ଯାଜପୁର

ମରାମତି, ନିର୍ମାଣରେ ବ୍ୟାପକ ହରିଲୁଟ

ଯାଜପୁର ଅଫିସ,୨୧ା୩:ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ(ଆରଡି) ବିଭାଗ ଅଧୀନ ଗ୍ରାମାଞ୍ଚଳ ରାସ୍ତାଗୁଡ଼ିକ ଖାଲଖମାରେ ପରିପୂର୍ଣ୍ଣ ହୋଇ ଧାର୍ଯ୍ୟ ସମୟ ପୂର୍ବରୁ ଗମନାଗମନ ଅନୁପଯୋଗୀ ହୋଇପଡ଼ୁଛି। ବ୍ୟାପକ ପିସି କାରବାର ଓ ଠିକାଦାର ପ୍ରୀତି ଯୋଗୁ କାର୍ଯ୍ୟ ନିମ୍ନମାନର ହେଉଥିବାରୁ ଏଭଳି ସ୍ଥିତି…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ଆତ୍ମହତ୍ୟା

ଯାଜପୁର ଟାଉନ,୨୧ା୩(ଡି.ଏନ.ଏ.): ଯାଜପୁର ସହର ନିକଟସ୍ଥ ବାମଦେବପୁର ଗ୍ରାମର ଜଣେ ମାଟ୍ରିକ ପରୀକ୍ଷାଥର୍ର୍ୀ ପରୀକ୍ଷା ଶେଷ ହେବା ପୂର୍ବରୁ ଆମତ୍ହତ୍ୟା କରିଛନ୍ତି। ସେ ହେଲେ ବାମଦେବପୁର (ବରହଟା) ଯଯାତିକେଶରୀ ଉଚ୍ଚ ବିଦ୍ୟାଳୟର ରଶ୍ମୀବାଳା ପାହିଲ। ରଶ୍ମୀ ଯାଜପୁର ମ୍ୟୁନିସିପାଲିଟି ହାଇସ୍କୁଲରେ ମାଟ୍ରିକ…

ସଜେଇ ହେଉଛି କ୍ଷୀରନଦୀ ପୀଠ

ରସୁଲପୁର,୨୦ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ନଠୁଆବର ଓ ଶ୍ରୀବନ୍ତପୁର ପଞ୍ଚାୟତର ମଧ୍ୟବର୍ତ୍ତୀ ସ୍ଥଳ କ୍ଷୀର ନଦୀ ପୀଠରେ ମା’ ବିରଜା ବିଶ୍ୱରୂପା ନବକୁଣ୍ଡିୟ ବିଶ୍ୱକଲ୍ୟାଣ ମହାଯଜ୍ଞ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ମା’ ବିରଜାଙ୍କ ନିର୍ଦ୍ଦେଶକ୍ରମେ ଭୂମିପୂଜନ ଦିବସରୁ ଆଜ୍ଞାମାଳ ଅଣାଯାଇ…

ପ୍ରକଳ୍ପ ଅଛି, ପାଣି ମିଳୁନି

ବିଞ୍ଝାରପୁର,୨୦ା୩(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅଧୀନ ଉତ୍ତରକୂଳ ପଞ୍ଚାୟତ ପାରିପଦା ଗ୍ରାମରେ ଜଳ ସଙ୍କଟ ଦେଖାଦେଇଛି। ଉକ୍ତ ପଞ୍ଚାୟତରେ ବସୁଧା ପାନୀୟ ଜଳ ପ୍ରକଳ୍ପ ଅଛି, ହେଲେ ଗ୍ରାମବାସୀଙ୍କୁ ପାଣି ମିଳୁନି। ଫଳରେ ଗ୍ରାମରେ ଥିବା ଗୋଟିଏ ନଳକୂଅ ଉପରେ ୧୩୦ ପରିବାର…

କଲରଙ୍ଗୀ କ୍ରୋମାଇଟ ମାଇନ୍ସ ଖୋଲିବାକୁ ଦାବି

ଯାଜପୁର ଅଫିସ,୨୦ା୩ : ଶିଳ୍ପପତି, କର୍ପୋରେଟ ହାଉସ, ଖଣି ମାଲିକ, ଠିକାଦାର, ମନ୍ତ୍ରୀ, ବିଧାୟକଙ୍କଠୁ ଆରମ୍ଭକରି ବଡ଼ ଅଫିସର ପର୍ଯ୍ୟନ୍ତ ବିଭିନ୍ନ ଖଣିରୁ ବିପୁଳ ଟଙ୍କା ହଡପ କଲେଣି। ଶାହା କମିଶନ ସୁପାରିଶକୁ ମଧ୍ୟ ଅଣଦେଖା କରାଯାଇଛି। ଏପରି କି ହାଇକୋର୍ଟ,…

କିଡ୍‌ନୀ ରୋଗ କବଳରେ ୧୦ରୁ ଊର୍ଦ୍ଧ୍ୱ ଗାଁ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୨୦ା୩ : ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ୧୦ରୁ ଊର୍ଦ୍ଧ୍ୱ ଗାଁ ଲୋକଙ୍କ ଜୀବନ କିଡ୍‌ନୀ ରୋଗ ପାଇଁ ଦୁର୍ବିସହ ହୋଇପଡିଛି। ୪୦ ବର୍ଷ ଟପିଲେ ବହୁ ଲୋକଙ୍କ ଜୀବନ ସଙ୍କଟାପନ୍ନ ହେଉଛି। ଅତି ପ୍ରଦୂଷିତ ୬ଟି କ୍ରୋମାଇଟ…

