ଯାଜପୁର

ଆଧାର ବିନା ଖାଦ୍ୟ ସୁରକ୍ଷାରୁ ହିତାଧିକାରୀ ବଞ୍ଚିତ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ

ରସୁଲପୁର,୨୨ା୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଆଧାର ସଂଯୋଗ ବିନା ଖାଦ୍ୟ ସୁରକ୍ଷା ଯୋଜନାରୁ ଯୋଗ୍ୟ ହିତାଧିକାରୀ ବଞ୍ଚତ୍ତ ହେବା ଘଟଣାରେ ତଦନ୍ତ ଆରମ୍ଭ ହୋଇଛି। ମଙ୍ଗଳବାର ଏକ ତଦନ୍ତକାରୀ ଦଳ ରସୁଲପୁର ବ୍ଲକରେ ପହଞ୍ଚତ୍ ତଦନ୍ତ କରିଛି। ବ୍ଲକ ପ୍ରଶାସନ...

୨୨୨ ଟଙ୍କା ମଜୁରିରେ କାମ କରୁନାହାନ୍ତି ଶ୍ରମିକ

ବିଞ୍ଝାରପୁର,୨୧ା୪(ଡି.ଏନ.ଏ.): ବିଞ୍ଝାରପୁର ପଞ୍ଚାୟତ ସମିତିର ପ୍ରଥମ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ରଞ୍ଜିତା କୁମାରୀ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥି ଭାବେ ବିଞ୍ଝାରପୁର ବିଧାୟିକା ତଥା ଶାସକଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଯୋଗଦେଇ ବ୍ଲକରେ...

ବିଜୁ ସେତୁ ନାମରେ ଲକ୍ଷାଧିକ ଟଙ୍କା ଚଳୁ, ସୁଇମିଂ ପୁଲ ଭଳି ଗର୍ତ୍ତ ଖୋଳି ଫେରାର

ରଗଡ଼ି, ୨୧ା୪(ଡି.ଏନ.ଏ.): କୋରେଇ ବ୍ଲକ ରଣପୁର ପଞ୍ଚାୟତ ରଣପୁର ଗ୍ରାମର ଗହନିଆ ନାଳ ଉପରେ ବିଜୁ ସେତୁ ନିର୍ମାଣ ନାମରେ ଲକ୍ଷାଧିକ ଟଙ୍କା ଚଳୁ ହୋଇଥିବା ଅଭିଯୋଗ ହୋଇଛି। ଠିକାଦାର ଏକ ସୁଇମିଂ ପୁଲ ଭଳି ଗର୍ତ୍ତ ଖୋଳି ଅଧାପନ୍ତରିଆ...

ପୋଲ ତଳୁ ମିଳିଲା ନବଜାତ ଶିଶୁର ମୃତଦେହ

ଜେନାପୁର,୧୯।୪(ଡି.ଏନ୍‌.ଏ.): ଯାଜପୁର ଜିଲା ଜେନାପୁର ଥାନା ଅଧୀନ ବାରକଣା ନିକଟସ୍ଥ କୁଣ୍ଡି ନାଲ ପୋଲତଳେ ମଙ୍ଗଳବାର ଏକ ନବଜାତ ଶିଶୁକନ୍ୟାର ମୃତଦେହ ପଡିଥିବା ଦେଖିବାକୁ ମିଳିଛି। ଖବର ପାଇ ଜେନାପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି।...

ବଡ଼ ବ୍ୟବସ୍ଥା, ନିଯୁକ୍ତି ନାହିଁ

ଯାଜପୁର ଅଫିସ,୧୯ା୪ ଗତ ୫ ବର୍ଷ ମଧ୍ୟରେ ୪୫,୭୬୫ ଜଣ ଡିଗ୍ରୀ ଓ ଡିପ୍ଲୋମାଧାରୀ ଯୁବତୀଯୁବକ ନିଯୁକ୍ତି ଆଶାରେ ରାଜ୍ୟର ନିୟୋଜନ କାର୍ଯ୍ୟାଳୟଗୁଡ଼ିକରେ ସେମାନଙ୍କ ନାମ ପଞ୍ଜୀକରଣ କରିଛନ୍ତି। ହେଲେ ସେଥିରୁ ମାତ୍ର ୨୭୫ ଜଣ ନିୟୋଜନ ପଞ୍ଜୀକରଣ ମାଧ୍ୟମରେ...

ବୈତରଣୀ ନଦୀବନ୍ଧ ମରଣଯନ୍ତା

ପାଣିକୋଇଲି,୧୮ା୪(ଡି.ଏନ.ଏ.): କୋରେଇ ବ୍ଲକ ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ସମ୍ପୂର୍ଣ୍ଣ ବୈତରଣୀ ନଦୀବନ୍ଧ କଡ଼ରେ ଅବସ୍ଥିତ। ତେବେ ବାଲିଗାଡ଼ି ଚଳାଚଳ ଫଳରେ ବନ୍ୟା ସମୟରେ ନଦୀବନ୍ଧ ଭାଙ୍ଗିବାର ସୁଯୋଗ ସୃଷ୍ଟି ହେଉଛି। ଧନତ୍ରୀ ବାଲିଘାଟ ପାଇଁ ନଦୀବନ୍ଧରେ ବାଲି ପରିବହନକୁ ଅନୁମତି...

ଇଓଡବ୍ଲ୍ୟୁକୁ ଆରୁହା କଳାପଥର ଲୁଟ୍‌ ତଦନ୍ତ ଭାର

ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା ପାହାଡ଼ରୁ କଳାପଥର ଲୁଟ୍‌ ଓ ଜାଲିଆତି ମାମଲାର ତଦନ୍ତ ଭାର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)କୁ ଦିଆଯାଇଛି। ବରିଷ୍ଠ ଓ ଅଭିଜ୍ଞ ଅଧିକାରୀଙ୍କ ଦ୍ୱାରା ତଦନ୍ତ କରିବାକୁ ଲୋକାୟୁକ୍ତ...

ଭଗବାନଙ୍କୁ ବି ଛାଡ଼ିଲେନି: ତାଲା ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର

ଧର୍ମଶାଳା,୧୭।୪(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଚୋରମୁହାଁ ପଞ୍ଚାୟତ ବଡ଼ମଙ୍ଗଳପୁର ଗ୍ରାମଦେବତୀ ମା’ କରଞ୍ଜେଇଙ୍କ ମନ୍ଦିରରୁ ଚୋରି ହୋଇଛି। ଏ ନେଇ ରବିବାର ଥାନାରେ ଅଭିଯୋଗ ହୋଇଛି । ସୂଚନା ଯୋଗ୍ୟ, ସକାଳ ସମୟରେ ପୂଜକ ମନ୍ଦିରଯ ପୂଜା କରିବାକୁ...

୨୦ ସୁଦ୍ଧା ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୧୭।୪: ନକଲି ପ୍ରମାଣପତ୍ର ବଳରେ ଚାକିରି କରୁଥିବା ପ୍ରାଥମିକ ଶିକ୍ଷକମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକାଧିକ ନିର୍ଦ୍ଦେଶ ହେଉଛି। ଏପରି କି ତଦନ୍ତରେ ଶିଥିଳତା, କାର୍ଯ୍ୟରେ ଅବହେଳା, ଉପଯୁକ୍ତ...

ବିଶ୍ୱ ଦକ୍ଷତା ପ୍ରତିଷ୍ଠାନ ପ୍ରତିନିଧିଙ୍କ ଇମ୍ଫା ଖଣି ପରିଦର୍ଶନ

କାଳିଆପାଣି,୧୭।୪(ଡି.ଏନ.ଏ.):  ବିଶ୍ୱ ଦକ୍ଷତା ପ୍ରତିଷ୍ଠାନ(ୱାର୍ଲ୍‌ଡ ସ୍କିଲ୍‌ ସେଣ୍ଟର) ସିଙ୍ଗାପୁରର ପ୍ରତିନିଧି ତଥା ସ୍କୁଲ୍‌ ଅଫ୍‌ ଇଞ୍ଜିନିୟରିଂର ନିର୍ଦ୍ଦେଶକ ଚିଓକ ଇଞ୍ଜିଚୁନ, ପ୍ରଶାସନ ନିର୍ଦ୍ଦେଶକ କେରୱାନ ହିଙ୍ଗ ଏବଂ ବିଶ୍ୱ ଦକ୍ଷତା ପ୍ରତିଷ୍ଠାନ ଓଡ଼ିଶା ସରକାରଙ୍କ ପ୍ରତିନିଧି ତଥା ମେକାଟୋନିକ୍ସ ବିଭାଗ...

ପାଣି ପାଇଁ ଲୋକେ ଡହଳବିକଳ

ଧର୍ମଶାଳା,୧୭।୪(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କୁ ବସୁଧା ଯୋଜନାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ଏନେଇ ବାର୍ଷିକ କୋଟିକୋଟି ଟଙ୍କା ଖର୍ଚ୍ଚ ମଧ୍ୟ ହେଉଛି। ହେଲେ ଠିକାଦାର ଏବଂ ବିଭାଗୀୟ ଅଧିକାରୀଙ୍କ ମୁନାଫାଖୋର ନୀତି ଯୋଗୁ ଲକ୍ଷଲକ୍ଷ...

ଜଳ ନିଷ୍କାସନ ସମସ୍ୟା ସମାଧାନ ହେବ

ବରୀ,୧୭।୪(ଡି.ଏନ.ଏ.): ବରୀ ବ୍ଲକ ଅଧୀନ ମନ୍ଦାରି ପଞ୍ଚାୟତର ମେଦୁଆନାଳ, ଦୋବୁଅ ନାଳ ଓ ସପନା ପାଟରୁ ଜଳ ନିଷ୍କାସନ ନିମନ୍ତେ ଅଧପନ୍ତରିଆ ଭାବେ ଖୋଳାଯାଇଥିବା ନାଳର ପୁନରୁଦ୍ଧାର ଖୁବ୍‌ଶୀଘ୍ର କରାଯିବ। ଏଥିପାଇଁ ବରୀ ବିଧାୟିକା ସୁନନ୍ଦା ଦାସଙ୍କ ଅନୁରୋଧକ୍ରମେ ଶନିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri