ଯାଜପୁର

ରାସ୍ତା ନିର୍ମାଣରେ ଅର୍ଥ ଆତ୍ମସାତ୍‌

କୋରେଇ,୨୮ା୩(ଡି.ଏନ.ଏ.):ଯାଜପୁର ଜିଲାର ୧୦ ବ୍ଲକ ଅଧୀନରେ ଅନେକ ଗ୍ରାମ୍ୟ ଉନ୍ନୟନ ରାସ୍ତା ସମ୍ପ୍ରସାରଣ ଓ ମରାମତି ଚାଲୁଛି। ତେବେ ଏ ସବୁ ରାସ୍ତା ମରାମତିରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। କୋରେଇ ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଚାଲୁଥିବା ୧୩ଟି ରାସ୍ତା…

ନିଯୁକ୍ତି ଦାବିରେ ଧାରଣାରେ ବସିଲେ ସ୍ଥାନୀୟ ଲୋକେ

ଜେନାପୁର,୨୭ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ଥାନା ଅଧୀନ ୫୩ ନମ୍ବର ଜାତୀୟ ରାଜପଥର ତାରିଣୀ ଛକ ନିକଟସ୍ଥ ଏଭର ସଣ୍ଡାଇ ନାମକ କମ୍ପାନୀ ରହିଥିବା ବେଳେ ସ୍ଥାନୀୟ ଲୋକମାନଙ୍କୁ ନିଯୁକ୍ତି ନ ମିଳିବାରୁ ଅସନ୍ତୋଷ ପ୍ରକାଶ ପାଇଛି।…

ଜଳାଶୟ ଜମିରେ ଶପିଂ ମଲ୍‌ ନିର୍ମାଣ

ଯାଜପୁର ଅଫିସ,୨୭ା୩: ଯାଜପୁର ସହରର ୟୁନିଟ-୮ ଯଯାତିନଗରର ପ୍ଲଟ ନମ୍ବର ୬୬୭, ଖାତା ନମ୍ବର ୬୩୬/୫୦୩ରେ ଥିବା ଏକ ଜଳାଶୟ କିସମ ଜମିକୁ ପୋତି ଶପିଂ ମଲ୍‌ ନିର୍ମାଣ ହେଉଛି। ଏହିମର୍ମରେ ରାଜ୍ୟ ସରକାର ଏବଂ ଜବରଦଖଲକାରୀଙ୍କ ବିରୋଧରେ ସ୍ଥାନୀୟ ବାସିନ୍ଦା…

ଅପପୁଷ୍ଟି ଅଞ୍ଚଳର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ଯାଜପୁର ଅଫିସ,୨୬।୩: ଯାଜପୁର ଜିଲା ସୁକିନ୍ଦା ବ୍ଲକରେ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଆଦି ମୌଳିକ ସମସ୍ୟାର ସମାଧାନ ଏଯାଏ ସମ୍ପୂର୍ଣ୍ଣ ମାତ୍ରାରେ ସଫଳ ହୋଇପାରିନାହିଁ। ଏହାସହ ଏହି ଅଞ୍ଚଳରେ ଆଦିବାସୀ ପରିବାରରେ ଅପପୁଷ୍ଟି ଏବେ ବି ଦେଖାଯାଉଛି। ଅଞ୍ଚଳର ଅଧିକାଂଶ…

ଭେଣ୍ଡରଙ୍କ ଜାଲ୍‌ ରସିଦରେ ବିଲ୍‌

କୋରେଇ,୨୬।୩(ଡି.ଏନ.ଏ.):କୋରେଇ ବ୍ଲକ ଅଧୀନରେ ଦୁର୍ନୀତି ବଢ଼ି ଚାଲିଛି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ପୂର୍ବରୁ ଜାଲ୍‌ ମଷ୍ଟରରୋଲ ଏବଂ ଜବ୍‌ କାର୍ଡ କରି ଚର୍ଚ୍ଚାରେ ରହୁଥିବା ଅଧିକାରୀଙ୍କ ନାମରେ ଏବେ ଜାଲ୍‌ ଭେଣ୍ଡର ରସିଦରେ ବିପୁଳ ଟଙ୍କାର…

ପୁଣି ମରାମତି ହେଲା ପଥରପଦା ପୋଲ

ପାଣିକୋଇଲି,୨୬।୩(ଡି.ଏନ.ଏ.): ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ପଥରପଦା ପୋଲ ମରଣଯନ୍ତା ପାଲଟିବା ସହ ବାରମ୍ବାର ଦୁର୍ଘଟଣା ଘଟୁଥିଲା। ଏନେଇ ଖବର ପ୍ରକାଶ ପରେ ଜାତୀୟ ରାଜପଥ ପୋଟ୍ରୋଲିଂ ସବଇନ୍ସପେକ୍ଟର ଅଶୋକ ବଳ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ,…

ବାଲିଘାଟରେ ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର

ଯାଜପୁର ଟାଉନ,୨୬।୩(ଡି.ଏନ୍‌.ଏ.): ଯାଜପୁର ବ୍ଲକ୍‌ ଅନ୍ତର୍ଗତ ଶ୍ୟାମଦାସପୁର ପଞ୍ଚାୟତ କଳସପୁର ଗ୍ରାମର ଖରସ୍ରୋତା ନଦୀ ବାଲିଘାଟରୁ ବେଆଇନ ବାଲି ଚାଲାଣବେଳେ ଯାଜପୁର ଅତିରିକ୍ତ ତହସିଲଦାର ପ୍ରଗତିକା ଦାଶଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ ହୋଇଛି। ବେଆଇନ ବାଲି ଚାଲାଣ ହେଉଥିବା ଖବର…

ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କ କ୍ଷତିପୂରଣ ଅର୍ଥ ଆତ୍ମସାତ୍‌

ଧର୍ମଶାଳା,୨୫ା୩(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ବିଭିନ୍ନ ମୌଜାରେ ବନ୍ୟାଯୋଗୁ ପ୍ରଭାବିତ ହୋଇଥିବା ପ୍ରକୃତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ କରା ନ ଯାଇ ତହସିଲ ପକ୍ଷରୁ ବିପୁଳ ଟଙ୍କା ଆତ୍ମସାତ କରାଯାଇଥିବା ଚାଷୀ ଅଭିଯୋଗ କରିଛନ୍ତି। ଧର୍ମଶାଳା ତହସିଲଦାର ଓ ସମ୍ପୃକ୍ତ ମୌଜାର…

ଯାଜପୁର ରୋଡ୍‌ରେ ଚାନ୍ଦି ଭଣ୍ଡାର

ଯାଜପୁର ଅଫିସ,୨୪ା୩:ଯାଜପୁର ରୋଡ୍‌ର ରାଧାନାଥ ମାର୍ଗ ଉତ୍ସବ ପ୍ୟାଲେସ ନିକଟରେ ଗୁରୁବାର ଚାନ୍ଦି ଭଣ୍ଡାରର ଏକ ନୂଆ ଶୋ’ରୁମ୍‌ ଲୋକାର୍ପିତ ହୋଇଛି। ଚାନ୍ଦିରେ ନିର୍ମିତ ଅଳଙ୍କାର ସହ ଏଠାରେ ଚାନ୍ଦି ବାସନ କୁସନ, ଉପହାର ଏବଂ ବିଭିନ୍ନ ପ୍ରକାର ଘରସଜ୍ଜା ସାମଗ୍ରୀ…

ଅନାଥ ଭଉଣୀଭାଇଙ୍କୁ କୋଳେଇ ନେଲେ ଆମେରିକୀୟ ଦମ୍ପତି

ଚଣ୍ଡିଖୋଲ/ ଛତିଆ, ୨୪ା୩(ଡି.ଏନ୍‌.ଏ.):ମାତାପିତାଙ୍କୁ ହରାଇ ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ବୁଢ଼ାକେନ୍ଦୁଆସ୍ଥିତ ଶିଶୁ ଯତ୍ନଗୃହ (ନେଶନ)ରେ ରହୁଥିବା ଭଉଣୀଭାଇ ଝରଣା ଗାଗରାଇ(୧୧) ଓ ବାଦଲ ଗାଗରାଇ(୯)ଙ୍କୁ ପାଳିତ ପୁତ୍ର ଏବଂ କନ୍ୟାଭାବେ କୋଳେଇ ନେଇଛନ୍ତି ଆମେରିକୀୟ ଦମ୍ପତି। ୨ ବର୍ଷ…

ଶହୀଦଙ୍କ ପ୍ରତିମୂର୍ତ୍ତି ପ୍ରତି ଅପମାନ

ଚଣ୍ଡିଖୋଲ,୨୪ା୩(ଡି.ଏନ.ଏ.): ଗୁରୁବାର ଥିଲା ଶହୀଦ ଭଗତ ସିଂହଙ୍କ ବଳିଦାନ ଦିବସ। ଉକ୍ତ ଦିବସରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବାକୁ ଉଦୀୟମାନ ସ୍ବେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତା ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ସରକାରୀ ବିଦ୍ୟାଳୟ ପରିସରରେ ଥିବା ପ୍ରତିମୂର୍ତ୍ତି ନିକଟକୁ ଯିବାବେଳେ ଦୁର୍ବୃତ୍ତ…

ବଢ଼ିଚାଲିଛି ଚୋରା ମଦ କାରବାର

ବ୍ରହ୍ମବରଦା,୨୪ା୩(ଡି.ଏନ୍‌.ଏ.): ବ୍ରହ୍ମବରଦା ଥାନା ଅଞ୍ଚଳର ବହୁ ଗ୍ରାମରେ ବେଧଡ଼କ ଭାବେ ଚାଲିଛି ଚୋରା ମଦ କାରବାର। ବିଶେଷକରି ବ୍ରହ୍ମବରଦା ପଞ୍ଚାୟତରେ ୨ ସରକାରୀ ମଦ ଦୋକାନ ଥିବା ସତ୍ତ୍ୱେ ଚୋରା ମଦ ବେପାର ଓ ନିଶା କାରବାର ସହ ମଦ୍ୟପଙ୍କ ସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?