ବାରୁଣୀ ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ଯାଜପୁର ଟାଉନ,୧୯ା୩(ଡି.ଏନ.ଏ.): ୩ ବର୍ଷ ବ୍ୟବଧାନ ପରେ ଯାଜପୁର ଦଶାଶ୍ୱମେଧଘାଟଠାରେ ବାରୁଣୀ ଯୋଗରେ ରବିବାର ଶ୍ରଦ୍ଧାଳୁମାନେ ବୁଡ଼ ପକାଇଛନ୍ତି। ପୂର୍ବରୁ କରୋନା ପାଇଁ ୩ ବର୍ଷ ବାରୁଣୀ ବୁଡ଼କୁ ପ୍ରଶାସନ ବାରଣ କରିଥିଲା। ଫଳରେ ଶ୍ରଦ୍ଧାଳୁ ବାରୁଣୀ ସ୍ନାନ ଯୋଗ ସମୟରେ…

ଦୈତାରୀରୁ ୫୦% ଖଣି ଉତ୍ତୋଳନ ପ୍ରତ୍ୟାହାର

ଯାଜପୁର ଅଫିସ,୧୯।୩ : ଯାଜପୁର ଜିଲା ସୁକିନ୍ଦା ବ୍ଲକ ଏବଂ ମହାଗିରୀ ପର୍ବତମାଳା ଚତୁଃପାର୍ଶ୍ୱରେ ପ୍ରଚୂର ପରିମାଣର ଖଣିଜ ସମ୍ପଦ ଭରି ରହିଥିବାରୁ ଏହାକୁ ଓଡ଼ିଶାର ରନତ୍ଗର୍ଭା ବୋଲି କୁହାଯାଉଛି ା ଏଠାରେ ଦେଶର ବହୁ ନାମୀ କମ୍ପାନୀ ନିଜର ବେପାର…

ନଦୀବନ୍ଧ ସୁଦୃଢ଼ୀକରଣ ପାଇଁ ଭିତ୍ତିପ୍ରସ୍ତର

ଧର୍ମଶାଳା,୧୯।୩(ଡି.ଏନ.ଏ.): ଧର୍ମଶାଳା ବ୍ଲକ୍‌ ଜାରକା ଜଳ ସମ୍ପଦ ବିଭାଗ ଅଧୀନ ଉତ୍ତରପ୍ରତାପ ପଞ୍ଚାୟତର କେଲୁଅ ନଦୀବନ୍ଧ ବାମପାର୍ଶ୍ୱରେ ଚାନ୍ଦମୋହିନୀଠାରୁ ନାଳକୂଳ ପର୍ଯ୍ୟନ୍ତ ନଦୀବନ୍ଧର ସୁଦୃଢ଼ୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ,…

ପୂର୍ବ ଶତ୍ରୁତାରୁ ମାରପିଟ, ୨ ଗୁରୁତର

ରସୁଲପୁର,୧୯।୩(ଡି.ଏନ.ଏ.): କୁଆଖିଆ ଥାନା ଅନ୍ତର୍ଗତ ରସୁଲପୁର ପଞ୍ଚାୟତ ଖଣ୍ଡିତର ଗ୍ରାମରେ ଶୁକ୍ରବାର ରାତି ପ୍ରାୟ ସାଢ଼େ ୯ଟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏଥିରେ ଗୋଟିଏ ପରିବାରର ସୁଶାନ୍ତ ପଣ୍ଡାଙ୍କ ବଡ଼ ଭାଇ ଅରୁଣ ପଣ୍ଡା…

ଖଣ୍ଡୋଲାଇଟ୍‌ ଖନନରେ ଧ୍ୱଂସହେଲା ପାରାଭାଡ଼ି ଐତିହ୍ୟ

ଚଣ୍ଡିଖୋଲ,୧୮ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ପଲେଇ ପଞ୍ଚାୟତ ଅଧୀନ ପାରାଭାଡ଼ି ପାହାଡ଼ରେ ପ୍ରାଚୀନ ବୌଦ୍ଧ କୀର୍ତ୍ତିରାଜି ରହିଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଆନୁକୂଲ୍ୟରେ ଏହାର ଖନନ ସମୟରେ ବୌଦ୍ଧ ସ୍ତୂପ ପାରାଭାଡ଼ି ସମେତ ୪ଟି ଭଗ୍ନ ବୁଦ୍ଧ…

ନକଲି ଶିକ୍ଷକ: ମେ ୧୫ ସୁଦ୍ଧା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଯାଜପୁର ଅଫିସ,୧୮ା୩: ରାଜ୍ୟର କୋଣ ଅନୁକୋଣରେ ନକଲି ବି.ଏଡ୍‌/ସିଟି ଡିଗ୍ରୀଧାରୀ ଏବଂ ଆଦିବାସୀ ପ୍ରମାଣପତ୍ରରେ ଚଞ୍ଚକତା କରି ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତି ପାଇଛନ୍ତି। ଏନେଇ ସୂଚନା ଅଧିକାର ଆଇନ ବଳରେ ତଥ୍ୟ ସଂଗ୍ରହ କରି ଅଭିଯୋଗ ହେବା ପରେ କେତେକାଂଶରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?