୨ମାସରେ ୧୧ ମୃତ
ଯାଜପୁର ଅଫିସ,୭ା୪: ସାରା ରାଜ୍ୟରେ ଏବେ ଦୁର୍ଘଟଣା ଜନିତ ଶୂନ୍ୟ ମୃତ୍ୟୁ ସପ୍ତାହ ପାଳନ ଅଭିଯାନ ଚାଲିଛି। ଏହାବାଦ୍ ଫେବୃୟାରୀ ପ୍ରଥମ ସପ୍ତାହରୁ ପ୍ରତି ମଙ୍ଗଳବାର ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଜିରୋ ଟଲୋରେନ୍ସ ଡେ ଭାବେ ପାଳନ କରିବାକୁ ନିଷ୍ପତ୍ତି…
ସରକାରୀ ଜମିରୁ ରାତିଅଧିଆ ମୋରମ ଲୁଟ୍
କୋରେଇ,୬ା୪(ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ତହସିଲରେ ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ବନ୍ଦ ହେବାର ନାଁ ଧରୁନାହିଁ। ବାଲି, ମାଟି, ମୋରମ, ମାଙ୍କଡା ପଥର ଆଦି ଚୋରାଚାଲାଣ କରି ମାଫିଆ ଅନେକ କୋଟି ଟଙ୍କା କମାଉଛନ୍ତି। ବ୍ୟାସନଗର ତହସିଲର କିଛି…
ଜଙ୍ଗଲ ଜମି କିସମ ପରିବର୍ତ୍ତନ ଏକ ବାହାନା
ଯାଜପୁର ଅଫିସ,୬ା୪: ବ୍ରାହ୍ମଣୀ ନଦୀ ଉପରେ ଜାପାନ ଇଣ୍ଟରନ୍ୟାଶନାଲ କୋଅପରେଟିଭ ଏଜେନ୍ସି(ଜେଆଇସିଏ) ବା ଜାଇକା ଅଧୀନ ରେଙ୍ଗାଲି ବହୁମୁଖୀ ଯୋଜନା ସାରିବାକୁ ବିଭାଗୀୟ ସମୟସୀମା ଘୁଞ୍ଚତ୍ ଘୁଞ୍ଚତ୍ ଚାଲିଛି। ୨ ବର୍ଷ ତଳେ ୨୦୨୪ରେ ଏହି ପ୍ରକଳ୍ପ ସାରିବାକୁ ବିଭାଗୀୟ ପ୍ରତିଶ୍ରୁତି…
ଭାଉଜଙ୍କୁ କଟୁରୀରେ ହାଣି ହତ୍ୟାକଲେ ଦିଅର
ଚଣ୍ଡିଖୋଲ/ଛତିଆ, ୫।୪(ଡି.ଏନ୍ ଏ): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ କପାଷ୍ଟିକିରି ଗ୍ରାମରେ ବୁଧବାର ସକାଳେ ଏକ ଅଘଟଣ ଘଟିଛି। ଗ୍ରାମର ଗୌରାଙ୍ଗ ନାୟକଙ୍କ ସ୍ତ୍ରୀ ଅନିତା ନାୟକ (୫୫) ସକାଳେ ଦାଣ୍ଡ ପହଁରୁ ଥିବା ସମୟରେ ତାଙ୍କ ଦିଅର ଜୟନ୍ତ…
ଅସାଧୁ ମେଣ୍ଟରେ ଖଣି ଶ୍ରମିକ ନୟାନ୍ତ
ଯାଜପୁର ଅଫିସ,୫।୪: ଖଣି ପ୍ରଭାବିତ ଲୋକଙ୍କୁ ନିଯୁକ୍ତି ଦାବି କରି ରନତ୍ଗର୍ଭା ସୁକିନ୍ଦା ଅଞ୍ଚଳରେ ଅଶାନ୍ତି ଦିନକୁ ଦିନ କୁହୁଳିବାରେ ଲାଗିଛି ା ବେଳ ଥାଉ ଥାଉ ଖଣି କର୍ତ୍ତୃପକ୍ଷ ତଥା ପ୍ରଶାସନ ନ ଚେଇଁଲେ ଭୟଙ୍କର ଅବସ୍ଥା ଏଠି ସୃଷ୍ଟି…
ଘର ଆଗରେ ବାଡ଼ବୁଜିଲେ ପଡ଼ୋଶୀ
କୋରେଇ,୫।୪(ଡି.ଏନ.ଏ.): ଜମି ବିବାଦକୁ ନେଇ ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ପଛିକୋଟ ପଞ୍ଚାୟତ କଡ଼ମା ଗ୍ରାମରେ କଙ୍ଗାରୁ କୋର୍ଟ ହୋଇଛି ା ୨ ଦିନ ହେବ ଗୋଟିଏ ପରିବାରର ଘର ଚତୁର୍ପାର୍ଶ୍ୱରେ ବାଡ଼ ବୁଜି ସମସ୍ତ ବାଟ ବନ୍ଦ କରିଦେଇଛନ୍ତି…
ନୋ ଏଣ୍ଟ୍ରି ଜୋନ୍ରେ ପରିବହନ ଟ୍ରକ୍ ଚଳାଚଳ
ଯାଜପୁର ରୋଡ,୫।୪(ଡି.ଏନ.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ଯାଜପୁର-କେନ୍ଦୁଝର ରୋଡ ରେଳଷ୍ଟେଶନକୁ ଲାଗି ରହିଥିବା ମାଲ ଗୋଦାମ ସହରବାସୀଙ୍କ ପାଇଁ କାଳ ହୋଇଛି। ପରିବହନ ଟ୍ରକ ଚଳାଚଳରେ କୌଣସି ନିୟନ୍ତ୍ରଣ କିମ୍ବା କଟକଣା ରହୁନାହିଁ। ନିର୍ଦ୍ଧାରିତ ସମୟ ଅନୁସାରେ ନୋ ଏଣ୍ଟ୍ରି…
