ଯାଜପୁର

ଅବଧି ପରେ ବି ସରୁନି ରାସ୍ତା କାମ

କୋରେଇ,୩ା୨(ଚନ୍ଦ୍ରକାନ୍ତ ପତି): ଗ୍ରାମାଞ୍ଚଳରେ ସୁଦୃଢ଼ ଗମନାଗମନ ବ୍ୟବସ୍ଥା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା (ଏମ୍‌ଏମ୍‌ଏସ୍‌ୱାଇ) ଏବଂ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ) ପ୍ରଣୀତ ହୋଇଛି। ଏହି ୨ ଯୋଜନା ରାଜ୍ୟ ସରକାରଙ୍କ...

ଅଭାବୀ ବିକ୍ରି, କୋବି ଫସଲ ଉଜାଡ଼ିଦେଲେ ଚାଷୀ

ରସୁଲପୁର,୩।୨(ରଞ୍ଜିତ ରାଉତ): ଫସଲର ଅଭାବୀ ବିକ୍ରି ଚାଷୀଙ୍କ ଚିନ୍ତା ବଢ଼ାଇଛି। ଏଭଳିସ୍ଥିତି ଯାଜପୁର ଜିଲା ରସୁଲପୁର ବ୍ଲକର କୋବି ଚାଷୀଙ୍କ କ୍ଷେତ୍ରରେ ଦେଖାଦେଇଛି। ଏଠାରେ ଫୁଲକୋବିର ଅଭାବୀ ବିକ୍ରି ଯୋଗୁ ଚାଷୀ ସେମାନଙ୍କ କୋବି ଫସଲ ଉଜାଡ଼ି ଦେଇଛନ୍ତି। କୋବି...

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେବା ବାଟବଣା

କାଏମା,୨ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କେତେଜଣ କର୍ମଚାରୀଙ୍କ ଖାମଖିଆଲି ମନୋଭାବ ପାଇଁ ସେବା ବାଟବଣା ହେଉଛି। ଫଳରେ ରୋଗୀ ଉପଯୁକ୍ତ ସେବାରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ୧୬ ନମ୍ବର ଜାତୀୟ ରାଜପଥର ଜାରକା ଛକରୁ କିଛି ଦୂରତାରେ...

ଅବହେଳିତ ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ବ୍ରହ୍ମବରଦା,୨ା୨(ଯଯାତି କେଶରୀ ବେହେରା): ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅବହେଳିତ ଅବସ୍ଥାରେ ରହିଛି। ଏଠାରେ ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଜନବସତି ରହିଛି। ଅଞ୍ଚଳର ୫ରୁ୬ ପଞ୍ଚାୟତର ଲୋକେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। ହେଲେ ଏଠାରେ ଆମ୍ବୁଲାନ୍ସ ସେବା ଉପଲବ୍ଧ...

ସରୁନି ଷଠିପୁର ୪ ଥାକିଆ ରାସ୍ତା

ଯାଜପୁର,୨ା୨(ହର୍ଷବର୍ଦ୍ଧନ ବେହେରା): ଜିଲା ଗଠନ ହେବା ପରେ ଲୋକଙ୍କ ଜୀବନଧାରଣ ମାନରେ ଯେତେ ଉନ୍ନତି ହେବା କଥା ତାହା ନୈରାଶ୍ୟଜନକ ହୋଇଛି। ଯେଉଁ ଅଞ୍ଚଳର ଗମନାଗମନ ଯେତେ ସୁଦୃଢ ସେହି ଅଞ୍ଚଳ ସେତେ ଉନ୍ନତ ବୋଲି ବିଶ୍ୱାସ ରହିଛି। କିନ୍ତୁ...

ବିନା ଘୋଡ଼ଣିରେ ବିଷାକ୍ତ ପାଉଁଶ ପରିବହନ

ଯାଜପୁରରୋଡ଼,୩୧।୧(ପବିତ୍ର ରଞ୍ଜନ ମହାନ୍ତି): କଳିଙ୍ଗନଗର ଶିଳ୍ପାଞ୍ଚଳର ବିଭିନ୍ନ କାରଖାନାରେ କୋଇଲାକୁ ଜାଳେଣି ଭାବେ ବ୍ୟବହାର କରାଯାଇଥାଏ। ପରେ ସେଥିରୁ ବହୁ ପରିମାଣରେ ପାଉଁଶ ବାହାରିଥାଏ।। ସେହି ପାଉଁଶ କାରଖାନାର କୌଣସି କାମରେ ବ୍ୟବହୃତ ହୋଇ ନ ଥାଏ। ସେହି ବିଷାକ୍ତ...

ଅବହେଳିତ ଥାଲାସେମିଆ ଶିଶୁ ରୋଗୀ

ଯାଜପୁର,୩୦ା୧(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ବିଭାଗ ୱାର୍ଡରେ ରକ୍ତଜନିତ ରୋଗ ଥାଲାସେମିଆ, ସିକିଲ୍‌ ସେ୍‌ଲ ଓ ହିମୋଫେଲିଆ ରୋଗୀମାନେ ଉପଯୁକ୍ତ ଚିିକିତ୍ସା ନ ପାଇ ନିରାଶ ହେଉଛନ୍ତି। ଏହି ମର୍ମରେ ଯାଜପୁର ଜିଲା ଥାଲାସେମିଆ ସିକିଲସେଲ୍‌ ଏନିମିଆ...

ବେଆଇନ ଭାବେ ଚାଲିଛି ମୋରମ୍‌ ଚାଲାଣ

ଜେନାପୁର,୩୦ା୧(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଜେନାପୁର ଥାନା ବରଡା ମୌଜାର ନିମିଟି ପାହାଡ଼ ପାଦଦେଶରେ ଥିବା ନୂଆ ବରଡ଼ା ପାଖ ପଡ଼ିଆରୁ ବେଆଇନ ଭାବେ ମୋରମ ଚୋରା ଚାଲାଣ ହେଉଥିବା ଅଭିଯୋଗ ହେଉଛି। ପ୍ରତି ରାତିରେ ଚାଲାଣକାରୀ...

ବରୀ ବିଜେଡି: ଆଶାୟୀଙ୍କ ଭିତରେ ଲଢ଼େଇ

ରସୁଲପୁର, ୨୯।୧(ରଞ୍ଜିତ ରାଉତ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସରୁ ପ୍ରାର୍ଥୀ ହେବା ପାଇଁ ଆଶାୟୀମାନେ କସରତ ଆରମ୍ଭ କରିଦେଲେଣି। ଶାସକ ବିଜେଡିରେ ଅନେକ ଆଶାୟୀ ବିରୋଧୀଙ୍କୁ ସୁହାଇବା ଭଳି ମନେହେଉଛନ୍ତି।...

ପାସେଞ୍ଜର ଟ୍ରେନରୁ ଦ୍ରୁତଗାମୀ ଭଡ଼ା ଅସୁଲ

ଯାଜପୁର,୨୯ା୧(ହର୍ଷବର୍ଦ୍ଧନ ବେହେରା): କରୋନା ଲକ୍‌ଡାଉନ୍‌ ସମୟରେ ଅର୍ଥାତ୍‌ ୨୦୨୧ ଏପ୍ରିଲରୁ ଓଡ଼ିଶାର ସମସ୍ତ ଯାତ୍ରୀବାହୀ ଓ ମେମୁ ପାସେଞ୍ଜର ଟ୍ରେନକୁ ସ୍ପେଶାଲ/ଦ୍ରୁତଗାମୀ କରାଯାଇଛି। ଆଜି ପର୍ଯ୍ୟନ୍ତ ସାଧାରଣ ଜନତାଠାରୁ ଦ୍ରୁତଗାମୀ ଭଡା ଆଦାୟ କରାଯାଉଥିବା ଅଭିଯୋଗ ହୋଇଛି। ରେଲଓ୍ବେର ଏଭଳି...

୫୦ ହଜାର ଦିଅ, ଗୁଣ୍ଠେ ଜମି ନିଅ

କଳିଙ୍ଗନଗର,୨୯।୧: ଯାଜପୁର ଜିଲାର ଦାନଗଦି ତହସିଲ ତଥା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜନସଂଖ୍ୟା ବଢିବା ସାଙ୍ଗକୁ ସହରର କଳେବର ବୃଦ୍ଧି ପାଇବାରେ ଲାଗିଛି। ଲୋକଙ୍କ ଘର ପାଇଁ ଜମିର ଆବଶ୍ୟକତା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସହର...

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ଦେହାନ୍ତ

କଟକ,୨୭।୧: ସ୍ୱାଧୀନତା ସଂଗ୍ରାମୀ ତଥା ଅଲ ଇଣ୍ଡିଆ ଫ୍ରିଡମ ଫାଇଟର୍ସ ଆସୋସିଏସନର ସଭାପତି ନୀଳମଣି ସାମଲ ୧୦୧ ବର୍ଷ ବୟସରେ କଟକ ଏସସିବି ମେଡିକାଲ କଲେଜ ଏବଂ ହସପିଟାଲରେ ଚିକିତ୍ସିତ ଅବସ୍ଥାରେ ପ୍ରାଣତ୍ୟାଗ କରିଛନ୍ତି। ବ୍ରେନଷ୍ଟ୍ରୋକ୍ ହେବା ପରେ ତାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri