୫ ଦଫା ଦାବିରେ ଆଦିବାସୀଙ୍କ ରେଳପଥ ଅବରୋଧ
କଳିଙ୍ଗନଗର,୧୨।୨(ଡି.ଏନ.ଏ.): ସାଙ୍ଗେଲ ଅଭିଯାନ କେନ୍ଦୁଝର ଜୋନାଲ କମିଟି ପକ୍ଷରୁ ଶନିବାର ୫ ଦଫା ଦାବିରେ ଯାଜପୁର-କେନ୍ଦୁଝର ରୋଡ୍ ରେଳଷ୍ଟେଶନରେ ରେଳପଥ ଅବରୋଧ କରାଯାଇଛି। ମାରାଂବୁରୁ ଅର୍ଥାତ ପାରସନାଥ ପର୍ବତ ଜୈନ ଧର୍ମାବଲମ୍ବୀଙ୍କଠାରୁ ଫେରାଇ ଆଦିବାସୀ ସମାଜକୁ ହସ୍ତାନ୍ତର କରିବା, ୧୫ ନଭେମ୍ବର…
ଫାର୍ମ ହାଉସ୍ରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
ପାଣିକୋଇଲି,୧୨।୨(ଡି.ଏନ.ଏ.): ପାଣିକୋଇଲି ଥାନା ପାଣିକୋଇଲି ପଞ୍ଚାୟତ ଅନ୍ତର୍ଗତ ମଣିପୁର ଗ୍ରାମରେ ଥିବା ଏକ ଫାର୍ମ ହାଉସରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଫାର୍ମ ହାଉସରେ ଥିବା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ଓ ଗଛ ଜଳି ପାଉଁଶ…
ଜାଭେଦ୍ ଅଲ୍ଲୀଙ୍କ ସଂଗୀତରେ ଝୁମିଲେ ଦର୍ଶକ
ଯାଜପୁର ଟାଉନ,୧୨।୨(ଡି.ଏନ.ଏ.): ଯାଜପୁର ଜିଲା ମହୋତ୍ସବର ୪ର୍ଥ ସନ୍ଧ୍ୟା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଲିଉଡ୍ ଓ ଓଲିଉଡ୍ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଓଲିଉଡ୍ ଗାୟିକା ସୋହିନି, ଶଶାଙ୍କ ଶେଖର, ଅମ୍ରିତା ଭାରତୀ ପଣ୍ଡାଙ୍କ ସଂଗୀତ ଦର୍ଶକଙ୍କ…
ଖଣିଜ ପାଣ୍ଠିରୁ ନିର୍ମାଣ ହେବ ମଣ୍ଡି
ଯାଜପୁର ଅଫିସ,୧୨।୨: ରାଜ୍ୟରେ ଖରିଫ ଋତୁ ଧାନ ସଂଗ୍ରହ ଚାଲିଥିବାବେଳେ ମଣ୍ଡିରେ ଆବଶ୍ୟକ ଭିତ୍ତିଭୂମି ଅଭାବରୁ ଚାଷୀମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିପୁଳ ସଂଖ୍ୟାରେ ଧାନ ବସ୍ତା ମଣ୍ଡିରେ ପଡ଼ି ରହୁଥିବା ବିଧାନସଭାରେ ଅଭିଯୋଗ ହୋଇଥିଲା। ତଦନୁଯାୟୀ ରାଜ୍ୟ ସରକାରଙ୍କ…
ବିଜୁ ସେତୁ ନିର୍ମାଣସ୍ଥଳକୁ ନେଇ ତେଜୁଛି ଅସନ୍ତୋଷ
କୋରେଇ,୧୧ା୨(ଡି.ଏନ.ଏ.): ଗ୍ରାମାଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥାରେ ସୁଧାର ପାଇଁ ରାଜ୍ୟ ସରକାର ୨୦୧୧ରେ ଆରମ୍ଭ କରିଥିବା ବିଜୁ ସେତୁ ଯୋଜନାର ସଫଳ ରୂପାୟନ ପରାହତ ହୋଇଛି। କେତେଜଣ ଠିକାଦାର ଓ ଅଧିକାରୀଙ୍କ ଲାଭଖୋର ମନୋଭାବ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଜମି…
ବିଇଓଙ୍କ ପତ୍ରକୁ ୪ ମାସ ଚାପି ଦିଆଗଲା
ଯାଜପୁର ଅଫିସ,୧୧ା୨: ଗତ ଏକ ଦଶନ୍ଧି ହେଲା ନକଲି ପ୍ରମାଣପତ୍ର ବଳରେ ଚାକିରି କରୁଥିବା ସରକାରୀ କର୍ମଚାରୀଙ୍କୁ ବହିଷ୍କାର କରି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବାକୁ ସରକାରୀସ୍ତରରେ ପଦକ୍ଷେପ ନିଆଯାଉଛି। ହେଲେ ବାଡ଼ ଫସଲ ଖାଇବା ସଦୃଶ ନକଲି ଶିକ୍ଷକଙ୍କୁ ସୁରକ୍ଷା…
ଆବାସ ଚୟନରେ ସ୍ବଚ୍ଛତାକୁ ନେଇ ପ୍ରଶ୍ନବାଚୀ
ରସୁଲପୁର,୧୧ା୨(ଡି.ଏନ.ଏ.): ରସୁଲପୁର ବ୍ଲକ୍ ଅଞ୍ଚଳରେ ୨,୪୯୨ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ମିଳିବ। ଏନେଇ ଗାଁସ୍ତରରୁ ବ୍ଲକ୍ ପର୍ଯ୍ୟନ୍ତ କସରତ ଚାଲିଛି। ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ ପାଇଁ ପଞ୍ଚାୟତସ୍ତରରେ ୩ ଜଣିଆ କମିଟି ଗଠନ କରାଯାଇଛି। ସେମାନଙ୍କ ତଦନ୍ତକୁ ତଦାରଖ ପାଇଁ ଏକ…
ବଲିଉଡ୍, ଓଲିଉଡ୍ ସଙ୍ଗୀତରେ ମତୁଆଲା ଦର୍ଶକ
ଯାଜପୁର ଟାଉନ,୧୧ା୨ (ଡି.ଏନ.ଏ.): ଯାଜପୁର ବାଳାଶ୍ରମ ପଡ଼ିଆରେ ଚାଲିଥିବା ଯାଜପୁର ଜିଲା ମହୋତ୍ସବର ତୃତୀୟ ସନ୍ଧ୍ୟାରେ ଶୁକ୍ରବାର ବଲିଉଡ୍ ଓ ଓଲିଉଡ୍ କଣ୍ଠଶିଳ୍ପୀଙ୍କ ସଙ୍ଗୀତରେ ମତୁଆଲା ହୋଇଥିଲେ ଦର୍ଶକ। ବଲିଉଡ଼ କଣ୍ଠଶିଳ୍ପୀ ଆୟୁଷମାନ ଖୁରାନା ଓ ତାଙ୍କ ଦଳ ମଞ୍ଚରେ ”…
ଅସୁରକ୍ଷିତ ସ୍ଥାନରେ ବ୍ୟାସ ସରୋବର ମହୋତ୍ସବ
କଳିଙ୍ଗନଗର,୧୦ା୨(ଡି.ଏନ.ଏ.):ଓଡ଼ିଶା ବିଦ୍ୟୁତ୍ ଶକ୍ତି ସଞ୍ଚାରଣ ନିଗମ(ଓପିଟିସିଏଲ)ର ଉଚ୍ଚ ଶକ୍ତିସମ୍ପନ୍ନ ୧୩୨ କେଭି ବିଦ୍ୟୁତ୍ ଖୁଣ୍ଟ ନିକଟରେ ଚଳିତଥର ବ୍ୟାସସରୋବର ମହୋତ୍ସବ ଆୟୋଜିତ ହେବାକୁ ନେଇ ଅନେକ ସମାଲୋଚନା ଏବଂ ବିରୋଧାଭାସ ଦେଖିବାକୁ ମିଳିଛି। ଚଳିତଥର ବ୍ୟାସସରୋବର ମହୋତ୍ସବକୁ ଦୁଇ ଦୁଇଟି ବଡ଼…
ବିପିଏନ୍ଏସ୍ଆଇ ଅଗ୍ରଗତି ନୈରାଶ୍ୟଜନକ
ଯାଜପୁର ଅଫିସ,୧୦ା୨:ବିଜୁ ପଟ୍ଟନାୟକ ନ୍ୟାଶନାଲ ଷ୍ଟିଲ ଇନ୍ଷ୍ଟିଚ୍ୟୁଟ (ବିପିଏନଏସଆଇ)କୁ ଆନ୍ତର୍ଜାତୀକସ୍ତରର ମାନ୍ୟତା ମିଳିବା ଲକ୍ଷ୍ୟ ରଖାଯାଇଛି। ଏହି କ୍ରମରେ ୧ା୩ା୨୦୨୧ରେ ଉକ୍ତ ଅନୁଷ୍ଠାନକୁ ପୁରୀରୁ ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଯାଜପୁର କ୍ଲଷ୍ଟର ଡେଭଲପମେଣ୍ଟ ଲିଃ(ଜେସିଡିଏଲ୍) ପରିସରକୁ ସ୍ଥାନାନ୍ତର କରାଯାଇଛି ା…
ବସ୍-ହାଇଓ୍ବା ମୁହାଁମୁହିଁ ଧକ୍କା: ୧୦ରୁ ଊର୍ଦ୍ଧ୍ୱ ଗୁରୁତର
ଜେନାପୁର,୯ା୨(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଭଡ଼ଙ୍ଗା ଛକ ନିକଟରେ ଗୁରୁବାର ଏକ ବସ୍ ସହ ହାଇଓ୍ବା ଧକ୍କା ହେବାରୁ ୧୦ରୁ ଅଧିକ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବସ୍ଟି ଡୁବୁରୀରୁ ଚଣ୍ଡିଖୋଲ ଅଭିମୁଖେ…
ସାମି…ସାମି… ଗୀତରେ ମନମୁଗ୍ଧ କଲେ ସୁନିଧି ଚୌହାନ୍
ଯାଜପୁର ଟାଉନ,୯ା୨(ଡି.ଏନ.ଏ.): ଯାଜପୁର ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦ୍ଘାଟିତ ହୋଇଯାଇଛି। ବୁଧବାର ସ୍ଥାନୀୟ ବାଳାଶ୍ରମ ପଡ଼ିଆଠାରେ ଅନୁଷ୍ଠିତ ୧୧ତମ ଯାଜପୁର ଜିଲା ମହୋତ୍ସବ ସଂଗମ ଓ ପଲ୍ଲିଶ୍ରୀ ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍ଘାଟନ କରି…
Archives