ଗୋଟିଏ ସୂଚନା ଫଳକରେ ୨ ପ୍ରକଳ୍ପର ନାମ
ବରୀ,୪।୪(ଡି.ଏନ.ଏ.): ଯାଜପୁର ଜିଲା ବରୀ ବ୍ଲକ୍ରେ ବିଭିନ୍ନ ଉନ୍ନୟନ ମୂଳକ କାମରେ ଅନିୟମିତତା ହେବା ନୂଆ କଥା ନୁହେଁ। କେତେବେଳେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍ଜିଏନ୍ଆରଇଜିଏସ୍)ରେ ରୋଗୀମାନେ କାମ କରୁଥିବା ଦର୍ଶାଇ ଅର୍ଥ ଆତ୍ମସାତ୍ ହୋଇଥିଲା…
ଟାଟା ଷ୍ଟିଲ ମାଇନିଂ ପକ୍ଷରୁ ଓଡ଼ିଶା ଦିବସ ପାଳିତ
କାଳିଆପାଣି,୪।୪(ଡି.ଏନ୍.ଏ.): ଟାଟାଷ୍ଟିଲ ମାଇନିଂ କମ୍ପାନୀ ପକ୍ଷରୁ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟରତ ଟାଟା ଷ୍ଟିଲ ମାଇନିଂ କମ୍ପାନୀର କର୍ମଚାରୀ ଓ କଲୋନୀବାସୀ କମ୍ପାନୀର ପ୍ରଶାସନିକ ମୁଖ୍ୟ ଗୌତମ ଚକ୍ରବର୍ତ୍ତୀଙ୍କ ତତ୍ତ୍ୱାବଧାନରେ କଲୋନୀ ପରିସରରେ ପ୍ରଭାତ ଫେରି…
କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ କଂଗ୍ରେସ ନେତା
ଯାଜପୁର ସଦର,୪।୪(ଡି.ଏନ.ଏ.): କେନ୍ଦ୍ର ସରକାରଙ୍କ ପକ୍ଷରୁ ରାହୁଲ ଗାନ୍ଧୀଙ୍କ ଲୋକସଭା ସଭ୍ୟପଦ ରଦ୍ଦ ଏକ ଅଗଣତାନ୍ତ୍ରିକ ବ୍ୟବସ୍ଥା। ଏହାକୁ କଂଗ୍ରେସ ପକ୍ଷରୁ ନିନ୍ଦା କରାଯାଇଛି। ଯାଜପୁର ବ୍ଲକ କଂଗ୍ରେସର ସଭାପତି ଗଦାଧର ଦାସଙ୍କ ନେତୃତ୍ୱରେ ବରୁଆଁଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ…
ପିଏଚ୍ସିରେ ନିରାମୟ ଯୋଜନା ପ୍ରହସନ
କୋରେଇ,୪।୪(ଡି.ଏନ.ଏ.): ରାଜ୍ୟ ସରକାର ବର୍ତ୍ତମାନ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ଅନେକ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ସରକାରୀ ଚିକିତ୍ସାଳୟକୁ ଆସୁଥିବା ରୋଗୀମାନେ କିପରି ନିଃଶୁଳ୍କ ସେବା ପାଇବେ ସେନେଇ ରାଜ୍ୟରେ ଗତ ୬ବର୍ଷ ହେବ ନିରାମୟ ଯୋଜନା କାର୍ଯ୍ୟକାରୀ…
ଦୁର୍ଦ୍ଦଶାରେ ବୁଡ଼ିଛନ୍ତି ମେସ୍କୋ ଷ୍ଟିଲ୍ ବିସ୍ଥାପିତ
ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍.ଏ.),୪।୪: ଶିଳ୍ପପ୍ରୀତି ରାଜନୀତି ଯୋଗୁ ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ କର୍ମଚାରୀ ଓ ଶ୍ରମିକ ଛଟେଇ ବଢ଼ିିବାରେ ଲାଗିଛି। ଭିଟାମାଟି ହରାଇଥିବା ବିସ୍ଥାପିତମାନେ ଜୀବିକା ହରାଇ ଭୋକ ଉପାସରେ କାଳାତିପାତ କରୁଛନ୍ତି। ବିସ୍ଥାପିତଙ୍କ ଏଭଳି ଦୁର୍ଦ୍ଦଶା କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରଥମ…

