ଚାଲିଛି ବେଆଇନ ମାଙ୍କଡ଼ା ଖାଦାନ
ଚଣ୍ଡିଖୋଲ,୫।୩(ଡି.ଏନ୍.ଏ.):ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ପଶ୍ଚିମ ବଡ଼ଚଣା କୁହାଯାଉଥିବା ୫ଟି ପଞ୍ଚାୟତରେ ୧୫ରୁ ଊର୍ଦ୍ଧ୍ୱ ବେଆଇନ ମାଙ୍କଡ଼ା ଖାଦାନ ଚାଲିଛି। ଏ ସମ୍ପର୍କରେ ସ୍ଥନୀୟ ଲୋକେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ଏଥିପ୍ରତି ପ୍ରଶାସନର ଦୃଷ୍ଟି ପଡୁନାହିଁ। ଦର୍ପଣ ତହସିଲ…
କଡ଼ମାରେ ଜଳ ସଙ୍କଟ ଉତ୍କଟ
କୋରେଇ,୫।୩(ଡି.ଏନ୍.ଏ): ଗ୍ରୀଷ୍ମ ପ୍ରବାହ ବଢ଼ିବା ସହ କୋରେଇ ବ୍ଲକ ଅଧୀନ ଏକାଧିକ ପଞ୍ଚାୟତରେ ଜଳ ସମସ୍ୟା ଚିନ୍ତା ବଢ଼ାଇଛି। ୨୦ ବର୍ଷ ପଛ ତଥା ପୂର୍ବଭଳି ଖୋଲା କୂପ ଉପରେ ଲୋକେ ଭରସା କରିଛନ୍ତି। ଏହି ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତର…
୨ ମହିଳାଙ୍କୁ ସ୍ବଚ୍ଛ ସୁଜଳ ଶକ୍ତି ସମ୍ମାନ
ଯାଜପୁର ଟାଉନ,୫।୩ (ଡି.ଏନ୍.ଏ.): ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ଯାଜପୁର ଜିଲାର ୨ ମହିଳା ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ରାଜ୍ୟର ପ୍ରଥମ ଭାବେ ଯାଜପୁର ଜିଲା ଦଶରଥପୁର ବ୍ଲକ୍ ଅଧୀନ ଅକରପଡ଼ା ପଞ୍ଚାୟତର ମହିଳା ସ୍ବୟଂ…
ଖରସ୍ରୋତା ନଦୀରୁ ବେଆଇନ ବାଲି ଚାଲାଣ
ରସୁଲପୁର,୪ା୩(ଡି.ଏନ.ଏ.): ରସୁଲପୁର ତହସିଲ ଅଧୀନ ପହଁଗା ରାଜସ୍ବ ସର୍କଲର ଖରସ୍ରୋତା ନଦୀରୁ ବାଲି ଚୋରାଚାଲାଣ ହେଉଛି। ମାଫିଆମାନେ ଏକ ଭିନ୍ନ ଉପାୟରେ ଏହି କାର୍ଯ୍ୟ କରୁଛନ୍ତି। ସେମାନେ ରାତି ଅଧିଆ ନଦୀଗର୍ଭରୁ ବାଲି ଉଠାଇ ଆଣି ପଠାରେ ଠୁଳ କରି ରଖୁଛନ୍ତି।…
ପାଇପ୍ ପାଣିରୁ ୮୨% ଗ୍ରାମବାସୀ ବଞ୍ଚିତ
ଯାଜପୁର ଅଫିସ,୪ା୩: ବିକାଶରେ ଯାଜପୁର ଜିଲା ବେଶ ଅଗ୍ରଣୀ ବୋଲି ନେତା ଓ ମନ୍ତ୍ରୀ ଉଦ୍ବୋଧନ ଦେଉଛନ୍ତି ା ମାତ୍ର ଜିଲାର ୮୨ ପ୍ରତିଶତ ଗ୍ରାମକୁ ପାଇପ୍ ଜଳଯୋଗାଣ ଅପହଞ୍ଚ ରହିଛି ବୋଲି ସରକାରୀ ତଥ୍ୟ କହୁଛି ା ଗ୍ରାମ୍ୟ ଜଳଯୋଗାଣ…
୩୧ ଚୋରା ମୂର୍ତ୍ତି ଉଦ୍ଧାର, ୪ ଗିରଫ
ଯାଜପୁର ଅଫିସ/ଧର୍ମଶାଳା(ଡି.ଏନ୍.ଏ.),୪ା୩: ଯାଜପୁର ଜିଲାର ବିଭିନ୍ନ ମନ୍ଦିରରୁ ଚୋରି ହୋଇଥିବା ୩୧ଟି ମୂର୍ତ୍ତି ଉଦ୍ଧାର ହୋଇଛି। ଏହି ଚୋରି କାରବାରରେ ସମ୍ପୃକ୍ତ ୪ ଜଣଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଉତ୍ତରପ୍ରଦେଶର ଅରବିନ୍ଦ କୁମାର ସିଂ(୪୩),…
ଧନିଆ ପାହାଡ଼ରେ ନିଆଁ, ଜଳିଗଲା ଗଛ
ଚଣ୍ଡିଖୋଲ/ଛତିଆ,୪ା୩(ଡି.ଏନ.ଏ.): ଯାଜପୁର ଜିଲା ବୈରୀ ଡାଳିଯୋଡ଼ା ବନ ବିଭାଗ ରେଞ୍ଜ ଅଧୀନ ଧନିଆ ପାହାଡ଼ରେ ଶୁକ୍ରବାର ହଠାତ ନିଅଁା ଲାଗି ଅନେକ ଗଛ ଜଳିଯାଇଛି। ଖବର ପାଇ ବନ ବିଭାଗ ଓ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୨ ଘଣ୍ଟା…
ବିଦ୍ୟୁତ୍ ସଂଯୋଗ ମିଳିନି, ଆସିଲା ବିଲ୍
ରସୁଲପୁର,୩ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ନଠୁଆବର ପଞ୍ଚାୟତ କୃଷ୍ଣପଡ଼ା ଗ୍ରାମର ମା’ କିଆଶୁଣୀ ପାଣି ପଞ୍ଚାୟତ ଏବଂ ଓଡ଼ିଶୋ ପଞ୍ଚାୟତ ମେଳକ ଗ୍ରାମର ମା’ମଙ୍ଗଳା ପାଣି ପଞ୍ଚାୟତ ନଁାରେ ଟାଟା ପାୱାର ପକ୍ଷରୁ ମିଥ୍ୟା ବିଦ୍ୟୁତ୍ ବିଲ୍ ଇସ୍ୟୁ କରାଯାଇଛି। ଏହାକୁ ଗ୍ରାମାଞ୍ଚଳ…
ପୁଣି ଭିଜିଲାନ୍ସର ଖୋଳତାଡ଼
ଧର୍ମଶାଳା,୩ା୩(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ତରଞ୍ଜିଆ ପଞ୍ଚାୟତର ନୂଆ ପୋଖରୀ ନିର୍ମାଣ ଓ ଗଙ୍ଗାଧରପୁର ପଞ୍ଚାୟତ ଇମାମନଗର ଗ୍ରାମରେ ରାସ୍ତା ନିର୍ମାଣରେ ହୋଇଥିବା ଦୁର୍ନୀତିର ପୁଣି ଖୋଳତାଡ଼ ଆରମ୍ଭ କରିଛି ଭିଜିଲାନ୍ସ। ଯାଜପୁର ଭିଜିଲାନ୍ସ ଡିଏସ୍ପି ସୁଶୀଲ ଏକ୍କା…
ଠିକାଦାରଙ୍କ ସ୍ବାର୍ଥରେ ଏମ୍ଆଇପି ଯୋଜନା
ଯାଜପୁର ଅଫିସ/କୋରେଇ (ଡି.ଏନ.ଏ.),୩ା୩: ସରକାର ରାଜ୍ୟବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ ପ୍ରକଳ୍ପଗୁଡିକରେ ଅଧିକରୁ ଅଧିକ ସେଚ ସାମର୍ଥ୍ୟ ବୃଦ୍ଧି କରିବା, କେନାଲର ରକ୍ଷଣାବେକ୍ଷଣ, ଫସଲ…
ଠିକାସଂସ୍ଥା ନାମରେ ଫୌଜଦାରି ମାମଲା ରୁଜୁ ନିର୍ଦ୍ଦେଶ
ଯାଜପୁର ଅଫିସ,୨ା୩: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ତାଳଚେର ୫୩ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ ଠିକାସଂସ୍ଥା କୁନାଳ ଷ୍ଟ୍ରକ୍ଚର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ହୋଇଛି। ଏହି ମର୍ମରେ ନ୍ୟାଶନାଲ…
ବନ୍ଦ ହେଲା ଖଣ୍ଡୋଲାଇଟ୍ ଖଣି
ଚଣ୍ଡିଖୋଲ,୨ା୩(ଡି.ଏନ୍.ଏ.): ଖ୍ରୀ.ପୂ. ୨ୟ ଶତାବ୍ଦୀର ପାରାଭାଡ଼ି ବୌଦ୍ଧସ୍ତୁପ ଅଞ୍ଚଳରେ ଓଡ଼ିଶା ମାଇନିଂ କର୍ପୋରେଶନ୍(ଓଏମ୍ସି) ଖଣ୍ଡୋଲାଇଟ୍ ଖଣି ଖନନ କରିବା ଦ୍ୱାରା ଐତିହାସିକ ପାରାଭାଡ଼ି ପାହାଡ଼ ନଷ୍ଟ ହୋଇଗଲା। ଏ ସମ୍ପର୍କରେ ‘ଧରିତ୍ରୀ’ ଓ ‘ଓଡ଼ିଶା ପୋଷ୍ଟ’ରେ ଖବର ପ୍ରକାଶ ପରେ ଭାରତୀୟ…
Archives


