସ୍ତାର ମରାମତି ଓ ପ୍ରଶସ୍ତୀକରଣ କାମ ଆରମ୍ଭ ହୋଇଛି। ଏଥିମଧ୍ୟରୁ ଏନ୍ଏଚ ୨୧୫ ଅନ୍ଧାରୀ ଛକ କିଆପଦା ଭାୟା ସାହାଡ଼ାକୋଳି ୩.୪ କି.ମି.ରାସ୍ତାକୁ ଉଦାହରଣ ଭାବେ ନିଆଯାଇଛି । ଏହି ରାସ୍ତାର…
ଧସିଲା ପୁରୁଣା ପୋଲ ଆପ୍ରୋଚ୍ ରାସ୍ତା
ରସୁଲପୁର,୧୭ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ-୨ର ଦାୟିତ୍ୱହୀନତା କାର୍ଯ୍ୟ ଯୋଗୁ ଗନ୍ଧଣ ପଞ୍ଚାୟତ ଏକତଳା ଗ୍ରାମ ସହ ମଧୁବନ ଲକ୍ଷ୍ମୀ ବଜାରକୁ ସଂଯୋଗ କରୁଥିବା ପୁରୁଣା ପୋଲ ଆପ୍ରୋଚ୍ ରାସ୍ତା ଧସି ଯାଇଛି। ଫଳରେ ଉକ୍ତ ପୋଲ…
ବ୍ଲକ୍ କନିଷ୍ଠ ଯନ୍ତ୍ରୀ, ଜିଲା ପରିଷଦ ସଭ୍ୟ ହାତାହାତି
ବରୀ,୧୭ା୩(ଡି.ଏନ.ଏ.):ଯାଜପୁର ଜିଲା ବରୀ ବ୍ଲକ୍ ଅଧୀନ ମହାକାଳପଡ଼ା ପଞ୍ଚାୟତ ମିତ୍ରସେନପୁର ଗ୍ରାମରେ ଏକ ଖଳା ନିର୍ମାଣ କାର୍ଯ୍ୟକୁ ନେଇ ଗୁରୁବାର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ବିପ୍ଳବ ପରିଜା ଓ ୨୨ନଂ. ଜୋନ୍ ଜିଲା ପରିଷଦ ସଭ୍ୟ ଦିଲୀପ ମହାନ୍ତିଙ୍କ ମଧ୍ୟରେ ବିବାଦ…
କନିଷ୍ଠ ଯନ୍ତ୍ରୀ-ଜିଲା ପରିଷଦ ସଭ୍ୟ ହାତାହାତି: ଥାନାରେ ମାମଲା
ବରୀ,୧୬ା୩(ଡି.ଏନ୍.ଏ.): ଉନ୍ନୟନ କାର୍ଯ୍ୟକୁ ନେଇ ଯାଜପୁର ଜିଲା ବରୀ ବ୍ଲକ୍ରେ ବିଭିନ୍ନ ସମୟରେ ବିଶୃଙ୍ଖଳା ସୃଷ୍ଟି ହେଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ବ୍ଲକ୍ର କନିଷ୍ଠ ଯନ୍ତ୍ରୀ ବିପ୍ଲବ ପରିଜା ଏବଂ ୨୨ ନମ୍ବର ଜୋନ୍ ଜିଲା ପରିଷଦ ସଭ୍ୟଙ୍କ ମଧ୍ୟରେ ହାତାହାତି…
ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ଦିଗହରା
ବରୀ,୧୬ା୩(ଡି.ଏନ.ଏ.): ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ଦିଗହରା ହୋଇଛି। ଉକ୍ତ ଅଭିଯାନ ମାଧ୍ୟରେ ଗର୍ଭବତୀଙ୍କୁ ଯେଉଁ ସୁବିଧା ପ୍ରଦାନ କରାଯିବା କଥା ତାହା କରାଯାଉନାହିଁ। ଏଥିରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। କାର୍ଯ୍ୟକ୍ରମର ନିୟମ ମୁତାବକ…
ଯୁବତୀଯୁବକଙ୍କୁ ୧୦ ବର୍ଷ ଗାଁ ମନା
କାଳିଆପାଣି,୧୬ା୩(ଡି.ଏନ.ଏ.): ଯାଜପୁର ଜିଲା କାଳିଆପାଣି ଥାନା ଅନ୍ତର୍ଗତ କାଳିଆପାଣି ଗଁାରେ ପ୍ରେମ ବିବାହକୁ ନେଇ କଙ୍ଗାରୁକୋର୍ଟ ହୋଇଛି। କୋର୍ଟ ନିଷ୍ପତ୍ତି ଅନୁସାରେ ପ୍ରେମ ବିବାହ କରିଥିବା ଯୁବତୀଯୁବକଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଗଁାରେ ପଶିବାକୁ ମନା କରାଯାଇଛି। ଏଥିସହିତ ତାଙ୍କୁ ସହଯୋଗ…
ଛାତ୍ରୀଙ୍କଠାରୁ ବେଆଇନ ଅର୍ଥ ଆଦାୟ
ଯାଜପୁର ଅଫିସ,୧୬ା୩: ଯାଜପୁର ଜିଲା ଗ୍ରାମାଞ୍ଚଳରେ ଥିବା କେତେକ ସରକାରୀ ସ୍ବୀକୃତିପ୍ରାପ୍ତ ଡିଗ୍ରୀ କଲେଜ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କଠାରୁ ବେଆଇନ ଭାବେ ଅର୍ଥ ଆଦାୟ କରୁଛନ୍ତି। ଏହି ମର୍ମରେ ଅଞ୍ଚଳବାସୀଙ୍କ ପକ୍ଷରୁ ଅଭିଯୋଗ ହେବା ପରେ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଆବଶ୍ୟକ…
Archives


